ଫେବୃଆରୀ ଯାଏଁ ହେବନି ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା
ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀ ମଧ୍ୟରେ ସିବିଏସଇ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ହେବନି ବୋଲି କହିଛନ୍ତି ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ।
ଆଜି ସାରା ଦେଶରେ ଶିକ୍ଷକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହ ସେ ସିଧାସଳଖ ଆଲୋଚନା କରିଛନ୍ତି। ଏହି ସମୟରେ ଶିକ୍ଷା ମନ୍ତ୍ରୀ…