Latest Odisha News

BREAKING NEWS

ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କ ଦେହାନ୍ତ

ଗଜପତି: ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ତେଣୁ ବ୍ରହ୍ମପୁର ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ସେ ପାରଳାଖେମୁଣ୍ଡି…

ବ୍ରହ୍ମପୁରରେ ପ୍ଲାଜମା ଥେରାପି ଆରମ୍ଭ

ବ୍ରହ୍ମପୁର: ଓଡ଼ିଶାରେ କାୟା ମେଲାଇ ଚାଲିଛି ମହାମାରୀ କରୋନା । ଏହାର ପ୍ରଭାବରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩ ଅଙ୍କ ଛୁଇଁଛି । କରୋନା ଦାଉରୁ ଗୁରୁତର ଆକ୍ରାନ୍ତଙ୍କୁ ରକ୍ଷା କରିବାକୁ ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପି। ପ୍ରଥମେ କଟକ ଏସସିବିରେ ଏହି ଚିକିତ୍ସା ପଦ୍ଧତି…

କମାଲ କଲା ଦିଲ୍ଲୀ: ୪୯ ଦିନ ପରେ ହଜାରେରୁ କମ୍ କରୋନା କେସ୍

ନୂଆଦିଲ୍ଲୀ: ଜୁନରେ ଦେଶର ରାଜଧାନୀରେ ଟେନସନ୍ ବଢାଇଥିଲା କରୋନା କେସ୍ । ଜୁଲାଇ ଶେଷ ଆଡକୁ ଟିକେ ଆଶ୍ୱସ୍ତି ଆସିଲା ଭଳି ଲାଗୁଛି । ଚଳିତ ସପ୍ତାହରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଦିଲ୍ଲାରେ ଲକ୍ଷେ ୨୩ ହଜାର ଲୋକ ଭୂତାଣୁ ସଂକ୍ରମିତ ହୋଇଥିବା ବେଳେ ଲକ୍ଷେ ଲୋକ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ,…

ଭଦ୍ରକରେ ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ଅନୁଗୁଳ: ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରେ ଚିହ୍ନଟ ୧୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ସଂଖ୍ୟା ୩୯୩ କୁ ବୃଦ୍ଧି ପାଇଛି। ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ଗୋଟିଏ ବି ଲୋକାଲ୍ କେସ୍ ଚିହ୍ନଟ ହୋଇନଥିବା ବେଳେ ଚିହ୍ନଟ ୧୨ ଜଣ ଅସ୍ଥାୟୀ ମେଡିକାଲ୍ କେନ୍ଦ୍ରର ବୋଲି ସୂଚନା ମିଳିଛି ।…

ଓଡ଼ିଶାର ୧୪ ଜିଲ୍ଲାରୁ ମୁଣ୍ଡ ନେଲାଣି କରୋନା

ଭୁବନେଶ୍ୱର: କରୋନା କାୟା ମାଡୁଛି । ମୁଣ୍ଡ ବି ନେଉଛି । ରାଜ୍ୟରେ ପ୍ରତିଦିନ ଆକ୍ରାନ୍ତଙ୍କ ଜୀବନ ଯାଉଛି । ବର୍ତ୍ତମାନ ସୁଦ୍ଧା ୧୦୩ ଜଣ ଭୂତାଣୁ ସଂକ୍ରମିତ ମୃତ୍ୟୁବରଣ କଲେଣି । ରାଜ୍ୟର ୧୪ ଜିଲ୍ଲାରୁ ମୁଣ୍ଡ ନେଇଛି ଭାଇରସ୍ । ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର, ସୁନ୍ଦରଗଡ଼, ଗଜପତି,…

ଓଡିଶା ସମ୍ବାଦ ଓ ଓଡିଶା ବାଇଟସ୍ ନିବେଦିତ କରୋନା କ୍ରିଏଟିଭିଟି : ଘୋଷଣା ହେଲା ଟପ୍ ୨୦ ତାଲିକା

ଭୁବନେଶ୍ୱର : ଅଗ୍ରଣୀ ଡିଜିଟାଲ ଗଣମାଧ୍ୟମ www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟି ପ୍ରତିଯୋଗିତାରେ ଟପ୍ ୨୦ ତାଲିକା ପ୍ରକାଶ ପାଇଛି । ଟପ୍ ୨୦ ରେ ସ୍ଥାନ ପାଇଥିବା ପ୍ରତିଯୋଗୀମାନେ ହେଲେ - ସଙ୍ଗୀତଗାନରେ ଭୁବନେଶ୍ୱରର ମୌମିତା ଦେ ରୟ, ଶାଶ୍ୱତୀ…

ରାଜ୍ୟରେ ସେଞ୍ଚୁରୀ ମାରିଲା କରୋନା ମୃତ୍ୟୁ ସଂଖ୍ୟା, ଆଜି ଆଉ ୬ ମୃତ

ଭୁବନେଶ୍ୱର: ରାଜ୍ୟରେ ଶହେ ପାର କରିଛି କରୋନା ମୃତ୍ୟୁ ସଂଖ୍ୟା । ଆଜି ଆଉ ୬ ପ୍ରାଣ ନେଇଛି ପ୍ରାଣଘାତୀ ଭାଇରସ୍ । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ମୃତକଙ୍କ ଭିତରେ ଅଛନ୍ତି କେନ୍ଦ୍ରାପଡ଼ା, କଟକ, ଗଜପତି. ଜଗତସିଂହପୁର, ରାୟଗଡ଼ା ଓ ଖୋର୍ଦ୍ଧା…

୨୦୨୦ ଟି-ଟ୍ୱେଣ୍ଟି ବିଶ୍ୱକପ୍ ପାଇଁ ଟିକେଟ କିଣିଥିଲେ କ’ଣ କରିବେ ?

ନୂଆଦିଲ୍ଲୀ: କରୋନା ଯୋଗୁ ୨୦୨୦ ଟି-ଟ୍ୱେଣ୍ଟି ବିଶ୍ୱକପ୍ ସ୍ଥଗିତ ରହିଲା । ଏଥିପାଇଁ ଯେଉଁମାନେ ଟିକେଟ କିଣିଥିଲେ ସେମାନେ କଣ କରିବେ ? ଏହି ପ୍ରଶ୍ନ ସମସ୍ତଙ୍କ ମନରେ ଉଠୁଥିବ । କିଛି ବ୍ୟସ୍ତ ହେବାର ନାହିଁ । ଏହାର ବାଟ ବାହାର କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ବା ଆଇସିସି । ୨୦୨୦…

ବଢୁଛି ଚିନ୍ତା: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୪୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଚିନ୍ତା । ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ…