Latest Odisha News

BREAKING NEWS

କଟକରେ ୨ ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

କଟକ: କଟକରେ ଗୁରୁବାର ଦିନ ୯୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୨୦୪୩ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ। ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

ଡାକ୍ତରଙ୍କୁ ବିରୋଧ କରି କାହିଁକି ଜୀବନ ହାରିଲେ ନାବାଳିକା ?

ଗୁଜରାଟ: ପରିବାରରେ କାହାର ଯଦି ସ୍ୱାସ୍ଥ୍ୟଗତ ସମସ୍ୟା ଥାଏ, ତେବେ ଡାକ୍ତରଙ୍କ ଉପରେ ଆମେ ନିର୍ଭର କରୁ । ହେଲେ ଯଦି ଡାକ୍ତରଙ୍କ ପରାମର୍ଶକୁ ଏଡେଇ ଆମେ ଆତ୍ମହତ୍ୟା କରିବା । ତେବେ ଏହା କେତେଦୂର ଯୁକ୍ତିଯୁକ୍ତ ? ସୁରଟରେ ଡାକ୍ତରଙ୍କ ପରାମର୍ଶକୁ ବିରୋଧ କରି ଜଣେ ୧୬ବର୍ଷୀୟ ନାବାଳିକା…

ଭୁବନେଶ୍ୱରରେ ବାହାରିଲେ ଆଉ ୧୦୫ ପଜିଟିଭ, ସୁସ୍ଥ ହେଲେ ୧୨୩

ଭୁବନେଶ୍ୱର: ଦିନକୁ ଦିନ ସଂକ୍ରମିତ ହୋଇ ଚାଲିଛି ରାଜଧାନୀ ଭୁବନେଶ୍ୱର । ଆଜି ପୁଣି ଭୁବନେଶ୍ୱରରୁ ଆଉ ୧୦୫ ପଜିଟିଭ ବାହାରିଛନ୍ତି । କ୍ୱାରେଂଟାଇନ୍‌ରୁ ୫୯ ଏବଂ ୪୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି…

ଅସିଲା ଅପସରାଙ୍କ ‘ଥ୍ରୀଲର’ର ଟ୍ରେଲର, ଦେଖନ୍ତୁ ଭିଡିଓ

ମୁୁମ୍ବାଇ: ରିଲିଜ ହେଲା ବହୁ ପ୍ରତିକ୍ଷିତ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର । ରାମ ଗୋପାଲ ବର୍ମାଙ୍କ ନିର୍ଦ୍ଦେଶନାରେ ତିଆରି ଏହି ଫିଲ୍ମର ଲିଡ୍ ରୋଲ୍‌ରେ ଓଡ଼ିଆ ଝିଅ ଅପସରା ରାଣୀ ଅଛନ୍ତି । ତାଙ୍କ ଅପଜିଟିରେ ଅଛନ୍ତି ଓଡ଼ିଆ ପୁଅ ରକ୍ କାଚି । ଟ୍ରେଲରରେ ଅଙ୍କିତା ମହାରଣା ଓରଫ ଅପସରା ରାଣୀଙ୍କ…

ବାପା ବନିଲେ ବିସ୍ଫୋରକ କ୍ରିକେଟର୍ ହାର୍ଦ୍ଦିକ ପାଣ୍ଡ୍ୟା !

ଗୁଜରାଟ: ବାପା ହେଲେ ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ କ୍ରିକେଟର୍ ହାର୍ଦ୍ଦିକ ପାଣ୍ଡ୍ୟା । ସର୍ବିଆନ୍ ଅଭିନେତ୍ରୀ ନତାଶାଙ୍କ ଔରସରୁ ଜନ୍ମ ନେଇଛି ଏକ ଶିଶୁପୁତ୍ର । ଖୋଦ ହାର୍ଦ୍ଦିକ ପାଣ୍ଡ୍ୟା ଇନ୍‌ଷ୍ଟାଗ୍ରାମରେ ନବଜନ୍ମିତ ଶିଶୁପୁତ୍ରର ଫଟୋ ଶେୟାର କରିଛନ୍ତି । …

ମୁହଁ ଖୋଲିଲେ ପିଣ୍ଟୁ ନନ୍ଦ, କହିଲେ ସେ ଝିଅକୁ ମୁଁ ଜାଣିନି

ଭୁବନେଶ୍ୱର: ପିଣ୍ଟୁଙ୍କ ନାଁରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଜଣେ ମହିଳା ଦୁର୍ବବ୍ୟହାର ଅଭିଯୋଗ ଆଣିଛନ୍ତି । ଏହାପରେ ମୁହଁ ଖୋଲିଛନ୍ତି ଅଭିନେତା ପିଣ୍ଟୁ ନନ୍ଦ । ସେ କହିଛନ୍ତି, ସଂପୃକ୍ତ ମହିଳା ଏହି ଅଭିଯୋଗ କାହିଁକି ଆଣିଲେ ସେ ଜାଣିନାହାନ୍ତି ।  ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା, ସେ…

କାହିଁକି ଫରହାନଙ୍କ ପାଇଁ ବିଦା ହେଲେ ଭିକି କୌଶଲ ?

ମୁମ୍ବାଇ: ଚଳଚଂଚଳ ବଲିଉଡ । ସାମ୍ନାକୁ ଆସୁଛି ନୂଆନୂଆ ଖବର । ଅଟକିପଡିଥିବା ପ୍ରୋଜେକ୍ଟ ବି ଏବେ ଆରମ୍ଭ ହେଲାଣି । ହେଲେ ଏକ ଅପକମିଂ ପ୍ରୋଜେକ୍ଟରେ ଭିକି କୌଶଲ ବାଦ ପଡିଥିଲାବେଳେ ତାଙ୍କୁ ରିପ୍ଲେସି କରିଛନ୍ତି ଫରହାନ୍ ଅଖତର । ଭାରତୀୟ ବୌଜ୍ଞାନିକ ରାକେଶ ଶର୍ମାଙ୍କୁ ନେଇ ନିର୍ମିତ ହେବ…

ସୋସିଆଲ ମିଡିଆରେ ଫଟୋ ଭାଇରାଲ: ଏତଲା ଦେଲେ ପ୍ରକୃତି ମିଶ୍ର

ଭୁବନେଶ୍ୱର: ଥାନାକୁ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । ସୋସିଆଲ ମିଡିଆରେ ଫଟୋ ଭାଇରାଲ ପ୍ରସଙ୍ଗରେ ସେ ମଂଚେଶ୍ୱର ଥାନାରେ ଏତଲା ଦେଇଛନ୍ତି । ତାଙ୍କ ନାମରେ ଅତିରଂଜିତ କରି ଉଦ୍ଦେଶ୍ୟମୂଳକ ଭାବରେ ଖବର ତିଆରି କରିବା ପ୍ରସଙ୍ଗରେ ସଂପୃକ୍ତ ୱେବ୍ ପୋର୍ଟାଲ ବିରୋଧରେ ଏତଲା କରିଛନ୍ତି । ନିଜ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧.୩୧ କୋଟି ଟଙ୍କା ଦାନ କଲେ ଖୋର୍ଦ୍ଧା ଜିଲ୍ଲାବାସୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାବାସୀଙ୍କ ତରଫରୁ ୨ୟ ପର୍ଯ୍ୟାୟରେ କୋଭିଡ଼୍-୧୯ ଲଢ଼େଇରେ ଆର୍ଥିକ ସହଯୋଗ ରାଶି ଭାବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ କୋଟି ୩୧ ଲକ୍ଷ ୮୨ ହଜାର ୪୪୫ ଟଙ୍କା ପ୍ରଦାନ କରାଯାଇଛି । ଖୋର୍ଦ୍ଧାର ଜିଲ୍ଲାପାଳ ସିତାଂଶୁ ରାଉତ, ଅତିରିକ୍ତ ଜିଲ୍ଲାପାଳ…

ପ୍ଲାଜମା ଦେଲେ ପୋଲିସ କର୍ମୀ

କଟକ: ରାଜ୍ୟରେ ଗୁରୁତର କୋଭିଡ୍ ରୋଗୀଙ୍କ ଚିକିତ୍ସାରେ ସଫଳ ହେଉଛି ପ୍ଲାଜମା ଥେରାପି । ଆଜି ଆଉ ଦୁଇ ଜଣ ପୋଲିସ କର୍ମୀ ସେମାନଙ୍କ ପ୍ଲାଜମା ଦେଇଛନ୍ତି । କଟକ ଏସସିବି ବଡ ମେଡିକାଲରେ ପ୍ଲାଜମା ଦେଇଥିବା ଦୁଇ ଜଣ ପୋଲିସ କର୍ମୀ ହେଲେ ରବିନ୍ଦ୍ରନାଥ ମହାରଣା ଏବଂ ସୁଦର୍ଶନ ସେଠୀ । ଉଭୟ ପୋଲିସ…