Latest Odisha News

BREAKING NEWS

ସୁନ୍ଦର ଚିତ୍ରକଳାରେ ସଜେଇ ହେଉଛି ସିଲଭରସିଟି କଟକ

ସିଲଭରସିଟି କୁ ସରସ ସୁନ୍ଦର କରିବା ପାଇଁ କଟକ ମହାନଗର ନିଗମର ଅଭିନବ ପ୍ରୟାସ । କଟକ ସହରର ବିଭିନ୍ନ ଫ୍ଲାଇ ଓଭର ଗୁଡିକରେ କଟକ ଓ ଓଡ଼ିଶାର ସଂସ୍କୃତି କୁ ଚିତ୍ରିତ କରାଯାଉଛି। ଭାଇଚାରାର ସହର କଟକ କୁ ସବୁବେଳେ ସୁନ୍ଦର କରିବା ପାଇଁ କଟକିଆ ମାନେ ସବୁବେଳେ ଦାବି କରି ଆସିଛନ୍ତି। ଏହି…

ମାଓବାଦୀ ଓ ସୁରୁକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ; ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: ଆନ୍ଧ୍ର-ଓଡିଶା ସୀମାନ୍ତରେ ଗୁରୁବାର ଦିନ ମାଓବାଦୀ ଓ ସୁରୁକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପ୍ରାପ୍ତ ସୂଚନାନୁଯାୟୀ ଆଜି ସକାଳେ ଆନ୍ଧ୍ର-ଓଡିଶା ସୀମା ସ୍ୱାଭିମାନ ଅଞ୍ଚଳର ଗୁରସେତୁ ଠାରେ ପୋଲିସ ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ୍ ଆରମ୍ଭ କରାଯାଇଥିଲା ।…

ସିଲଭରସିଟିର ଗୋଲଡେନ ମ୍ୟାନଙ୍କ ମୁହଁରେ ୧୦୦ ଗ୍ରାମର ସୁନା ମାସ୍କ

କଟକ: ସାରା ବିଶ୍ୱକୁ କବଳିତ କରିଛି କରୋନା । ମହାମାରୀ କରୋନା ପାଇଁ ଚାରିଆଡେ ହା ହା କାର । କୋଭିଡ-୧୯ରୁ ବଂଚିବା ପାଇଁ ଏକମାତ୍ର ଉପାୟ ହେଉଛି ମାସ୍କ ପିନ୍ଧିବା ଏବଂ ସାନିଟାଇଜ କରିବା । ଏଥିପାଇଁ ବଜାରରେ ଭଳି କି ଭଳି ମାସ୍କ ବିକ୍ରି ହେଉଛି । ଏବେ ବିଭିନ୍ନ ଡାଜାଇନର ମାସ୍କ ଟ୍ରେଣ୍ଡରେ…

ସଚିନଙ୍କୁ ଆହୁରି କରିବାକୁ ପଡିବ ଅପେକ୍ଷା, ଶୁଣାଣି ସ୍ଥଗିତ ରଖିଲେ ବିଚାରପତି

ନୂଆଦିଲ୍ଲୀ: ସଚିନ ପାଇଲଟ କରିଥିବା ଆବେଦର ଶୁଣାଣି ସ୍ଥିଗିତ । ରାଜସ୍ଥାନ ହାଇକୋର୍ଟ ବିଚାରପତି ଏହାକୁ ସ୍ଥିଗିତ ରଖିଛନ୍ତି । ଆସନ୍ତାକାଲି ଏହାର ଶୁଣାଣି ହେବ । ରାଜସ୍ଥାନ ବିଧାନସଭାର ବାଚସ୍ପତି ସି. ପି. ଯୋଶୀ ଜାରି କରିଥିବା ଅଯୋଗ୍ୟତା ନୋଟିସ୍‌କୁ ବିରୋଧ କରି ସଚିନ ପାଇଲଟ ଅନ୍ୟ…

କରୋନାକୁ ଲାଗୁନି ବ୍ରେକ୍, ଭୁବନେଶ୍ୱରରେ ଆଉ ୬୦ ପଜିଟିଭ

ଭୁବନେଶ୍ୱର: କରୋନାକୁ ଲାଗୁନି ବ୍ରେକ୍ । ରାଜ୍ୟରେ ଦିନକୁ ଦିନ ସଂକ୍ରମିତ ସଂଖ୍ୟା ବଢ଼ି ଚାଲିଛି । ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୦ ଜଣ ସଙ୍ଗରୋଧର ହୋଇଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୧୮ ଜଣ…

ବାର କର୍ମଚାରୀ ହତ୍ୟା ଘଟଣା, ପୋଲିସର ସୂଚନା ୧୫ ଥର ଛୁରୀ ଭୂଷିଥିଲେ ହତ୍ୟାକାରୀ

ଖୋର୍ଦ୍ଧା : ଗଡ ଖୋର୍ଦ୍ଧା ବାରରେ ଯୁବକଙ୍କୁ ଛୁରାମାଡ ଘଟଣାରେ ଅଭିଯୁକ୍ତମାନେ ମୃତକଙ୍କୁ ଥରେ କି ଦୁଇ ଥର ନୁହେଁ ୧୫ ଥର ଛୁରାମାଡ କରିଥିଲେ । ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଏସପି । ସୂଚନା ଅନୁଯାୟୀ ଅପରାଧୀମାନେ ଗତ ୧୪ ତାରିଖରେ ଏକ…

ବିଜେଡିର ୩୬ ସାଧାରଣ ସମ୍ପାଦକଙ୍କୁ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର: ବିଜେଡିର ୩୬ ସାଧାରଣ ସମ୍ପାଦକଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି । ସାଧାରଣ ସମ୍ପାଦକମାନଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ବଂଟନ କରିଛନ୍ତି ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂତନ ଭାବେ ଦିଆଯାଇଥିବା ଦାୟିତ୍ୱ ମଧ୍ୟରେ ସୁଶାନ୍ତ ସିଂହଙ୍କୁ ସଶକ୍ତ ଓଡିଶାର ଓ…

ପାରିବାରିକ କଳହରୁ ବାପାକୁ ହତ୍ୟା କଲେ ଦୁଇଝିଅ ଓ ମାଆ

ଅନୁଗୁଳ: ସମଲ ଥାନା ସିଲିଂ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହକୁ କେନ୍ଦ୍ର କରି ମା ଓ ଦୁଇ ଝିଅ ମିଶି ବାପାଙ୍କୁ ହତ୍ୟା କରିଛନ୍ତି । ଗାଁର ସୁନନ୍ଦ ପ୍ରଧାନଙ୍କର ଘରେ କୌଣସି କାରଣରୁ ଝଗଡା ଲାଗିଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ତାଙ୍କ ସ୍ତ୍ରୀ ଓ ଦୁଇ ଝିଅ ତାଙ୍କୁ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୨ଟା ୩୦ମି.ରୁ ଅପରାହ୍ନ ୫ଟା ୩୦ମି. ପର୍ଯ୍ୟନ୍ତ…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଶ୍ରୀଙ୍କୁ ଜେରା କରିପାରେ ଜିଆରପି

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଜି ପିପୁଲ ଫର ସେବା ସଂସ୍ଥାର ଦୁଇ କର୍ମଚାରୀ ଦୀପକ ଓ ସୌମ୍ୟଙ୍କୁ ଜେରା କରିଛି ଜିଆରପି । ସଂସ୍ଥାର ବିଭିନ୍ନ ଆର୍ଥିକ ଦିଗକୁ ନେଇ ଜିଆରପି ଉଭୟଙ୍କୁ ପଚରାଉଚରା କରିଛି । ମାମଲାରେ ଏହାପୂର୍ବରୁ ୨୦ରୁ ଅଧିକ ଲୋକଙ୍କୁ ଜେରା କରାଯାଇ…