ଆଉ ଭାରତର ଏସଜି କମ୍ପାନୀର ବ୍ୟାଟ ବ୍ୟବହାର କରିପାରିବେନି ବାଂଲାଦେଶ ଖେଳାଳି
ନୂଆଦିଲ୍ଲୀ: ଭାରତ ଓ ବାଂଲାଦେଶ ମଧ୍ୟରେ ଅଶାନ୍ତି ବୃଦ୍ଧି ପାଇବାରେ ଲାଗିଛି । ଏହାର ପ୍ରଭାବ କ୍ରୀଡା କ୍ଷେତ୍ରରେ ମଧ୍ୟ ଦେଖିବାକୁ ମିଳିଛି । ଆଇପିଏଲରୁ ମୁସ୍ତାଫିଜୁର ରହେମାନଙ୍କୁ ବାହାର କରାଯିବା ପରେ ବାଂଲାଦେଶ ଆଇପିଏଲ ପ୍ରସାରଣ ଉପରେ ରୋକ ଲଗାଇଛି । ଭାରତର ପ୍ରତିଷ୍ଠିତ ବ୍ୟାଟ…