Latest Odisha News

BREAKING NEWS

ରିଲାଏନ୍ସ ଜିଓର ପ୍ରଥମ ତ୍ରୟମାସିକ (ଏପ୍ରିଲ୍ ରୁ ଜୁନ୍ ୨୦୨୦) ନିଟ୍ ଲାଭ ୧୮୩% ବୃଦ୍ଧି ପାଇ ୨୫୨୦ କୋଟି ଟଙ୍କା ହୋଇଛି

ମୁମ୍ବାଇ: ଚଳିତ ଆର୍ଥିକ ବର୍ଷର ଏପ୍ରିଲ୍ ରୁ ଜୁନ୍ ୨୦୨୦ ପର୍ଯ୍ୟନ୍ତ ପ୍ରଥମ ତ୍ରୟମାସରେ ରିଲାଏନ୍ସ ଜିଓର ନିଟ୍ ଲାଭରେ ୧୮୩ ପ୍ରତିଶତ ବୃଦ୍ଧି ଘଟି ଏହା ୨୫୨୦ କୋଟି ଟଙ୍କାରେ ପହଞ୍ଚିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି । ଗତ ଆର୍ଥିକ ବର୍ଷର ଏହି ସମାନ ତ୍ରୟମାସରେ ଜିଓର ନିଟ୍ ଲାଭ ୮୯୧…

ଭୋଟ ଜାଲିଆତି ଭୟ: ରାଷ୍ଟ୍ରପତି ନିର୍ବାଚନ ବିଳମ୍ବ କରିବାକୁ ଟ୍ରମ୍ପଙ୍କ ପ୍ରସ୍ତାବ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପଙ୍କୁ ଘାରିଛି ଭୋଟ ଜାଲିଆତି ଭୟ । ଭୋଟ ହେରଫେର୍ ଆଶଙ୍କାରେ ନଭେମ୍ବର ମାସରେ ନିର୍ଦ୍ଧାରିତ ହୋଇଥିବା ପରବର୍ତ୍ତୀ ଆମେରିକା ରାଷ୍ଟ୍ରପତି ନିର୍ବାଚନ ବିଳମ୍ବରେ କରିବାକୁ ପ୍ରସ୍ତାବ ଦେଇଛନ୍ତି ଟ୍ରମ୍ପ । ମେ‌‌ଲ୍‌-ଇନ୍ ଭୋଟ୍‌ରେ ଜାଲିଆତି…

ଶୁକ୍ରବାର ଖୋଲିବ ଭୁବନେଶ୍ୱର ୟୁନିଟ-୪ ମାର୍କେଟ

ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମିତ ଦିନକୁ ଦିନ ବଢ଼ିବାରେ ଲାଗିଛି । ତେଣୁ ପ୍ରାୟ ଅଧିକାଂଶ ମାର୍କେଟକୁ ବିଏମ୍ସି ପକ୍ଷରୁ ବନ୍ଦ ରଖାଯାଇଛି । ତେବେ ଆସନ୍ତାକାଲି ଅର୍ଥାତ ଶୁକ୍ରବାରଠାରୁ ଭୁବନେଶ୍ୱରର ୟନିଟ-୪ ମାର୍କେଟ ଓ ତାର ଆଖପାଖ ବଜାର ଖୋଲିବ । ଏନେଇ ସୂଚନା ମିଳିଛି ।…

ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ୟୁପିଏ ଅଧ୍ୟକ୍ଷା ସୋନିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରୁଟିନ୍ ଚେକ୍ ଅପ୍ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ହସ୍ପିଟାଲର ନିର୍ଦ୍ଦେଶକ ଡାକ୍ତର ଡିଏସ ରାନା…

ଆଦାନୀ ପାୱାର ଲିମିଟେଡ ଦ୍ୱାରା ଓପିଜିସିର ୪୯% ଇକ୍ୟୁଟି ସେୟାର ଅଧିଗ୍ରହଣକୁ ସିସିଆଇ ମଂଜୁରୀ

ନ୍ରୂଆଦିଲ୍ଲୀ: ଅଦାନୀ ପାୱାର ଲିମିଟେଡ (ଏପିଏଲ) ଦ୍ଵାରା ଓଡିଶା ପାୱାର ଜେନେରେସନ କର୍ପୋରେସନ (ଓପିଜିସି)ର ପ୍ରସ୍ତାବିତ 49 ପ୍ରତିଶତ ଇକ୍ୟୁଟି ସେୟାର ଅଧିଗ୍ରହଣକୁ କମ୍ପିଟିସନ କମିଶନ ଅଫ ଇଣ୍ଡିଆ (ସିସିଆଇ) ମଞ୍ଜୁରି ପ୍ରଦାନ କରିଛନ୍ତି । ଏପିଏଲ ଅଦାନୀ ଗ୍ରୁପର ଏକ କମ୍ପାନୀ, ଏହାର ସେୟାର…

ଆନ୍ଦୋଳନ ନାଁରେ କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗ

ପାରାଦୀପ: ଆନ୍ଦୋଳନ ନାଁରେ କୋଭିଡ-19 ଓ ୧୪୪ ଧାରାକୁ ଉଲ୍ଲଘଂନ କରିଛି ପାରାଦୀପର ଏକ ଶ୍ରମିକ ସଂଗଠନ। ୫୦୦ ଶହରୁ ଉର୍ଦ୍ଧ୍ଵ ଶ୍ରମିକଙ୍କୁ ନେଇ ଆଇଓସିଏଲ ସମ୍ମୁଖରେ ଆନ୍ଦୋଳନ କରିଛି ପେଟ୍ରୋଲିୟମ ପ୍ରଡକ୍ଟସ ହ୍ୟାଣ୍ଡେଲିଂ ଆଣ୍ଡ କ୍ୟାରିୟର୍ସ ଏମ୍ଲୋଏ ୟୁନିଅନ। ଆଇଓସିଏଲର ମେଣ୍ଟେନାସ୍ କାର୍ଯ୍ୟ…

ହାତଗୋଡ ବନ୍ଧା ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ଉଦ୍ଧାର ହୋଇଛି ହାତଗୋଡ ବନ୍ଧା ଏକ ଅର୍ଦ୍ଧଦଗ୍ଧ ମୃତ ଦେହ । ମୃତକ ଜଣକ ଜଣେ ୨୫ ବର୍ଷିୟ ମହିଳା ବୋଲି ଜଣାପଡିଛି । ଗୋଶାଳା ହେଲିପ୍ୟାଡ ନିକଟରେ ଥିବା ଏଖ ଅର୍ଦ୍ଧ ନିର୍ମିତ ଘରୁ ଖୋର୍ଦ୍ଧା ପୋଲିସ ମୃତଦେହକୁ ଉଦ୍ଧାରକ ରିଛି । ମୃତ ମହିଳାଙ୍କ ପ୍ରାୟ ଦେହର ୮୦ରୁ ୯୦ ପ୍ରତିଶତ…

ରାମମନ୍ଦିରରେ ପଂହଚିଲା କରୋନା: କନିଷ୍ଠ ପୁରୋହିତ, ୧୬ ପୋଲିସ କର୍ମୀ ସଂକ୍ରମିତ

ଅଯୋଧ୍ୟା: ରାମମନ୍ଦିର ଭୂମି ପୂଜନ ପୂର୍ବରୁ ଏକ ଦୁଃଖଦ ଖବର ହସ୍ତଗତ ହୋଇଛି । କନିଷ୍ଠ ପୁରୋହିତ ପ୍ରଦୀପ ଦାସଙ୍କ ସମେତ ନିୟୋଜିତ ୧୬ ପୋଲିସ କର୍ମୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ରାମମନ୍ଦିର ଭୂମି ପୂଜନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୫୦ରୁ ଅଧିକ ବିଶିଷ୍ଟ ବ୍ୟକ୍ତି…

ମା’କୁ ହତ୍ୟା କରି ଭିଡିଓ ରେକର୍ଡ କଲା ପୁଅ !

ମଧ୍ୟପ୍ରଦେଶ: ଜଣେ ବେକାର ଯୁବକର ଅମାନୁଷିକ କାଣ୍ଡ । ସାମାନ୍ୟ ଇର୍ଷାର ବଶବର୍ତ୍ତୀ ହୋଇ ନିଜ ଜନ୍ମକଲା ମାଆକୁ ଅତି ନିର୍ମମ ଭାବେ ହତ୍ୟା କଲା । ତେବେ ତା କ୍ରୋଧର ଜ୍ୱାଳା ଏତିକିରେ ଶାନ୍ତ ପଡିନଥିଲା । ମାଆକୁ ହତ୍ୟା କରିବା ସମୟର ଦୃଶ୍ୟକୁ ସେ ମୋବାଇଲରେ କଏଦ ବି କରିଥିଲା । ଭୋପାଳର…

ଦେଶରେ ଆରୋଗ୍ୟ ବଢୁଛି, ମୃତ୍ୟୁହାର କମୁଛି

ନୂଆଦିଲ୍ଲୀ: ଭାରତରେ କରୋନା ସୁସ୍ଥ ହାର ବଢିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ପ୍ରେସମିଟ୍ କରି ସୂଚନା ଦିଆଯାଇଛି ଯେ, ଜାତୀୟ ସ୍ତରରେ ଏବେ କରୋନା ଆରୋଗ୍ୟ ହାର ୬୪.୪୪ ପ୍ରତିଶତକୁ ବୃଦ୍ଧି ପାଇଛି । ଏଥିସହ ଦେଶରେ ମୃତ୍ୟୁହାର ଲଗାତର ଭାବେ କମି କମି ଚାଲିଥିବା ସରକାର…