କରୋନା ଟିକା ଅଗ୍ରଗତି ସମ୍ପର୍କରେ ନବୀନ-ପୁନାୱାଲା ଆଲୋଚନା
ଭୁବନେଶ୍ୱର: ପୁଣେର ସେରମ ଇନ୍ଷ୍ଟିଚ୍ୟୁଟ ସିଇଓ ଆଦାର ପୁନାୱାଲାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂରେ କୋଭିଡ ଟିକା ଅଗ୍ରଗତି ବିଷୟରେ ଦୁହେଁ ଆଲୋଚନା କରିଛନ୍ତି । ଅକ୍ସଫୋର୍ଡ ୟୁନିଭରସିଟି ସହ ମିଳିତ ସହଭାଗିତାରେ କୋଭିଡ ଟିକା ବିକାଶିତ କରୁଛି ସେରମ…