ଆରପାରିରେ ବିଶିଷ୍ଟ ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର
ଭୁବନେଶ୍ୱର: ଓଡ଼ିଆ ସିନେ ଜଗତକୁ ଆଉ ଏକ ଶକ୍ତ ଧକ୍କା। ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ଶାନ୍ତନୁ ମହାପାତ୍ରଙ୍କ ପରଲୋକ ଘଟିଛି।
ଗତ କିଛି ଦିନ ହେବ ସେ ନିମୋନିଆରେ ପୀଡିତ ହୋଇ ଏକ ଘରୋଇ ମେଡିକାଲରେ…