Latest Odisha News

BREAKING NEWS

କରୋନା କ୍ରିଏଟିଭିଟି : ନୂତନ ମହାପାତ୍ରଙ୍କ ଗୀତ ଆବୃତ୍ତି

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

ଏଥର କଟକରେ ହେବନି ଗଣେଶ ପୂଜା

କଟକ: ବର୍ଷ ବର୍ଷ ଧରି ହେଉଥିବା ଗଣେଶ ପୂଜା ଉପରେ ପଡିଛି କରୋନା ମହାମାରୀର ପ୍ରଭାବ । ଏଥର ସିଲଭର ସିଟି କଟକରେ ହେବନି ଗଣେଷ ପୂଜା । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂଜା ନକରିବାକୁ ନିଷ୍ପତ୍ତି ନିଆଯାଇଛି । ସର୍ବସାଧାରଣ ସ୍ଥାନ ଏବଂ କୌଣସି ସଂସ୍ଥା କିମ୍ବା ପୂଜା କମିଟି…

କଟକରେ କମିଛି ସଂକ୍ରମିତଙ୍କ ସଂଖ୍ୟା

କଟକ: ଗତ ସପ୍ତାହକ ମଧ୍ୟରେ କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । କଟକରେ କରୋନା ସ୍ଥିତି ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସିଏମସି କମିଶନର ଅନନ୍ୟା ଦାଶ । ସେ କହିଛନ୍ତି ଯେ, ସହରରେ ଜୁଲାଇ ୩୧ ଯାଏ ଲକଡାଉନ୍ ଜାରି ରହିଥିବା ବେଳେ ଏହି ସମୟରେ କରୋନା…

କରୋନା ଯୋଦ୍ଧାଙ୍କ ସମେତ ଗଞ୍ଜାମରେ ସର୍ବାଧିକ ୨୪୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୪୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୩୦ ଜଣ କରୋନା ଯୋଦ୍ଧା ରହିଥିବା ବେଳେ ପ୍ରାୟ ୨୧୪ଟି ସ୍ଥାନୀୟ…

କରୋନା କ୍ରିଏଟିଭିଟି : ନୂତନ ମହାପାତ୍ରଙ୍କ ସଙ୍ଗୀତଗାନ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

ପ୍ଲାଜମା ଦାନ ପାଇଁ କୋଭିଡ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ଲାଜମା ଦାନ କରିବାକୁ ଯାଉଥିବା କରୋନା ଯୋଦ୍ଧାଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଟୁଇଟ କରି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଏନଡିଆରଏଫ, ହୋମଗାର୍ଡ , ଅଗ୍ନିଶମବାହିନୀ କର୍ମଚାରୀ ଯେଉଁମାନେ ପ୍ଲାଜମା ଦାନ କରିବାକୁ ନିଷ୍ପତି ନେଇଛନ୍ତି…

ଭୁବନେଶ୍ୱରରେ ୫୨ ନୂଆ ଆକ୍ରାନ୍ତ ଚିହ୍ନଟ, ୨୯ ସୁସ୍ଥ

ଭୁôବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ଅନ୍ୟ ୧୮ ଜଣ ସ୍ଥାନୀୟ ସଂକ୍ରମିତ । ତେବେ ଆଶ୍ୱସ୍ତିକର କଥା ହେଉଛି ଯେ, ଆଜି ଭୁବନେଶ୍ୱରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । Update on…

‘ନିରତାର୍’ରେ ଚାଲୁ ରହିବ ପାଠପଢା

କଟକ: କଟକର ଓଲଟପୁର ସ୍ଥିତ ସ୍ୱାମୀ ବିବେକାନନ୍ଦ ରାଷ୍ଟ୍ରୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଅନୁସନ୍ଧାନ ସଂସ୍ଥାନ୍ (ନିରତାର୍)ରେ ସମସ୍ତ ସ୍ନାତକୋତ୍ତର ପାଠ୍ୟକ୍ରମ ଚାଲୁ ରହିବ । ଏପରିକି ବର୍ତ୍ତମାନର ଅଧ୍ୟାପକ ମାନେ ପାଠ ପଢ଼ାଇବା  ସଙ୍ଗେସଙ୍ଗେ ଆବଶ୍ୟକ ସ୍ଥଳେ ଚୁକ୍ତି ଭିତ୍ତିକ ଅଧ୍ୟାପକଙ୍କୁ…

ଭୁବନେଶ୍ୱରରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେଲାନ୍ସ: ଆରଏମଆରସି

ଭୁବନେଶ୍ୱର: ରାଜ୍ୟ ସରକାର ଓ ଆଇଏମଆରସି ମିଳିତ ଭାବରେ ସେରୋ ସର୍ଭେଲାନ୍ସ କରୁଛି । ପ୍ରଥମ ପର୍ଯ୍ୟାୟରେ ୫ଟି ଜାଗାରେ ଏହା କରାଯାଉଛି । ପୁରୀରେ ଶେଷ ହୋଇଛି । ସରକାରଙ୍କୁ ରିପୋର୍ଟ ବି ଦିଆସରିଛି । ଭୁବନେଶ୍ୱରରେ ଏହା ଦ୍ୱିତୀୟ ପର୍ଯ୍ୟାୟରେ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ କମ୍ୟୁନିଟି…

ପାରାଦୀପ ଆଇଓସିଏଲ ଚାରିପଟେ ଲାଗୁହେଲା ୧୪୪ ଧାରା

ପାରାଦୀପ: ପାରାଦୀପ ଆଇଓସିଏଲ ଚାରିପଟେ ଲାଗୁ ହୋଇଛି ୧୪୪ ଧାରା ଲାଗୁ କରାଯାଇଛି। ଏହାସହ ବଗଦିଆ ପଞ୍ଚାୟତ ଓ ଅଭୟଚାନ୍ଦପୁର ରେ ମଧ୍ୟ ଜିଲ୍ଳା ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି। ମିଳିଥିବା ସୂଚନା ଅନ୍ୟସାରେ, ଆଇଓସିଏଲ ରେ କାମ କରୁଥିବା ଏଲ ଆଣ୍ଡ ଟି କମ୍ପାନୀ ର କର୍ମଚାରୀ…