Latest Odisha News

BREAKING NEWS

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ କରୋନା

ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଶିବରାଜ ସିଂହ ଚୌହ୍ୱାନ । ଦେଶରେ ପ୍ରଥମ ଥର କୌଣସି ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି ।ଟ୍ୱିଟ୍ କରି…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ କଙ୍ଗନାଙ୍କୁ ମୁମ୍ୱାଇ ପୋଲିସର ନୋଟିସ୍

ମୁମ୍ୱାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଅଭିନେତ୍ରୀ କଙ୍ଗନା ରଣାଓ୍ୱତଙ୍କ ବୟାନ ରେକର୍ଡ କରିବ ମୁମ୍ବାଇ ପୋଲିସ । ତାଙ୍କୁ ନୋଟିସ ପଠାଯାଇଛି । କଙ୍ଗନାଙ୍କ ମୁମ୍ୱାଇ ସ୍ଥିତ ବାସଭବନକୁ ନୋଟିସ୍ ପଠାଇଛି ବାନ୍ଦ୍ରା ପୋଲିସ । ଏନେଇ ସୂଚାନ ଦେଇଛନ୍ତି କଙ୍ଗନାଙ୍କ ଓକିଲ ଇସକରଣ…

ସେନା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଶ୍ରୀନଗର ଅନ୍ତର୍ଗତ ରନବିରଗଡ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଧିକାରିକ ସୂଚନାନୁଯାୟୀ, ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା।…

ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗତ ୨୪ ଘଣ୍ଟା ଭିତରେ ଆଉ ୧୦ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଯାଇଛି । ବାଲେଶ୍ୱର ଓ ଝାରସୁଗୁଡ଼ା ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ବାଲେଶ୍ୱରରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…

ଭବାନୀପାଟଣାରେ ୧୦ ପୋଲିସ କର୍ମୀଙ୍କୁ କରୋନା

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ଭବାନୀପାଟନରୁ ଆଉ ଦଶ ଜଣ ପୋଲିସ କର୍ମଚାରୀ କରୋନାଭାଇରସ୍ ପଜିଟିଭ୍ ବାହାରିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ, ପୋଲିସ୍ କର୍ମଚାରୀଙ୍କ ସ୍ବାବ୍ ନମୁନା ପୂର୍ବରୁ ପରୀକ୍ଷା ପାଇଁ ପଠାଯାଇଥିଲା। ପରବର୍ତ୍ତୀ ସମୟରେ ୧୦ ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ…

ଓଡିଶାର ୨୪ ଜିଲ୍ଲାରୁ ନୂଆ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୨୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୦୧୩ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଗୁଗୁଲ୍ ଆଣ୍ଡ୍ରଏଡ୍ ପ୍ଲେ-ଷ୍ଟୋର୍ ଓ ଆଇଓଏସ୍‌ରେ ଆସିଲା ଜିଓମାର୍ଟ ଆପ୍ପ୍‌

-ଗୁଗୁଲ୍ ପ୍ଲେ-ଷ୍ଟୋର୍‌ରେ ଦଶ ଲକ୍ଷରୁ ଅଧିକ ଡାଉନ୍‌ଲୋଡ୍ ହୋଇଛି ଜିଓମାର୍ଟ ଆପ୍ପ୍‌ -ଆପ୍ପ ଆନି ତଥ୍ୟ ଅନୁଯାୟୀ ସପିଙ୍ଗ ବର୍ଗରେ ଆପଲ୍ ଆପ୍ ଷ୍ଟୋର୍‌ରେ ଦ୍ୱିତୀୟ ସ୍ଥାନରେ ଏବଂ ଗୁଗୁଲ୍ ପ୍ଲେ-ଷ୍ଟୋର୍‌ରେ ତୃତୀୟ ସ୍ଥାନ ଅଧିକାର କରିଛି ଜିଓମାର୍ଟ ଆପ୍ପ -ଓଡିଶାର ଭୁବନେଶ୍ୱର, କଟକ,…

ବିପିୟୁଟି ଶେଷ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପାଇଁ ଜରୁରୀ ସୂଚନା

ଭୁବନେଶ୍ୱର: ବିପିୟୁଟି ଫାଇନାଲ୍ ସେମିଷ୍ଟର ଅନଲାଇନ ପରୀକ୍ଷାରେ ଫେଲ ହେଲେ ଛାତ୍ରଛାତ୍ରୀଙ୍କୁ ମିଳିବ ଦ୍ୱିତୀୟ ଥର ପରୀକ୍ଷା ଅନୁମତି । ଅଫଲାଇରେ ପୁଣି ଥରେ ସେହି ବିଷୟର ପରୀକ୍ଷା ଦେଇ ପାରିବେ । ଏନେଇ ବିପିୟୁଟି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି । ୨୦୧୯-୨୦୨୦ ଶିକ୍ଷାବର୍ଷରେ ଏକଜିଟ୍…

ଭାରତରେ ୧୩ ଲକ୍ଷ ଟପିଲା କରୋନା ସଂକ୍ରମଣ; ୨୪ ଘଣ୍ଟାରେ ୪୮ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ, ୭୫୭ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧୩,୩୬,୮୬୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

୩୦ ସେକେଣ୍ଡରେ ଜଣା ପଡ଼ିବ କୋଭିଡ୍ ଟେଷ୍ଟ ରିପୋର୍ଟ !

ନୂଆଦିଲ୍ଲୀ: କରୋନା ଟେଷ୍ଟ କଲେ ୩୦ ସେକେଣ୍ଡରେ ମିଳିଯିବ ଟେଷ୍ଟ ରିପୋର୍ଟ । ଏଭଳି ରାପିଡ୍ ଟେଷ୍ଟିଂ କିଟ୍ ବିକଶିତ କରିବା ଦିଗରେ କାମ କରୁଛନ୍ତି ଭାରତ ଓ ଇସ୍ରାଏଲ । ଡିଆରଡିଓ ସହ ମିଳିତ ଭାବରେ କାମ ଚଳାଇଛନ୍ତି ଇସ୍ରାଏଲ ବିଶେଷଜ୍ଞ ଟିମ୍ । ଖୁବ ଶୀଘ୍ର ଏକ ଉଚ୍ଚ କ୍ଷମତା ସମ୍ପନ୍ନ…