Latest Odisha News

BREAKING NEWS

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ଗାଙ୍ଗୁଲି, ରାଜନୈତିକ ମହଲରେ ଚର୍ଚ୍ଚା

କୋଲକାତା:ରବିବାର ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି । ତେବେ ଏହି ଖବର ଗଣମାଧ୍ୟମରେ ପ୍ରସାରିତ ହେବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଆଗକୁ ପଶ୍ଚିମବଙ୍ଗ ନିର୍ବାଚନ ଥିବାରୁ ଦାଦା କଣ ରାଜନୀତିରେ ପାଦ ଦେବେ ? ଏହା ଏକ…

ପାଠକ ହିଁ ଲେଖକର ସର୍ବଶ୍ରେଷ୍ଠ ବିଚାରକ : ଦ୍ବିତୀ ଚନ୍ଦ୍ର ସାହୁ

ଓଡ଼ିଶା ସାହିତ୍ୟରେ ତରୁଣ ପିଢ଼ିର ଜଣେ ଅଗ୍ରଣୀ ଲେଖକ ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଦ୍ବିତୀ ଚନ୍ଦ୍ର ସାହୁ । ସ୍ତମ୍ଭ , ଗଳ୍ପ , କବିତା , ଉପନ୍ୟାସ , ଫିଚର, ଶିଶୁ ସାହିତ୍ୟ , ନାଟକ , ଗୀତ ଓ ଗବେଷଣାତ୍ମକ ନିବନ୍ଧ ରଚନା ଭଳି ଓଡ଼ିଆ ସାହିତ୍ୟର ବିବିଧ…

କ୍ରିକେଟର ୩ ଫର୍ମାଟର ଦଶନ୍ଧିର ଶ୍ରେଷ୍ଠ ଟିମ୍ ଚୟନ କଲା ଆଇସିସି: ଦିନିକିଆ, ଟି୨୦ରେ ଧୋନୀ ଟେଷ୍ଟରେ କୋହଲି ଅଧିନାୟକ

ଦୁବାଇ: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ ରବିବାର ୩ ଫର୍ମାଟର ଦଶନ୍ଧିର ଶ୍ରେଷ୍ଠ ଟିମ୍ ଚୟନ କରିଛି । ମହେନ୍ଦ୍ର ସିଂ ଧୋନୀଙ୍କୁ ଦିନିକିଆ ଏବଂ ଟି୨୦ ଅଧିନାୟକ ଭାବେ ମନୋନୀତ କରାଯାଇଥିବା ବେଳେ ବିରାଟ କୋହଲିଙ୍କୁ ଟେଷ୍ଟ ଦାୟିତ୍ୱ ମିଳିଛି । ଦଶନ୍ଧିର ଶ୍ରେଷ୍ଠ ଟେଷ୍ଟ ଟିମ୍‌: ଆଲିଷ୍ଟର…

ଭାରତରେ ଅନୁପ୍ରବେଶ ପାଇଁ ପିଓକେରେ ଅଛନ୍ତି ୨୫୦ ଆତଙ୍କବାଦୀ:ସେନା

ଲେହ: ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନ ଅଧିକୃତ କାଶ୍ମୀରରେ ୨୫୦ ଆତଙ୍କବାଦୀ ପ୍ରସ୍ତୁତ ରହିଛନ୍ତି ବୋଲି ଭାରତୀୟ ସେନା ପକ୍ଷରୁ କୁହାଯାଇଛି । ପାକିସ୍ତାନ ସରକାର ଏବେ ଖରାପ ଅର୍ଥବ୍ୟବସ୍ଥା, କରୋନା ମହାମାରୀ ଓ ବିପକ୍ଷଙ୍କୁ ଠିକ୍ ଭାବେ ମୁକାବିଲା କରିପାରୁ ନ ଥିବାରୁ ଏଥିରେ ଧ୍ୟାନ…

ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ପାଇଁ କତାର୍‌ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଜୟଶଙ୍କର

ନୂଆଦିଲ୍ଲୀ: ଡିସେମ୍ବର ୨୭ ରୁ ୨୮ ତାରିଖ ପର୍ଯ୍ୟନ୍ତ ଦୁଇ ଦିନିଆ କତାର ଗସ୍ତରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କତାର୍‌ରେ ପହଞ୍ଚିଛନ୍ତି। ସେଠାରେ ସେ କତାରର ଉପମୁଖ୍ୟମନ୍ତ୍ରୀ ତଥା ବୈଦେଶିକ ମନ୍ତ୍ରୀ ଶେଖ ମହମ୍ମଦ ବିନ୍ ଅବଦୁଲ୍ଲାହମାନ ବିନ୍ ଜସିମ ଅଲ-ଥାନି ଏବଂ ଅନ୍ୟାନ୍ୟ…

ନୀନା ଗୁପ୍ତା କାହିଁକି ଅନୁଭବ କଲେ ଯେ ତାଙ୍କ ଝିଅ ମରିଯାଇଛି?

ନୂଆଦିଲ୍ଲୀ: ଅଭିନେତ୍ରୀ ନୀନା ଗୁପ୍ତା ଏବଂ ତାଙ୍କ ଝିଅ ମାସାବା ଗୁପ୍ତା ସୋସିଆଲ ମିଡିଆରେ ବହୁତ ସକ୍ରିୟ ରୁହନ୍ତି। ତେବେ ମାସାବା ତାଙ୍କ ଇନଷ୍ଟା କାହାଣୀରେ କିଛି ଏଭଳି କଥା ଲେଖିଛନ୍ତି ଯାହା ଦେଖିଲେ ଯାହା ଆପଣ ପ୍ରଥମେ ଆଶ୍ଚର୍ଯ୍ୟ ହୋଇଯିବେ। ମାସାବାଙ୍କ ଦ୍ୱାରା ହୋଇଥିବା ପୋଷ୍ଟଟି…

କିଏ ପାଇଛି ଅଧିକ ପାଉଣା, ବିରାଟ ନା ବୁମ୍‌ରାହ ?

ଭୁବନେଶ୍ୱର: ବିଶ୍ୱର ଅନ୍ୟତମ ଦୃତ ବୋଲର୍ ଜଶପ୍ରୀତ୍ ବୁମ୍‌ରାହ । ଅନ୍ୟପଟେ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ବିରାଟ୍ କୋହଲି । ଦୁହେଁ ନିଜନିଜ ସ୍ଥାନରେ ଶ୍ରେଷ୍ଠ । ହେଲେ ମ୍ୟାଚ୍ ଫି ମାମଲାରେ ବିରାଟଙ୍କୁ ପଛରେ ପକାଇଛନ୍ତି ବୁମ୍‌ରାହ । ଚଳିତବର୍ଷ ଭାରତୀୟ କ୍ରିକେଟର୍ ଭାବେ ବୁମ୍‌ରାହ…

ସ୍ୱତନ୍ତ୍ର ପରାମର୍ଶ ନେଇ ହସ୍ପିଟାଲ ଛାଡିଲେ ରଜନୀକାନ୍ତ

ହାଇଦ୍ରାବାଦ: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଉଚ୍ଚ ରକ୍ତଚାପ ତଥା ରକ୍ତଚାପରେ ଅନିୟମିତତା ସମସ୍ୟା ପାଇଁ ତାଙ୍କୁ ଶୁକ୍ରବାର ହାଇଦ୍ରାବାଦର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଜା ସ୍ଥିତିରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାବେଳେ ହସ୍ପିଟାଲରୁ…

ଝାଡଖଣ୍ଡରୁ ଧରାପଡିଲା ଦାଉଦ୍ ଇବ୍ରାହିମର ସହଯୋଗୀ

ଝାଡଖଣ୍ଡ: ଗୁଜରାଟ ଆଣ୍ଟି ଟେରରିଜିମ୍ ସ୍କ୍ୱାର୍ଡ (ଏ.ଟି.ଏସ୍‌) ହାତରେ ଧରାପଡିଛି ଦାଉଦ୍ ଇବ୍ରାହିମର ନିକଟତର ସହଯୋଗୀ ଅବ୍ଦୁଲ୍ ମାଜିଦ କୁଟ୍ଟି । ଝାଡଖଣ୍ଡରେ ଏହି ଅପରାଧୀ ଗିରଫ ହୋଇଥିଲାବେଳେ ବିଗତ ୨୪ ବର୍ଷ ଧରି ଫେରାର ଥିଲା । ଅନୁମାନ କରାଯାଉଛି ଦାଉଦକୁ ନେଇ ଅବ୍ଦୁଲ ନିକଟରେ ବେଶ କଛି…

କଙ୍ଗନାଙ୍କ ଭିତରେ ଦୁଇଟି ବ୍ୟକ୍ତିତ୍ୱ ରହିଛି; ଅନୁରାଗ ବାସୁ

ନୂଆଦିଲ୍ଲୀ: ବଲିଉଡ୍‌ କ୍ବିନ୍‌ କଙ୍ଗନା ରାନାୱତ ୧୪ ବର୍ଷ ପୂର୍ବେ ଗ୍ୟାଙ୍ଗଷ୍ଟର ଚଳଚ୍ଚିତ୍ର ମାଧ୍ୟମରେ ବଲିଉଡରେ ପାଦ ଥାପିଥିଲେ। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଥିଲେ ଅନୁରାଗ ବାସୁ। ଏଥିରେ କଙ୍ଗନାଙ୍କ ଚରିତ୍ର ବେଶ୍‌ ଦମ୍‌ଦାର୍‌ ଥିଲା। ତାଙ୍କର ଅଭିନୟ ଏତେ ଜୀବନ୍ତ ଥିଲା ଯେ ସମସ୍ତେ…