ରାଉରକେଲା ବିମାନ ଦୁର୍ଘଟଣା: ପାଇଲଟ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଲେ
ରାଉରକେଲା: ଜାନୁଆରୀ ୧୦ରେ ରାଉରକେଲା ବିମାନ ଦୁର୍ଘଟଣାରେ ଆହତ ହୋଇଥିବା ପାଇଲଟଙ୍କ ମଧ୍ୟରୁ ଜଣେ ପାଇଲଟ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଶୁକ୍ରବାର ପାଇଲଟ କ୍ୟାପ୍ଟେନ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଛନ୍ତି।
ତେବେ ଜଲଦାରେ ଘଟିଥିବା ଦୁର୍ଘଟଣାରେ ଦୁଇ ପାଇଲଟଙ୍କ ସମେତ ଛଅ ଜଣ…