ସମ୍ ହସ୍ପିଟାଲରେ କୋଭିଡ-୧୯ ଭ୍ୟାକ୍ସିନ୍ ପରୀକ୍ଷଣ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: କୋଭିଡ୍-୧୯ ଭ୍ୟାକ୍ସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ବିଧିବଦ୍ଧ ପ୍ରକ୍ରିୟା ଶିକ୍ଷା ଓ ଅନୁସନ୍ଧାନ (ଡିମଡ୍ ଟୁ ବି ୟୁନିଭର୍ସିିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସ୍ପିଟାଲ୍ରେ ସୋମବାର ଆରମ୍ଭ ହୋଇଛି ।
ଭାରତର ପ୍ରଥମ କୋଭିଡି-୧୯…