କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ବନ୍ଦ ହେଲା ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟ
ବ୍ରହ୍ମପୁର: କିଛି କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟ (ବିଏମସି) କୁ ୧୪ ଦିନ ପାଇଁ ବନ୍ଦ ରଖାଯାଇଛି ।
ବିଏମସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସୂଚନା ଅନୁଯାୟୀ, କିଛି କର୍ମଚାରୀଙ୍କ କରୋନା ପଜିଟିଭ ଚିହ୍ନଟ ହେବା ପରେ କୋଭିଡ…