Latest Odisha News

BREAKING NEWS

ଦୁନିଆ ତୁଳନାରେ ଆମ ଦେଶର ପିଲା ହୋଇଯାଉଛନ୍ତି ଗେଡ଼ା, ସାମ୍ନାକୁ ଆସିଲା କାରଣ; ରିପୋର୍ଟରେ ବଡ଼ ଖୁିଲାସା

ନୂଆଦିଲ୍ଲୀ: ଦୁନିଆରେ ଅନେକ ଦେଶରେ ଲୋକଙ୍କ ଉଚ୍ଚତା ବଢ଼ୁଛି। ଅର୍ଥନୀତି ମଜବୁତ ହେଲେ ଓ ସ୍ୱାସ୍ଥ୍ୟ ସୁବିଧା ଭଲ ହେଲେ ମଣିଷର ହାବଭାବ ବଢ଼ିବା ସ୍ୱାଭାବିକ। ଚୀନ, ଜାପାନ ଓ ଦକ୍ଷିଣ କୋରିଆରେ ଏହା ଦେଖାଯାଇଛି। କିନ୍ତୁ ଭାରତରେ ଏହାର ଓଲଟା ପ୍ରତିଫଳନ ହେଉଛି। ଏଠାରେ ଅଧିକାଂଶ ଲୋକଙ୍କ ଉଚ୍ଚତା…

ପୁଅର ବାହାଘର ପୂର୍ବରୁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ବାପାର ଜୀବନ

ଗଞ୍ଜାମ: ରାତି ପାହିଲେ ପୁଅର ବାହାଘର ହେବାକୁ ଥିବା ବେଳେ ପୂର୍ବଦିନ ବାପା ଚାଲିଗଲେ । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ବାପାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାହାଡ଼ା ଗ୍ରାମରେ ଏପରି ଘଟଣା ଘଟିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୬୦ ବର୍ଷୀୟ ମଙ୍ଗୁଳୁ ଗୌଡ…

ବାହୁଦା ନଦୀରେ ବୁଡିଗଲେ ୨ ନାବାଳକ ଛାତ୍ର

ଗଞ୍ଜାମ:କେ. ନୂଆଗାଁ ଅନ୍ତର୍ଗତ ନୂଆପଡା ବାହୁଦା ନଦୀ ପୁରୁଣା ବ୍ରିଜ ପାଣିରେ ବୁଡି ଦୁଇ ନାବାଳକ ଛାତ୍ରଙ୍କ ମୃତ୍ୟୁ । ମୃତକ ହେଲେ ବମକେଇର ବିଶ୍ୱାସ ପ୍ରଧାନ ଓ ଚାନ୍ଦପୁରର ଶାଶ୍ୱତ ପାତ୍ର । ସେମାନେ ସପ୍ତମ ଓ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବାର ସୂଚନା ରହିଛି । ସୂଚନାମୁତାବକ, ଉଭୟ…

ଅପରେସନ୍‌ ଗୋ ରକ୍ଷକ: ଗୋ ମାଫିଆଙ୍କ ଆକାଉଣ୍ଟ ଓ ଲକର ହେଲା ଫ୍ରିଜ

କେନ୍ଦୁଝର: କେନ୍ଦୁଝର ପୋଲିସ ପକ୍ଷରୁ ଗିରଫ ଗୋ ମାଫିଆଙ୍କ ବ୍ୟାଙ୍କ ଆକାଉଣ୍ଟ ଓ ଲକର ଯାଞ୍ଚ ଓ ଫ୍ରିଜ କରାଯାଉଛି । ଗୁରୁବାର ପ୍ରଥମେ ଦିନର ପ୍ରାପ୍ତ ସୂଚନା ଅନୁସାରେ କେନ୍ଦୁଝରର ଟାଉନ, ତେଲକୋଇ ଓ ଘଟଗାଁ ଥାନା ଅଞ୍ଚଳର ବିଭିନ୍ନ ବ୍ୟାଙ୍କରେ ଗୋ ମାଫିଆଙ୍କ ସମୁଦାୟ ୧୫ ଟି ବ୍ୟାଙ୍କ…

Airport issues advisory: ଭୁବନେଶ୍ୱର ବିମାନବନ୍ଦରରେ ଯାତ୍ରୀଙ୍କ ପାଇଁ ଆଡଭାଇଜରୀ ଜାରି; ଆଗୁଆ ପହଞ୍ଚିବା ସହ…

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । ସାଧାରଣତନ୍ତ୍ର ଦିବସକୁ ଦୃଷ୍ଟିରେ ରଖି ବିମାନ ଯାତ୍ରା ପାଇଁ ଆଡଭାଇଜରୀ ଦିଆଯାଇଛି । ଆଗୁଆ ପହଞ୍ଚିବା ସହ ଚେକ୍‌-ଇନ୍‌ରେ ସମୟ ଦେବାକୁ ଯାତ୍ରୀଙ୍କୁ ଅନୁରୋଧ କରାଯାଇଛି । ଏଥିସହ ବିମାନବନ୍ଦର…

Sabyasachi and Archita:ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଆସିଲା ଖୁସି ଖବର

ଭୁବନେଶ୍ବର:ଓଲିଉଡର ଷ୍ଟାର ଦମ୍ପତି ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ଘରକୁ ଆସିଛି ନୂଆ ଅତିଥି। ବୁଧବାର ଏହି ଷ୍ଟାର୍ ଦମ୍ପତି ଏକ ପୁତ୍ର ସନ୍ତାନର ବାପା-ମାଆ ହୋଇଛନ୍ତି। ସୋସିଆଲ ମିଡିଆରେ ସୂଚନା ଦେଇ ଖୁସି ଜାହିର କରିଛନ୍ତି ସବ୍ୟସାଚୀ । ଏଥିସହ କାଳିଆ ଆସିଲା ବୋଲି…

India Brazil Relations: ବ୍ରାଜିଲ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ଖୁବ୍‌ଶୀଘ୍ର ଭାରତ…

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ବ୍ରାଜିଲ ରାଷ୍ଟ୍ରପତି ଲୁଲା ଡି ସିଲଭାଙ୍କ(Brazilian President Luiz Inacio Lula da Silva) ସହ ଫୋନ୍ ମାଧ୍ୟମରେ କଥା ହୋଇଛନ୍ତି । ଆଲୋଚନାର ମୁଖ୍ୟ କେନ୍ଦ୍ରବିନ୍ଦୁ ଥିଲା ଭାରତ-ବ୍ରାଜିଲ ରଣନୈତିକ ସହଭାଗୀତା। ସେ ଏହି ଆଲୋଚନା…

ଆସ୍ଥା ହରାଇଲେ ଗୁଡ଼ାରି ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀ ଶବର, ଅନାସ୍ଥା ସପକ୍ଷରେ ୧୬ ସଦସ୍ୟ

ଗୁଣୁପୁର:ଆସ୍ଥା ହରାଇଲେ ଗୁଡ଼ାରି ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀ ଶବର । ରାୟଗଡା ଜିଲା ଗୁଡାରୀ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀ ଶବରଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରି ଅନାସ୍ଥା ପ୍ରସ୍ତାବ ପାଇଁ ଗୁଣୁପର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ବ୍ଲକର ସମିତି ସଭ୍ୟ, ସରପଞ୍ଚମାନେ ଆବେଦନ କରିଥିଲେ।…

ସନ୍ତୋଷ ଟ୍ରଫି ଫୁଟବଲ: ସଂଘର୍ଷପୂର୍ଣ୍ଣ ମୁକାବିଲାରେ ମେଘାଳୟଠାରୁ ହାରିଲା ଓଡିଶା

ଗୌହାଟୀ: ସ୍ଥାନୀୟ ସିଲାପଥର ଷ୍ଟାଡିୟମରେ ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଂଟର ଫାଇନାଲ ରାଉଣ୍ଡ ମୁକାବିଲା ଆୟୋଜିତ ହେଉଛି । ଓଡିଶା ତାର ପ୍ରଥମ ମ୍ୟାଚରେ ମେଘାଳୟ ନିକଟରୁ ୦-୧ ଗୋଲରେ ପରାସ୍ତ ହୋଇଛି । ଗ୍ରୁପ ବିର ଏହି ସଂଘର୍ଷପୂର୍ଣ୍ଣ ମୁକାବିଲାରେ ମେଘାଳୟ ପକ୍ଷରୁ ଏକମାତ୍ର ଗୋଲଟି ବେବୀ…

ଟ୍ରମ୍ପଙ୍କ ‘ଶାନ୍ତି ବୋର୍ଡ’; କାହିଁକି ଦୂରେଇଲା ଭାରତ…

ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ଚାଲିଥିବା ଆଲୋଚନା ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ "ଶାନ୍ତି ବୋର୍ଡ" ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ଗାଜାରେ ସ୍ଥାୟୀ ଶାନ୍ତି ଆଣିବା ସହ ବିଶ୍ୱବ୍ୟାପୀ ଅନ୍ୟାନ୍ୟ ବିବାଦର ସମାଧାନ କରିବାରେ ସାହାଯ୍ୟ…