ଜନ୍ମଦିନରେ ମନେ ପଡନ୍ତି ଅଟଳ…
ଭୁବନେଶ୍ୱର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ । ତାଙ୍କ ଅଭୁଲା ସ୍ମୃତିକୁ ଆଜି ମନେ ପକାଉଛି ସାରା ଦେଶ । ଜଣେ ଜନନେତା, ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ଅଧିକାରୀ ଭାବେ ଅଟଳ ବିହାରୀ ବାଜପେୟୀ ସୁପରିଚିତ ।
ଅଟଳ ବିହାରୀ ବାଜପେୟୀ ୧୯୨୪ ମସିହା ଡିସେମ୍ବର…