Latest Odisha News

BREAKING NEWS

କରୋନା ଟିକାର ଦ୍ବିତୀୟ ଡୋଜ ନେଇ ସ୍ବାସ୍ଥ୍ୟବିଭାଗର କ୍ଲର୍କ ମୃତ୍ୟୁ

ବାରୱାନି: ବାରୱାନି ଜିଲ୍ଲାରେ କରୋନା ଟିକାର ଦ୍ବିତୀୟ ଡୋଜ ନେବା ପରେ ୬୦ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ରଜନୀ ସେନ୍। ଯିଏକି ମଧ୍ୟପ୍ରଦେଶ ସ୍ୱାସ୍ଥ୍ୟ ବିଭାଗରେ ଜଣେ କିରାଣୀ ଭାବେ କାର୍ଯ୍ୟରତ ଥିଲେ। ଜିଲ୍ଲାପାଳ ଶିବରାଜ ସିଂ ବର୍ମା ତାଙ୍କ ମୃତ୍ୟୁର ପ୍ରକୃତ…

ପୁଣି ବଢ଼ିଲା ସଂକ୍ରମଣ: ଦେଶରେ ଦିନକରେ ୧୬ ହଜାର ପଜିଟିଭ୍, ୧୩୮ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କାୟା ବିସ୍ତାର କରିଛି କରୋନା । ୧୫ ହଜାର ପାର କରିଛି ଦୈନିକ ସଂକ୍ରମଣ । ପୁଣି ଥରେ ଶହେ ପାର କରିଛି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୬ହଜାର ୭୩୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧୦ଲକ୍ଷ ୪୬ହଜାର…

ମାର୍ଚ୍ଚ ୧ରୁ +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଅନ୍‌ଲାଇନ୍‌ ପଢ଼ାପଠା

ଭୁବନେଶ୍ୱର: ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଅନ୍‌ଲାଇନ୍‌ରେ ପାଠପଢ଼ା ଆରମ୍ଭ ହେବ । ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ସବୁ ବିଶ୍ୱବିଦ୍ୟାଳୟ କୁଳପତି, ସରକାରୀ ଓ ଘରୋଇ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି । କୋଭିଡ୍…

ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟ ବାହାର ଯାତ୍ରୀଙ୍କ ସ୍କ୍ରିନିଂ, କୋଭିଡ୍ ଲକ୍ଷଣ ଥିଲେ ଟେଷ୍ଟିଂ

ଭୁବନେଶ୍ୱର: ଗତ ସପ୍ତାହେ ଭିତରେ ଦେଶର ବିଭିନ୍ନ ରାଜ୍ୟରେ ବଢିଛି କରୋନା କାୟା । ଓଡ଼ିଶାର ପଡ଼ୋଶୀ ରାଜ୍ୟରେ ବି ସଂକ୍ରମଣ ବଢିଛି । କରୋନାର ଦ୍ୱିତୀୟ ଷ୍ଟ୍ରେନକୁ ଦୃଷ୍ଟିରେ ରଖି ରଖି ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଦୁଇ ଯବାନ ସହିଦ, ଜଣେ ଗୁରୁତର

ନାରାୟଣପୁର(ଛତିଶଗଡ): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ୨ଟି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଏଥିରେ ୨ଜଣ ଯବାନ ସହିଦ ହୋଇଛନ୍ତି । ଗୁରୁତର ଅଛନ୍ତି ଜଣେ ଯବାନ । ମାଓ ବିରୋଧୀ ଅପରେସନ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ଏହି ଘଟଣା…

ଶନି ମନ୍ଦିରରୁ ତାଲା ଭାଙ୍ଗି ରୁପା ମୁକୁଟ ଓ ସୁନା ଅଳଙ୍କାର ଲୁଟ୍

ବାଲେଶ୍ୱର: ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା । ନେଇଗଲେ ଠାକୁରଙ୍କ ରୁପା ମୁକୁଟ ଓ ସୁନା ଅଳଙ୍କାର । ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଖଡ଼ିପଦା ଗାଁରେ ଥିବା ଶନି ମନ୍ଦିରର ତାଲା ଭାଙ୍ଗି ଲୁଟ୍ ହୋଇଛି । ମନ୍ଦିର ଭିତରୁ ଠାକୁରଙ୍କ କେଜିଏରୁ ଅଧିକ ରୁପା ମୁକୁଟ ସହ ସୁନା ଅଳଙ୍କାର ଧରି…

ହେଲମେଟ୍ ପାଇଁ ବସଉଠ ହେଲେ ଯୁବକ

ଅନୁଗୁଳ: ହେଲମେଟ ନାହିଁ ବୋଲି ବସଉଠ ହେବାକୁ ପଡିଲା ଯୁବକଙ୍କୁ।ଆଉ ଯାହାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସୂଚନା ଅନୁଯାୟୀ, ଅନୁଗୁଳ ସହରର ହେମସୁରପଡା ଠାରେ ଆଜି ମଧ୍ୟାହ୍ନରେ ପୁଲିସ ପକ୍ଷରୁ ହେଲମେଟ ଚେକିଂ ଚାଲିଥିଲା । ସେହି ସମୟରେ ମୋଟର ସାଇକେଲରେ ଆସୁଥିବା ଜଣେ ଯୁବକ…

ଆଜି ମୋଦିଙ୍କ ପଡୁଚେରୀ ଓ ତାମିଲନାଡୁ ଗସ୍ତ; ଲୋକାର୍ପିତ କରିବେ ବିଭିନ୍ନ ପ୍ରକଳ୍ପ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ତାମିଲନାଡୁ ଓ ପୁଡୁଚେରୀ ଗସ୍ତରେ ଯିବା ନେଇ ସୂଚନା ରହିଛି । ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ଅନେକ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ବୋଲି ଜଣାପଡିଛି। ପୁଡୁଚେରୀ ବିଜେପି ସଭାପତିଙ୍କ କହିବାନୁସାରେ, ସକାଳ ୧୦ଟା…

ଧାନ କିଣାରେ ଅନିୟମିତତା ଅଭିଯୋଗ; କୃଷି ସମବାୟ ସମିତି କାର୍ଯ୍ୟାଳୟ ଘେରିଲେ ଚାଷୀ

ଯାଜପୁର: ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ଗୋବର୍ଦ୍ଧନପୁର ପ୍ରାଥମିକ କୃଷି ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଆଜି ସମବାୟ ସମିତି କାର୍ଯ୍ୟାଳୟ ଘେରାଉ କରିଛନ୍ତି ସ୍ଥାନୀୟ ଚାଷୀ। ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଅଭିଯୋଗ…

ବଢୁଛି ତାତି; ରାଜଧାନୀରେ ୩୮ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର: ରାଜ୍ୟରେ ଉପରମୁଁହା ପାରଦ। ଧୀରେ ଧୀରେ ବଢ଼ିବାରେ ଲାଗିଛି ତାପମାତ୍ରା। ପାଣିପାଗ ବିଭାଗର ସୂଚନାନୁସାରେ ରାଜଧାନୀ ଭୁବନେଶ୍ବରରେ ଦିନତମାମ ଟାଣ ଖରା ଅନୁଭୂତ ହେଉଥିବା ବେଳେ ତାପମାତ୍ରା ୩୮ ଡିଗ୍ରୀ ଛୁଇଁଛି । ଅନ୍ୟପଟେ ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ ୩୫ଡିଗ୍ରୀ ଡେଇଁଛି…