ସାଲେପୁରରେ ଭୟାବହ ଅଗ୍ନିକାଣ୍ଡ; ଜଳିପୋଡି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ସାଲେପୁର: କକଟ ଜିଲ୍ଲାସାଲେପୁର ବ୍ଲକ ରାମେଶ୍ୱର ପଞ୍ଚାୟତ ମକୁନ୍ଦପୁର ଗ୍ରାମରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ଜଳିଗଲା ଯାଇଛି ବଖରା ଘର। ଜଳି ପୋଡି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି।
ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ମକୁନ୍ଦପୁର ଗ୍ରାମର ପ୍ରତାପ…