୧୦ ତଳକୁ ଖସିଲା ଭୁବନେଶ୍ୱରରେ ଦୈନିକ କରୋନା ସଂକ୍ରମଣ ମାମଲା
ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧,୬୫୬ରେ ପହଞ୍ଚିଛି।
ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି।…