Latest Odisha News

BREAKING NEWS

କରୋନା ଋଣରେ କିଣାଗଲା ଦାମୀ ଗାଡି, ଗିରଫ କମ୍ପାନୀ ମାଲିକ !

ଭୁବନେଶ୍ୱର: କରୋନାରେ ଭାଙ୍ଗିପଡିଛି ଅର୍ଥନୈତିକ ସ୍ଥିତି । ସରକାର ଦେଇଥିଲେ ରିଲିଫ ଫଣ୍ଡ । ହେଲେ ନିଜ କର୍ମଚାରୀଙ୍କୁ ସହାୟତା ଦେବା ବଦଳରେ ଏକ ଦାମୀ ଗାଡି କିଣି ଗିରଫ ହୋଇଛନ୍ତି ଜଣେ କମ୍ପାନୀ ମାଲିକ । ଏଭଳି ଏକ ଘଟଣା ସାରା ବିଶ୍ୱରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । କରୋନା…

ଆସିଲା ଅନ୍‌ଲକ୍‌-୩ର ଗାଇଡଲାଇନ୍‌, ଜାଣନ୍ତୁ କ’ଣ ରହିବ ଖୋଲା କ’ଣ ବନ୍ଦ

ନୂଆଦିଲ୍ଲୀ: ସାରା ଦେଶରେ କାୟା ମେଲାଇଛି କରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସବୁ ପ୍ରୟାସ ପରେ ବି ଥମୁନି ସଂକ୍ରମଣ । ୪ଟି ପର୍ଯ୍ୟାୟରେ ଲକଡାଉନ୍ ସରିବା ପରେ ଦେଶରେ ଅନ୍‌ଲକ୍ ଲାଗୁ ହୋଇଛି । ଆସନ୍ତା ଜୁଲାଇ ୩୧ରୁ ଅନ୍‌ଲକ୍‌-୨ ସରୁଥିବା ବେଳେ ଅନ୍‌ଲକ-୩ ପାଇଁ…

ଫ୍ୟୁଚର ଗ୍ରୁପକୁ କିଣିବ ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ କମ୍ପାନୀ: ରିପୋର୍ଟ

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ କିଶୋର ବିୟାନୀଙ୍କ ଫ୍ୟୁଚର ଗ୍ରୁପକୁ କିଣିବା ପାଇଁ ଯୋଜନା କରୁଛି । ରିପୋର୍ଟ ମୁତାବକ ମୁକେଶ ଅମ୍ବାନୀଙ୍କ କମ୍ପାନୀ ଦେଶର ଏହି ଲୋକପ୍ରିୟ ରିଟେଲ ଚେନକୁ ୨୪ରୁ ୨୭୦୦୦ କୋଟି ଟଙ୍କାରେ କ୍ରୟ କରିବେ । କମ୍ପାନୀର ଦୁଇ ବରିଷ୍ଠ ଅଧିକାରୀ ନେଇ ଏ ନେଇ…

ଲୋକଙ୍କ ଜୀବନ ରକ୍ଷା ଆମର ପ୍ରଥମ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବଢ଼ିଚାଲିଛି କରୋନା ସଂକ୍ରମଣ । ଏହାର ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନେଇଛନ୍ତି । ଆମର ପ୍ରାଥମିକତା ହେଉଛି ଲୋକଙ୍କ ଜୀବନ ବଂଚାଇବା । ଲୋକଙ୍କ ଜୀବନ ରକ୍ଷାରେ ସମ୍ବଲ କେବେବି ବାଧକ ହେବ ନାହିଁ । କେହି ବି ଚିକିତ୍ସା ସୁବିଧାରୁ ବଂଚିତ ହେବେ ନାହିଁ । ଆଜି କୋଭିଡ୧୯…

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା: ପୂର୍ବତନ ପ୍ରେମିକା ଲେଖିଲେ ସତ୍ୟର ବିଜୟ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ବାପା ପାଟାନାରେ ରିୟା ଚକ୍ରବର୍ତିଙ୍କ ବିରୋଧରେ ମାମଲା ରୁଜୁ କରିବା ପରେ ବିଭିନ୍ନ ମହଲରେ ଏହାକୁ ସ୍ୱାଗତ କରାଯାଇଛି । ପୂର୍ବତନ ପ୍ରେମିକା ଅଙ୍କିତା ଲୋଖଣ୍ଡେ ମଧ୍ୟ ସୋସିଆଲ ସାଇଟରେ ସତ୍ୟର ବିଜୟ ବୋଲି ଲେଖିଛନ୍ତି । ସୁଶାନ୍ତ ଆତ୍ମହତ୍ୟା ମାମଲାରେ…

ଭୁବନେଶ୍ୱରରୁ ୧୩୭ ନୂଆ ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ଛୁଇଁଲା ୨୫୦୨

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ ବିପଦ ବଢ଼ିବାରେ ଲାଗିଛି । ପ୍ରତିଦି ଶହେରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଆଜି ପୁଣି ଭୁବନେଶ୍ୱରରୁ ୧୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୩୯ଜଣ…

ଶିକ୍ଷା ବ୍ୟବସ୍ଥାରୁ ହଟିବ ଏମ୍‌.ଫିଲ୍‌, ୩ରୁ ୪ ବର୍ଷିଆ ହେବ ଅଣ୍ଡର ଗ୍ରାଜୁଏଟ୍‌

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ଆଜି ନୂଆ ଶିକ୍ଷା ନୀତି ୨୦୨୦କୁ ମଂଜୁରୀ ଦେଇଛନ୍ତି । ଗତ ୩୪ ବର୍ଷରେ ପ୍ରଥମ ଥର ପାଇଁ ଦେଶର ଶିକ୍ଷା ନୀତିରେ ପରିବର୍ତ୍ତନ ଅଣାଯାଇଛି । ଆଧୁନିକ ସମୟ ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ଶିକ୍ଷାନୀତି ପ୍ରସ୍ତୁତ କରାଯାଇଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ…

ସ୍କୁଲ ଶିକ୍ଷା ସମସ୍ୟା ଓ ସମାଧାନ

ଗଣମାଧ୍ୟମରେ ଏବେ ସ୍କୁଲ ଶିକ୍ଷାର ବିକଳ ଚିତ୍ର ସାମ୍ନାକୁ ଆସୁଛି । ଅନଲାଇନ ଶିକ୍ଷା ନାଁରେ ଗଣଶିକ୍ଷା ବିଭାଗ ଚଳେଇଥିବା ପ୍ରହସନରେ ୭୦ ପ୍ରତିଶତରୁ ଅଧିକ ପିଲା ସାମିଲ ହୋଇ ପାରୁ ନାହାନ୍ତି । ଏହା ହିଁ ବାସ୍ତବ ଚିତ୍ର । ଏହାକୁ ହୁଏତ ଗଣଶିକ୍ଷା ବିଭାଗ ମାନିପାରେ କିମ୍ବା ନିଜେ କରୁଥିବା…

ବଦଳିବ ଦେଶର ଶିକ୍ଷା ଢ଼ାଞ୍ଚା, ୨ ପ୍ରକାରର ହେବ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ: ୩୪ ବର୍ଷ ପରେ ବଦଳିଲା ଦେଶର ଶିକ୍ଷା ନୀତି । ନୂଆ ଶିକ୍ଷାନୀତିକୁ କ୍ୟାବିନେଟ ମଂଜୁରୀ ମିଳିଛି । ୧୦ଟି ଉଚ୍ଚଶିକ୍ଷା ବିଭାଗ ଓ ବିଦ୍ୟାଳୟ ର ୧୭ଟି ଶିକ୍ଷାନୀତି ପରିବର୍ତନ କରାଯାଇଛି । ଶିକ୍ଷାକ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ବହୁଳ ବ୍ୟବହାର କରାଯିବ । ଏନେଇ କେନ୍ଦ୍ର ସରକାରଙ୍କ…

ଅନୁଗୁଳ ଛେଣ୍ଡିପଦାରେ ମହିଳାଙ୍କୁ କଟୁରୀରେ ହାଣି ହତ୍ୟା କଲେ ଯୁବକ

ଅନୁଗୁଳ: ଛେଣ୍ଡିପଦା ଥାନା ବାଗଡିଆ ସଜରାସାହିରେ ଯୁବକଙ୍କ ଉନ୍ମତକାଣ୍ଡ । ଆଜିଦିନ ଦ୍ୱିପ୍ରହରରେ ପଡୋଶୀ ଘରର ଜଣେ ମହିଳାଙ୍କୁ ଯୁବକ ଜଣଙ୍କ କଟୁରୀରେ ହାଣି ହତ୍ୟା କରିଛନ୍ତି । ଯାହା ସ୍ଥାନୀୟ ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପୋଲିସର ସୂଚନା ଅନୁଯାୟୀ, ମଧ୍ୟାହ୍ନ ବେଳେ ସଜରାସାହିର…