Latest Odisha News

BREAKING NEWS

ଲଦାଖ ନିକଟରେ ପାକିସ୍ତାନ ନିୟୋଜିତ କଲା ଜେଏଫ-୧୭ ଲଢ଼ୁଆ ବିମାନ

ନୂଆଦିଲ୍ଲୀ: ଚୀନ-ଭାରତ ସୀମା ବିବାଦର ଫାଇଦା ଉଠାଇ ପାକିସ୍ତାନ ଲଦାଖ ନିକଟରେ ନିଜର ଲଢ଼ୁଆ ବିମାନ ଜେଏଫ-୧୭ ନିୟୋଜିତ କରିଛି । ଭାରତ ବିପକ୍ଷରେ ଯୁଦ୍ଧ ପରିସ୍ଥିତି ମୁକାବିଲା ପାଇଁ ପାକିସ୍ତାନ ଏହି ପଦକ୍ଷେପ ଗ୍ରହଣ କରିଛି ବୋଲି ସେଠାକାର ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଏହା ବ୍ୟତୀତ…

କେରଳ ଓ କର୍ଣ୍ଣାଟକରେ ଲୁଚି ରହିଛନ୍ତି ଆଇଏସ୍‌ଆଇଏସ୍ ଆତଙ୍କବାଦୀ !

ନୂଆଦିଲ୍ଲୀ: ସାରାଦେଶ ଏବେ କରୋନାକୁ ନେଇ ଚିନ୍ତାରେ ଅଛି । ଏହି ସମୟରେ ଆଉ ଏକ ବିଚଳିତ କରିଦେଲା ଭଳି ଖବର ଆସିଛି । କେରଳ ଓ କର୍ଣ୍ଣାଟକର ବିଭିନ୍ନ ସ୍ଥାନରେ ବହୁ ସଂଖ୍ୟାରେ ଆଇଏସ୍‌ଆଇଏସ୍ ଆତଙ୍କବାଦୀ ଲୁଚି ରହିଥିବା ନେଇ ମିଳିତ ଜାତିସଂଘ ଭାରତକୁ ସତର୍କ କରାଇଛି । ଇକୋନୋମିକ ଟାଇମସର…

ସେନା ବିରୋଧରେ ବିଷ ଓଗାଳିଲେ ଜେଏନୟୁ ଛାତ୍ର

ନୂଆଦିଲ୍ଲୀ: ସେନା ଏବଂ ଦେଶ ବିରୋଧୀ ମନ୍ତବ୍ୟ ଦେଇ ଫସିଛନ୍ତି ଜେଏନୟୁ ବିଶ୍ୱବିଦ୍ୟାଳୟ ଛାତ୍ର ସାଜିଦ ବିନ୍ ସଇଦ । ସେ ଟୁଇଟ କରି ସେନା ଏବଂ ଆରଏସଏସ ଯୋଗୁ କଶ୍ମୀରରେ ନରସଂହାର ବଢ଼ୁଛି ବୋଲି କହିଛନ୍ତି । କାଶ୍ମୀରବାସୀଙ୍କୁ ପୂର୍ଣ୍ଣ ସ୍ୱାଧୀନତା ଦିଆଯିବା ଦରକାର ଏବଂ ଏହି ମାମଲାରେ…

ପ୍ଲାଜମା ଦାନ କଲେ ଆଉ ୨ ପୋଲିସ କର୍ମଚାରୀ

ଭୁବନେଶ୍ୱର: କରୋନା ଚିକିତ୍ସା ପାଇଁ ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପୀ । ଗୁରୁତର ରୋଗୀଙ୍କ କ୍ଷେତ୍ରରେ ସଫଳତା ମିଳୁଛି । ଏପଟେ ପ୍ଲଜମା ଦାନ ଭଳି ମହତ ଅଭିଯାନରେ ମିଳୁଛି ଯୋଗଦାନ । ଆଜି ଆଉ ଦୁଇ ଜଣ ପୋଲିସ କର୍ମଚାରୀ ପ୍ଲାଜମା ଦାନ କରିଛନ୍ତି । କୋରାପୁଟ ଓଏସଏପି ତୃତୀୟ…

ବସ୍ତି ଅପେକ୍ଷା ଭୁବନେଶ୍ୱରରେ ଅଣବସ୍ତିରେ କରୋନା ସଂକ୍ରମଣ ଅଧିକ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗରମ ନିଗମ ଅଞ୍ଚଳରେ ୧ ହଜାର ୮୨୮ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି । ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ଅଧିକ ସଂକ୍ରମିତ ରହିଛନ୍ତି । ଏହି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱର ବସ୍ତି ଅଞ୍ଚଳରୁ ଚିହ୍ନଟ…

ରାଉରକେଲା ସରକାରୀ ଡାକ୍ତରଖାନାରେ ଆରମ୍ଭ ହେଲା ଟେଲିମେଡିସିନ ସେବା

ରାଉରକେଲା : ଷ୍ଟିଲ ସିଟି ରାଉରକେଲାରେ ଆରମ୍ଭ ହୋଇଛି ଟେଲିମେଡିସିନ ସେବା । କରୋନା ସଂକ୍ରମଣ ଭୟରେ ପ୍ରଶାସନ ପକ୍ଷରୁ ସହରରେ କଟକଣା ଜାରି ହେଉଛି । ଏହି ସମୟରେ ରୋଗୀମାନେ ହସ୍ପିଟାଲକୁ ଆସିବା ପାଇଁ ଅସୁବିଧା ହେଉଛି । ତେବେ ସେମାନେ ସହଜରେ ଓ ସୁବିଧାରେ କିପରି ସ୍ୱାସ୍ଥ୍ୟସେବା ପାଇପାରିବେ…

ଭୁବନେଶ୍ୱରରେ ଦିନକୁ ୧୪ ଶହ କୋଭିଡ୍ ଟେଷ୍ଟ, ଅତିରିକ୍ତ ୧୫ଶହ ବେଡ୍ ବୃଦ୍ଧି

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କୋଭିଡ୍ ଟେଷ୍ଟିଂ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ଭୁବନେଶ୍ୱରରେ ଦିନକୁ ୧୪ ଶହ ନମୁନା ପରୀକ୍ଷା କରାଯିବ । ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଦାୟିତ୍ୱରେ ଥିବା କରୋନା ପର‌୍ୟ୍ୟବେକ୍ଷକ ଅନୁ ଗର୍ଗ ।…

କାହିଁକି ବକ୍ସିଂ ରିଙ୍ଗକୁ ଫେରିବେ ମାଇକ୍ ଟାଇସନ୍ ?

ଭୁବନେଶ୍ୱର: ପୁଣିଥରେ ବକ୍ସି ରିଙ୍ଗକୁ ଫେରିବେ ବିଶ୍ୱ ହେଭିୱେଟ୍ ଚାମ୍ପିଅନ୍ ମାଇକ୍ ଟାଇସନ୍ । ୧୫ ବର୍ଷ ପରେ ଦେଖିବାକୁ ମିଳିବ ବିଶ୍ୱ ବିଜେତାଙ୍କ ଦମ୍‌ଦାର୍ ବକ୍ସିଂ ସ୍କିଲ୍ସ । ତେବେ କାହିଁକି ୫୪ ବର୍ଷ ବୟସରେ ମାଇକ୍ ଟାଇସନ ବକ୍ସିଂ ରିଙ୍ଗକୁ ଫେରିବାକୁ ନିଷ୍ପତି ନେଲେ ? …

କରୋନା ଯୋଦ୍ଧାଙ୍କ କରୁଣ କାହାଣୀ: ମୃତ୍ୟୁ ପରେ ପାଖ ମାଡିଲେନି ସମ୍ପର୍କୀୟ, ମୃତଦେହ ଉଠାଇଲେ ସାମ୍ବାଦିକ

ଗଂଜାମ: କରୋନା ମହାମାରୀ ସମୟରେ କରୋନା ଯୋଦ୍ଧାମାନେ ନିଜ ଜୀବନକୁ ବାଜି ଲଗାଇ କର୍ମ କ୍ଷେତ୍ରରେ କାମ କରୁଛନ୍ତି । କିନ୍ତୁ ସେହିମାନେ ଯଦି କରୋନାରେ ମୃତ୍ୟୁ ବରଣ କରନ୍ତି ତେବେ ତାଙ୍କ ପାଇଁ ନା ଆଗେଇ ଆସୁଛନ୍ତି ସମ୍ପର୍କୀୟ ନା ସହକର୍ମୀ । ଏପରି ଏକ ଘଟଣା ଘଟିଛି ଗଂଜାମ କୋଦଳା ଅଂଚଳରେ ।…

ଭୁବନେଶ୍ୱରରୁ ୧୧୧ କରୋନା ସଂକ୍ରମିତ ଚିହ୍ନଟ, ୪୯ ଲୋକାଲ୍ କେସ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୧୧ ଜଣ ନୂଆ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ ୬୨ ଜଣ କ୍ୱାରେଣ୍ଟାଇନରୁ ଓ ଲୋକାଲ୍ କେସ ସଂଖ୍ୟା ୪୯ । Update on newly detected & cured #COVID19 cases in the last 24 hrs…