Latest Odisha News

BREAKING NEWS

୩୯ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ସର୍ବାଧିକ ୨୩୯ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୩୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ପ୍ରାପ୍ତ ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୩୯ ଜଣ…

ସୁଶାନ୍ତ ସିଂ କେସ୍ : ଓକିଲ ସୀମା ସମୃଦ୍ଧି ମୁମ୍ବାଇ ପୋଲିସ ଭୂମିକା ନେଇ ସନ୍ଦେହ ବ୍ୟକ୍ତ କଲେ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ କେସ୍ ନେଇ ମୁମ୍ବାଇ ପୋଲିସ କାହିଁକି ସିବିଆଇ ଯାଂଚ ପାଇଁ ନ କହିବା ବଡ ପ୍ରଶ୍ନବାଚୀ ସୃଷ୍ଟି କରିଛି । ମୁମ୍ବାଇ ପୋଲିସର ଭୂମିକା ନେଇ ନିର୍ଭୟ କେସର ଓକିଲ ସୀମା କୁଶୱାହ(ସମୃଦ୍ଧି) ସନ୍ଦେହ ବ୍ୟକ୍ତ କରିଛନ୍ତି । ୧୪ ଜୁନରୁ ମୁଁ ଏହା ଏକ ଆତ୍ମହତ୍ୟା କେସ୍…

ଚଳଚଂଚଳ ବଲିଉଡ; ଆଗକୁ ଆସୁଛି କ୍ୟାଟ୍ରିନା କୈଫ୍‌ଙ୍କ ଫୋନ୍ ଭୂତ୍ !

ମୁମ୍ବାଇ: ପୁଣି ଚଳଚଂଚଳ ଟିନ୍‌ସେଲ୍ ଟାଉନ୍ । ଆରମ୍ଭ ହେଲାଣି ବଡ ପରଦାର ସୁହାନା ସଫର । ଖୁବ ଶୀଘ୍ର ଦର୍ଶକଙ୍କ ସାମ୍ନାକୁ ଆସିବ କ୍ୟାଟ୍ରିନା କୈଫ୍‌ଙ୍କ ସୁପର୍ ନାଚୁରାଲ୍ ହରର୍ କମେଡି ଫିଲ୍ମ "ଫୋନ୍ ଭୂତ" । View this post on Instagram…

କୋଭିଡ୍ କେୟାର ସେଣ୍ଟରରେ ଡ୍ୟାନ୍ସ ଜଲଓ୍ୱା, ଦେଖନ୍ତୁ ଭିଡିଓ

ବେଙ୍ଗାଳୁରୁ: ବାଜୁଛି ମ୍ୟୁଜିକ୍ । ଜମୁଛି ଡ୍ୟାନ୍ସ ଜଲଓ୍ୱା । ଗୀତର ତାଳେ ତାଳେ ଜବରଦସ୍ତ ଡ୍ୟାନ୍ସ । କୌଣସି ଷ୍ଟେଜ ପରଫରମାନ୍ସ ପାଇଁ ରିହରସାଲ୍ ଭଳି ଲାଗୁଛି । କିନ୍ତୁ ସେମିତି କିଛି ନୁହେଁ । କୋଭିଡ୍ କେୟାର ସେଣ୍ଟରରେ ଡ୍ୟାନ୍ସ । ଏମିତି ଏକ ଭିଡିଓ ଏବେ ସାମନାକୁ ଆସିଛି କର୍ଣ୍ଣାଟକର…

ଗୁଣିଗାରେଡି ନେଲା ଦମ୍ପତ୍ତିଙ୍କ ଜୀବନ !

ଯାଜପୁର: କଳିଙ୍ଗନଗର ଥାନା ନିମପଲ୍ଲୀ ଗାଁ ସୁରୀସାହି ଆଦିବାସୀ ବସ୍ତିରେ ଘଟିଛି ଅଭାବନୀୟ କାଣ୍ଡ। ଗୁଣିଗାରେଡି ସନ୍ଦେହରେ ଘରେ ନିଆଁ ଲଗାଇ ଆଦିବାସୀ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ସନ୍ଦେହ। ଏବେ ବି ଲୋକଙ୍କ ମନରେ ଲୁଚି ରହିଛି ଅନ୍ଧବିଶ୍ୱାସ । ଏମିତି ଏକ ଅନ୍ଧ ବିଶ୍ୱାସର କାହାଣୀ ପୁଣି…

ଏକାଠି ଅଭିନୟ କରିବେ ପ୍ରଭାସ୍ ଓ ଦୀପିକା ପାଦୁକୋନ !

ହାଇଦ୍ରାବାଦ: ଖୁବଶୀଘ୍ର ଏକାଠି ରୂପେଲି ପରଦାରେ ନଜର ଆସିବେ ଦୀପିକା ପାଦୁକୋନ ଓ ବାହୁବଲି ଫେମ୍ ଆକ୍ଟର ପ୍ରଭାସ୍ । ବୈଜୟନ୍ତୀ ମୁଭିସ୍ ବ୍ୟାନର ତଳେ ନିର୍ମିତ ହେବାକୁ ଥିବା ଏକ ଐତିହାସିକ ଫିଲ୍ମରେ ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳିବ । ଏହି ବିଗ୍ ବଜେଟ୍ ମୁଭିର ନିର୍ଦ୍ଦେଶନା ଭାର…

ଯାଜପୁର ଜିଲ୍ଲାରେ ହଜାରେ ଟପିଲା କରୋନା ପଜିଟିଭ୍ କେସ୍

ଯାଜପୁର: ଜିଲ୍ଲାରେ ବଢୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଛି । ଆଜି ସୁଦ୍ଧା ଯାଜପୁର ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ୨୧କୁ ବୃଦ୍ଧି ପାଇଛି । ଯାଜପୁର ଜିଲ୍ଲାରେ…

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଯାଉଛି ଜୀବନ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬ ଜଣଙ୍କର ପ୍ରାଣ ନେଇଛି ପ୍ରାଣଘାତୀ ଭାଇରସ୍ । ଗଞ୍ଜାମ ଜିଲ୍ଲାରୁ ପାଞ୍ଚ ଓ ଗଜପତି ଜିଲ୍ଲାରେ ଆଉ ଜଣେ ଭୂତାଣୁ ସଂକ୍ରମିତଙ୍କ ଜୀବନ ଯାଇଛି । ମୃତକଙ୍କ ଭିତରେ ପାଞ୍ଚ ଜଣ ପୁରୁଷ ଓ ଜଣେ ମହିଳା ।…

ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୭୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଚିନ୍ତା । ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୬୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ଟ୍ରାକ୍ଟର ଚଳାଇ ଚାଷ କଲେ ସଲମାନ ଖାନ୍

ସଲମାନ ଖାନଙ୍କ ଚାଷୀ ଅନ୍ଦାଜ । ନିଜେ ଟ୍ରାକ୍ଟର ଚଳାଇ ବିଲରେ ଚାଳ କରିଛନ୍ତି । ପାଣି କାଦୁଅ ଭିତରେ ଜମିରେ ଟ୍ରାକ୍ଟର ଚଳାଇଛନ୍ତି ବଲିଉଡ ସୁପରଷ୍ଟାର । ଏହାର ଭିଡିଓ ସେ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି । ଲେଖିଛନ୍ତି ଫାର୍ମିଂ । ଅର୍ଥାତ ଚାଷ କରୁଛି । ଭିଡିଓରେ ସଲମାନ ଟ୍ରାକ୍ଟର…