୫୦୦ ଉଇକେଟ କ୍ଲବରେ ଷ୍ଟୁଆର୍ଟ ବ୍ରଡ
ମାଂଚେଷ୍ଟର: ଇଂଲଣ୍ଡର ଷ୍ଟୁଆର୍ଟ ବ୍ରଡ ୫୦୦ ଉଇକେଟ ହାସଲକାରୀ ବୋଲରଙ୍କ ଏଲିଟ ଗ୍ରୁପରେ ସାମିଲ ହୋଇଛନ୍ତି । ୱେଷ୍ଟଇଣ୍ଡିଜ ବିପକ୍ଷ ୩ୟ ଟେଷ୍ଟରେ ବିଶ୍ୱର ୭ମ ବୋଲର ଭାବେ ଏହି ସଫଳତା ହାସଲ କରିଛନ୍ତି । ୩୪ ବର୍ଷୀୟ ଏହି ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନଙ୍କ ପରେ ଦ୍ୱିତୀୟ ଇଂଲଣ୍ଡ ଖେଳାଳି ଭାବେ…