ଏସଡିଜେଏମ କୋର୍ଟରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି
କଟକ: ପାରିବାରିକ ହିଂସା ମାମଲାରେ କଟକ ଏସଡିଜେଏମ କୋର୍ଟରେ ହାଜର ହୋଇଛନ୍ତି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ଦାୟର ମାମଲାରେ ଆଜି ସେ କୋର୍ଟରେ ହାଜର ହୋଇଛନ୍ତି। ଅନୁଭବଙ୍କ ପକ୍ଷରୁ ଓକିଲଙ୍କ ଜରିଆରେ କୋର୍ଟରେ ଜବାବ ଦାଖଲ କରାଯାଇଛି।…