ପାଣିପାଗ ବିଭାଗର ସତର୍କ ସୂଚନା: ଏହିସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ମଙ୍ଗଳବାର ଦିନ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନଥିବା ବେଳେ କିଛି କିଛି ସ୍ଥାନରେ ପାଗ ମେଘୁଆ…