Latest Odisha News

BREAKING NEWS

ଜୁଲାଇ ୨୯ରେ ଭାରତରେ ପହଞ୍ଚିବ ୫ଟି ରାଫେଲ୍ ଯୁଦ୍ଧ ବିମାନ

ନୂଆଦିଲ୍ଲୀ: ଚୀନ୍ ଓ ପାକିସ୍ତାନ ପାଇଁ ସତର୍କଘଣ୍ଟି । ନିୟନ୍ତ୍ରଣ ରେଖା ଡେଇଁଲେ ଏଥର ଭୋଗିବ । ଚଳିତ ମାସ ଭାରତରେ ପହଞ୍ଚିବ ରାଫେଲ ଯୁଦ୍ଧ ବିମାନ । ପ୍ରଥମ ପର୍ଯ୍ୟାୟରେ ୫ଟି ହରିୟାଣାର ଅମ୍ବାଲାରେ ପହଞ୍ଚିବ । ଅଗଷ୍ଟରେ ଭାରତୀୟ ବାୟୁସେନାରେ ସାମିଲ କରିବା ନେଇ ଲକ୍ଷ୍ୟ ରଖାଯାଇଛି ।…

ମଞ୍ଚେଷ୍ଟର ଟେଷ୍ଟରେ ଓ୍ୱେଷ୍ଟଇଣ୍ଡିଜକୁ ୧୧୩ରନରେ ହରାଇଲା ଇଂଲଣ୍ଡ

ମଞ୍ଚେଷ୍ଟର: ଓ୍ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡର ବାଜିମାତ । ଭ୍ରମଣକାରୀ ଟିମକୁ ୧୧୩ରନରେ ହରାଇଛି ଇଂଲିଶ ବାହିନୀ । ଏହାସହ ତିନି ଟିକିଆ ସିରିଜ ବର୍ତ୍ତମାନ ୧-୧ରେ ବରାବର ସ୍ଥିତିରେ ରହିଛି । ମଞ୍ଚେଷ୍ଟରରେ ପ୍ରଥମ ଇନିଂସରେ ଇଂଲଣ୍ଡ ୯ ଓ୍ୱିକେଟ ହରାଇ ୪୬୯ ରନରେ ପାଳି…

ବିଜୟ ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର: ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ବିଜୟ ମହାନ୍ତିଙ୍କ ବିୟୋଗରେ ସେ ଗଭୀର ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । କଳାର ଯାଦୁରେ ପିଢି ପରେ ପିଢି…

ଜନ୍ମଦିନରେ ବନ୍ଧୁ ବିଜୟଙ୍କୁ ହରାଇଲେ ନସିରୁଦ୍ଦିନ ଶାହ

ଭୁବନେଶ୍ୱର: ବିଦାୟ ବିଜୟ । ପରଲୋକରେ ଓଲିଉଡର ବର୍ଷୀୟାନ ଅଭିନେତା ବିଜୟ ମହାନ୍ତି । ସମସ୍ତେ ବିଜୟଙ୍କୁ ଝୁରୁଛନ୍ତି । ବଲିଉଡ ଅଭିନେତା ନସିରୁଦ୍ଦିନ ଶାହଙ୍କ ପାଇଁ ବିଜୟଙ୍କ ବିୟୋଗ ବଡ଼ କ୍ଷତି । କାରଣ ନିଜ ଜନ୍ମଦିନରେ ପ୍ରିୟ ବନ୍ଧୁ ବିଜୟଙ୍କୁ ହରାଇଛନ୍ତି । ଆଜି ନସିରୁଦ୍ଦିନ ଶାହଙ୍କ…

ଭାରତରେ ଭୋଡାଫୋନ୍ ଆଇଡିଆ ଇ-ସିମ୍ ଲଞ୍ଚ , ଏହି ତିନୋଟି ସର୍କଲରେ ମିଳିବ ଏହି ସୁବିଧା

ନୂଆଦିଲ୍ଲୀ:ଏୟାରଟେଲ ଏବଂ ରିଲାଏନ୍ସ ଜିଓ ପରେ ବର୍ତ୍ତମାନ ଭୋଡାଫୋନ୍ ଆଇଡିଆ ମଧ୍ୟ ଭାରତରେ ଇ-ସିମ୍ ଲଞ୍ଚ କରିଛି, ଯଦିଓ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ଏହି ଇ-ସିମ୍ ଏବେ ଉପଲବ୍ଧ ହେବେ । ଭୋଡାଫୋନ୍ ଆଇଡିଆର ଇ-ସିମ୍ ବର୍ତ୍ତମାନ କେବଳ ଦିଲ୍ଲୀ, ଗୁଜୁରାଟ ଏବଂ ମୁମ୍ବାଇ ସର୍କଲରେ ଉପଲବ୍ଧ |…

ବିଜୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର: ଅଫେରା ରାଇଜର ଅତିଥି ହୋଇଛନ୍ତି ବିଜୟ ମହାନ୍ତି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ…

ସର୍ବୋତ୍ତମ ବିକ୍ରି ବଜାଜ ପଲସର ୧୫୦ କିଣିବା ଏବେ ପଡିବ ମହଙ୍ଗା, କମ୍ପାନୀ କଲା ମୂଲ୍ୟ ବୃଦ୍ଧି

ନୂଆଦିଲ୍ଲୀ: ଅଗ୍ରଣୀ ଦୁଇ ଚକିଆ ନିର୍ମାତା ବଜାଜ ଅଟୋ ଏହାର ଦୁଇଚକିଆଗାଡି ମୂଲ୍ୟକୁ ଅପଡେଟ କରିଛି | କମ୍ପାନୀ ଏହାର ପଲସର ରେଞ୍ଜର ସର୍ବୋତ୍ତମ ବିକ୍ରୟ ମଡେଲ ପଲସର ୧୫୦ ର ମୂଲ୍ୟ ବୃଦ୍ଧି କରିଛି | ଏହି ବର୍ଷ କମ୍ପାନୀ ଏହାକୁ ନୂତନ ବିଏସ୬ ଇଞ୍ଜିନ୍ ସହିତ ଅପଡେଟ୍ କରି ବଜାରରେ ଏହି ବାଇକ୍…

କରୋନା ମୁକ୍ତ ହେଲା ନୂଆପଡ଼ା ଜିଲ୍ଲା

ଭୁବନେଶ୍ୱର: କରୋନା ମୁକ୍ତ ନୂଆପଡ଼ା ଜିଲ୍ଲା । ସମସ୍ତ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ଜିଲ୍ଲାରୁ ଚିକିତ୍ସାଧୀନ ଥିବା ସମସ୍ତ ୧୮ ଭୂତାଣୁ ସଂକ୍ରମିତ ସୁସ୍ଥ ହୋଇଥିଲେ । ଏହାସହ ରାଜ୍ୟର ଏକମାତ୍ର ଜିଲ୍ଲା ଭାବରେ ନୂଆପଡ଼ା କରୋନା ମୁକ୍ତ ହୋଇଛି । ବାକି ୨୯ ଜିଲ୍ଲାରେ ରହିଛି…

ପରଲୋକରେ ଓଲିଉଡର ଭେଟେରାନ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର: ପରଲୋକରେ ଓଲିଉଡର ପ୍ରଥମ ଆକ୍ସନ ହିରୋ ତଥା ବରିଷ୍ଠ ଅଭିନେତା ବିଜୟ ମହାନ୍ତି । ୭୦ ବର୍ଷ ବୟସରେ ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ଆଜି ସନ୍ଧ୍ୟାରେ ସେ ଗୁରୁତର ହୋଇପଡିଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…

ଭେଟେରାନ ଅଭିନେତା ବିଜୟ ମହାନ୍ତି ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଓଲିଉଡର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଜି ସନ୍ଧ୍ୟାରେ ଗୁରୁତର ହୋଇ ପଡିବାରୁ ତାଙ୍କୁ ପୁଣି ଥରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହାଇଦ୍ରାବାଦରେ ଥିବା ବେଳେ ସେ ଅସୁସ୍ଥ ହୋଇପଡିଥିବାରୁ ତାଙ୍କୁ ସେଠାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା ।…