Latest Odisha News

BREAKING NEWS

୭୫ ବର୍ଷର ସ୍ମରଣୀୟ ଯାତ୍ରା: ଏନ୍‍.ସି. କଲେଜ

ଯାଜପୁର ପରି ସଂସ୍କୃତି ଓ ଐତିହ୍ୟ ସଂପନ୍ନ ଅଞ୍ଚଳରେ ଶିକ୍ଷାଦାନ ରାଜ୍ୟର ଅନ୍ୟ ଅଞ୍ଚଳଠାରୁ ଯଥେଷ୍ଟ ଆଗରୁ ଆରମ୍ଭ ହୋଇଥିଲା । ଯାଜପୁର ଜିଲ୍ଲା ସ୍କୁଲ କେବେଠାରୁ ୧୨୫ ବର୍ଷ ଅତିକ୍ରାନ୍ତ କରି ସାରିଲାଣି । ଶିକ୍ଷକ ଓ ଶିକ୍ଷାଦାନର ପରଂପରା ସବୁଦିନେ ଯାଜପୁରରେ ଅନନ୍ୟ । ସେଇଲାଗି ସେ ସହର ଓ…

ଅଗଷ୍ଟ ୫ରେ ରାମ ମନ୍ଦିର ପାଇଁ ଭୂମି ପୂଜନ, ଅଯୋଧ୍ୟା ଯିବେ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା: ରାମ ମନ୍ଦିର ନିର୍ମାଣ ପାଇଁ ସ୍ଥିର ହେଲା ଭୂମି ପୂଜନ ତାରିଖ । ଅଗଷ୍ଟ ୫ ତାରିଖ ଅଯୋଧ୍ୟାରେ ଭୂମି ପୂଜନ ହେବ । ଆସିବେ ପ୍ରଧାନମମନ୍ତ୍ରୀ ନରେନ୍ଦ୍ର ମୋଦି । ଭୂମି ପୂଜନ କାର୍ଯ୍ୟକ୍ରମରେ ସାମିଲ ହେବେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତି ଓ…

ରାଜ୍ୟରେ ଆଉ ୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୯୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୯୧ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଞ୍ଜାମରୁ ୩,…

ଭାଇରାଲ୍ ପୋଷ୍ଟମୋର୍ଟମ୍: କାହିଁକି ଝାଡଖଣ୍ଡରେ ଉଠିଥିଲା ପାକିସ୍ତାନ ଓ ବଙ୍ଗଳାଦେଶକୁ ନେଇ ଝଡ ?

ଭୁବନେଶ୍ୱର: ଆମେ ରହୁଛନ୍ତି ଭାରତରେ ହେଲେ ଶିଖିବା ପାକିସ୍ତାନୀ ଓ ବଙ୍ଗଳାଦେଶୀ ଜାତୀୟ ସଙ୍ଗୀତ ! କଥାଟା ଅଖାଡୁଆ ଲାଗୁଥିଲେ ବି କିଛି ଏପରି ଘଟଣା ଘଟିଛି ଝାଡଖଣ୍ଡରେ । ଏ ଘଟଣାଟା କେତେଦୂର ସତ । ଆସନ୍ତୁ ଜାଣିବା ଆଜିର ଭାଇରାଲ୍ ପୋଷ୍ଟମୋର୍ଟମ୍‌ରେ । ଏହି ସମସ୍ତ  ଖବର କାଗଜ ଉପରେ ଟିକେ…

କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କରୋନା କାୟା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ କାୟା ବିସ୍ତାର କରି ଚାଲିଛି କରୋନା । ଗଞ୍ଜାମ, ଗଜପତି ପରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ଆଠ ଦିନରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଭୂତାଣୁ ସଂକ୍ରମିତ ହୋଇଛନ୍ତି ୩୩୩ ଜଣ । କେବଳ ଜୁଲାଇରେ ବାହାରିଛନ୍ତି ୪୦୬…

କରୋନାକୁ ପରାସ୍ତ କଲେ ୮୫ ବର୍ଷୀୟ କ୍ୟାନସର ପୀଡିତ ବୃଦ୍ଧ ଓ ତାଙ୍କ ପତ୍ନୀ

କେନ୍ଦ୍ରାପଡା: ସାରା ବିଶ୍ବରେ କରୋନା କହର। ଦିନକୁ ଦିନ ଏହା କାୟା ବିସ୍ତାର କରୁଛି । ପ୍ରତିଦିନ ଗଡୁଛି ମୁଣ୍ଡ । ତେବେ ଏହି ସଙ୍କଟ ମଧ୍ୟରେ କେନ୍ଦ୍ରାପଡ଼ାରୁ ଆସିଛି ଏକ ଖୁସି ଖବର । କରୋନାକୁ ପରାସ୍ତ କରିଛନ୍ତି ଜଣେ ୮୫ ବର୍ଷୀୟ କ୍ୟାନସର ପୀଡିତ ବୃଦ୍ଧ ଓ ତାଙ୍କ ୭୮ ବର୍ଷୀୟ ପତ୍ନୀ ।…

ଥମୁନି କରୋନା; ବିଶ୍ୱବ୍ୟାପୀ ୬ ଲକ୍ଷ ଟପିଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୧୪,୨୪୭,୭୦୬ରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି । ଜନ ହପକିନ୍ସ ଯୁନିଭର୍ସିଟିର ରିପୋର୍ଟ ଅନୁଯାୟୀ କରୋନାଭାଇରସରେ ସଂକ୍ରମିତ ୨୦୦ରୁ ଅଧିକ ଦେଶରେ ଏଯାବତ୍…

ଓଡିଶାରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୭୩୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୪୩୭ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ବାଲେଶ୍ଵର କୋଭିଡ ହସ୍ପିଟାଲରେ ନର୍ସଙ୍କୁ ଅଶାଳୀନ ବ୍ୟବହାର ଅଭିଯୋଗ: ମ୍ୟାନେଜର ଓ ଫାର୍ମାସିଷ୍ଟ ଅଟକ

ବାଲେଶ୍ୱର:ବାଲେଶ୍ବର ଜିଲ୍ଲା ସ୍ବତନ୍ତ୍ର କୋଭିଡ ହସ୍ପିଟାଲର ନର୍ସଙ୍କୁ ଅଶାଳୀନ ବ୍ୟବହାର ଅଭିଯୋଗ । ହସ୍ପିଟାଲର ମ୍ୟାନେଜର ଓ ଫାର୍ମାସିଷ୍ଟଙ୍କୁ ଅଟକ ରଖିଛି ପୋଲିସ । ମିଳିଥିବା ସୂଚନା ଅନୁସାରେ ବାଲେଶ୍ଵର ଜିଲ୍ଲା କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ଜଣେ ନର୍ସଙ୍କୁ ଉକ୍ତ ହସ୍ପିଟାଲର…

ଦିଲ୍ଲୀରେ ବର୍ଷା ପାଣିରେ ବୁଡ଼ିଲା ବସ୍, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ: ଆଜି ସକାଳୁ ରାଜଧାନୀ ଦିଲ୍ଲୀରେ ମୂଷଳ ଧାରାରେ ବର୍ଷା ହୋଇଛି । କେଇ ଘଣ୍ଟାର ବର୍ଷାରେ ଦିଲ୍ଲୀ ହାଲ୍ ବେହାଲ୍ । ଚାରିଆଡ ଜଳାର୍ଣ୍ଣବ । ଯୁଆଡ଼େ ଦେଖିଲେ ଖାଲି ପାଣି ଆଉ ପାଣି । ଉଛୁଳିଛି ଡ୍ରେନ୍ । ମିଣ୍ଟୋ ବ୍ରିଜ ତଳେ ଜମିଥିବା ପାଣି ରାଜଧାନୀର ଡ୍ରେନେଜ୍ ସିଷ୍ଟମର ପୋଲ୍ ଖୋଲି…