ଜୁଲାଇ ୩୧ ଯାଏଁ ରାଜଧାନୀରେ ମୋ ବସ୍ ସେବା ବନ୍ଦ
ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏଁ ଲାଗୁ ହୋଇଛି ଲକ୍ଡାଉନ କଟକଣା । ତେବେ ଏହି ସମୟ ମଧ୍ୟରେ ମୋ ବସ୍ ସେବା ବନ୍ଦ ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନପୋର୍ଟ ବା କ୍ରୁଟ୍ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି ।
?…