Latest Odisha News

BREAKING NEWS

କର୍ଣ୍ଣାଟକର ମନ୍ତ୍ରୀ ବି. ସି. ପାଟିଲଙ୍କୁ କରୋନା

ବେଙ୍ଗାଳୁରୁ: କର୍ଣ୍ଣାଟକରେ ମନ୍ତ୍ରୀ ବି. ସି. ପାଟିଲ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କର କୋଭିଡ୍ ରିପୋର୍ଟ ଆସିଛି ପଜିଟିଭ୍ । ନିଜେ ଏହି ସୂଚନା ଦେଇଛନ୍ତି ବି. ସି. ପାଟିଲ । ଟ୍ୱିଟ୍ କରି ସେ ଲେଖିଛନ୍ତି, କୋଭିଡ୍ ରିପୋର୍ଟ ପଜିଟିଭ ବାହାରିବା ପରେ ସେ ବେଙ୍ଗାଳୁରୁ ସ୍ଥିତ ଘରେ…

ଆଜିଠୁ ନବରଙ୍ଗପୁରରେ ଝୁଲିଲା ତାଲା

ନବରଙ୍ଗପୁର: ରାଜ୍ୟରେ ବଢ଼ୁଥୁବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ଗୁଡିକ ନିଜ ନିଜ ଅଞ୍ଚଳରେ କଟକଣା କଡାକଡି କରୁଛନ୍ତି। ତେବେ ଏହି କ୍ରମରେ ଯୋଡି ହୋଇଛି ଓଡ଼ିଶାର ନବରଙ୍ଗପୁର ଜିଲ୍ଲା । ଓଡ଼ିଶାର ନବରଙ୍ଗପୁର ଜିଲ୍ଲାରେ ଶନିବାର ସକାଳ ୫ଟାରୁ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ଜାରି…

ମୋଦିଙ୍କ ରାସ୍ତାରେ ଟ୍ରମ୍ପ, ଚାଇନା ଆପ୍ ଟିକଟକ୍ ଉପରେ ଲଗାଇବେ ବ୍ୟାନ୍ !

ଓ୍ୱାଶିଂଟନ୍: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାସ୍ତାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଚୀନକୁ ସାବାଡ କରିବା ପାଇଁ ଭାରତ ଭଳି ଆମେରିକା ଖୁବ ଶୀଘ୍ର ଚାଇନା ଆପ୍ ଟିକଟକ୍ ଉପରେ ବ୍ୟାନ ଲଗାଇବ । ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବିକଳ୍ପ ଉପରେ ଚିନ୍ତା କରୁଛନ୍ତି…

ବଢୁଛି ସଂକ୍ରମଣ: ଦୁଇଦିନ ପାଇଁ ସଟଡାଉନ ଘୋଷଣା ହେଲା ଅନୁଗୁଳ ଜିଲ୍ଲା

ଅନୁଗୁଳ: ଅନ୍ୟ ଜିଲ୍ଲା ଭଳି ଅନୁଗୁଳରେ ମଧ୍ୟ ଧୀରେଧିରେ ବଢୁଛି ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଅଗଷ୍ଟ ୧ ଓ ୨ ତାରିଖ ଦୁଇ ଦିନିଆ ସଟଡାଉନ ଘୋଷଣା ଜରାଯାଇଛି। ଜିଲ୍ଲାପାଳ ମନୋଜ କୁମାର ମହାନ୍ତି ଦେଇଥିବା ସୁଚନା ଅନୁଯାୟୀ, ସମସ୍ତ ସାପ୍ତାହିକ ବଜାର ଏବଂ…

କାଳ ହେଲା ନିରୀହ ଭଉଣୀର ସ୍ନେହ : ଚାଲିଗଲା ଅଢେଇ ମାସ ଶିଶୁର ଜୀବନ

ନୋଏଡା: ରା' ଧରି କାନ୍ଦୁଥିଲା ଅଢ଼େଇ ମାସର ଭାଇ । ତାକୁ ଚୁପ କାରିବାକୁ ନିରୀହ କୁନି ଭଉଣୀ ଭାଇକୁ ଖୁଆଇ ଦେଲା ଚକୋଲେଟ। ମାତ୍ର ଚଳାଲେଟଟି ଅଢେଇ ମାସ ପିଲାର ଫସି ଯିବାରୁ ଉକ୍ତ ଶିଶୁଟିର ମୃତ୍ୟୁ ହୋଇ ଯାଇଛି । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ନୋଏଡା ସେକ୍ଟର-୮୧ରେ । ଏଠାକାର ବାସିନ୍ଦା…

କେମିତି କଟିବ ଆଜିର ଦିନ…

ରାଶି ଫଳ  ତା ୦୧-୮-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୧ ରିଖ ଶନିବାର କର୍କଟ ୧୭ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର-: ତୁଳା ଓ କୁମ୍ଭ ରାଶି…

ବିଶାଳ ଦେବଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଆଇଏଏସ୍ ବିଶାଳ ଦେବଙ୍କୁ ମିଳିଛି ଅତିରିକ୍ତ ଦାୟିତ୍ୱ । ତାଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱ ଦିଆଯାଇଛି । ଆସନ୍ତା ୫ ତାରିଖରୁ ସେ ଏହି ଦାୟିତ୍ୱ ନେବେ । କ୍ରୀଡା ଓ ଯୁବ ସେବା ସହ ସେ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଏହି ବିଭାଗ…

ଓଡିଶା ଅଗ୍ନିଶମ ସେବା ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଶା ଅଗ୍ନିଶମ ସେବା ବିଭାଗର ଅନଲାଇନ ପୋର୍ଟାଲକୁ ଉନ୍ମୋଚନ କରିଛନ୍ତି । ପୋର୍ଟାଲ ଜରିଆରେ ଅନଲାଇନରେ ବିଭିନ୍ନ ବର୍ଗର ଅଗ୍ନି ନିରାପତ୍ତା ପ୍ରମାଣପତ୍ର ଦିଆଯିବ । ଏହା ଦ୍ୱାରା ବିଭାଗର ଦକ୍ଷତା ବୃଦ୍ଧି, କାମରେ ଟ୍ରାନ୍ସପାରେନସି ସହ…

୨ଜି ସେବା ବନ୍ଦ କରି ଆଗକୁ ବଢିବା ନେଇ ଜରୁରୀକାଳୀନ ନୀତିଗତ ପଦକ୍ଷେପ ପାଇଁ ମୁକେଶ ଅମ୍ବାନିଙ୍କ ଆହ୍ୱାନ

ନୂଆଦିଲ୍ଲୀ: ଦୀର୍ଘ ୨୫ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ୨ଜି ମୋବାଇଲ୍ ସେବାକୁ ବନ୍ଦ କରି ଆଗକୁ ବଢିବା ସହିତ ତାହାକୁ ଇତିହାସ ପୃଷ୍ଠାରେ ସ୍ଥାନ ଦେବା ଲାଗି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଶ୍ରୀଯୁକ୍ତ ମୁକେଶ ଅମ୍ବାନି ଆହ୍ୱାନ ଦେଇଛନ୍ତି । ଆଜିକୁ ୨୫ ବର୍ଷ ପୂର୍ବେ ଭାରତରେ…

ବିନା ଟେଷ୍ଟ ରିପୋର୍ଟରେ ପୁରୀକୁ ପ୍ରବେଶ ମନା

ପୁରୀ : ଅଗଷ୍ଟ ମାସରେ ରାଜ୍ୟ ସରକାର ଲଗାଇଥିବା କଟକଣାକୁ ପୁରୀ ଜିଲ୍ଲାରେ ବି ବଳବତ୍ତର ରହିବ । ତେବେ ଜିଲ୍ଲାକୁ ପ୍ରବେଶ କରୁଥିବା ବାହାରର ବ୍ୟକ୍ତିଙ୍କର ସ୍ୱାବ ଟେଷ୍ଟ ରିପୋର୍ଟ ନେଗେଟିଭ୍ ନ ଥିଲେ ସେମାନଙ୍କୁ ଜିଲ୍ଲା ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ । ଆଜି ଏ ନେଇ ସୂଚନା…