ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ…
ଭୁବନେଶ୍ୱର : ଆଜିଠୁ ଯୁକ୍ତ ୨ ପରୀକ୍ଷା। ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀମାନଙ୍କ ମାତୃଭାଷା ପରୀକ୍ଷା ରହିଛି। ଆସନ୍ତାକାଲିଠୁ ଧନ୍ଦାମୂଳକ ଓ ୨୦ ତାରିଖରୁ କଳା ଓ ବାଣିଜ୍ୟ ବିଭାଗ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)…