ମଦ ପିଇ ଗାଡ଼ି ଚଳାଇ ଦୁର୍ଘଟଣା ଜନିତ ମୃତ୍ୟୁରେ ଓଡ଼ିଶା ଦ୍ୱିତୀୟ, ଫୋନରେ ଗପି ଗାଡ଼ି ଚଳାଇ ମରିବାରେ..
ଭୁବନେଶ୍ୱର: ମଦ ନେଉଛି ବହୁ ନୂଲ୍ୟ ଜୀବନ । ତେବେ ମଦ କାରଣରୁ ଓଡିଶାରେ ମୃତ୍ୟୁ ସଂଖ୍ୟା ବହୁ ମାତ୍ରାରେ ବୃଦ୍ଧି ପାଇଛି । ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ (ଏମ୍ଓଆରଟିଏଚ୍) ଦ୍ୱାରା ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛିଯେ, ଦେଶରେ ମଦ ପିଇ ଗାଡ଼ି ଚଳାଇ ଦୁର୍ଘଟଣା ଜନିତ ମୃତ୍ୟୁରେ…