Latest Odisha News

BREAKING NEWS

ବାଲା ଓ ବାଲା ଗୀତରେ ନାଚିଲେ ଡେଭିଡ ୱାର୍ଣ୍ଣରଙ୍କ ଝିଅ

ମୁମ୍ବାଇ: ଅଷ୍ଟ୍ରେଲିଆ କ୍ରିକେଟ ଦଳର ଓପନର ଡେଭିଡ ୱାର୍ଣ୍ଣର ସୋସିଆଲ ମିଡିଆରେ ସର୍ବଦା ଆକ୍ଟିଭ ରହିଥାନ୍ତି । ନିକଟରେ ସେ ତାଙ୍କ ଦୁଇ ଝିଅ ଇଣ୍ଡି ରେ ଓ ଇଭି ମେ’ଙ୍କ ଏକ ଡ୍ୟାନ୍ସ ଭିଡିଓ ସୋସିଆଲ ସାଇଟରେ ଛାଡିବା ପରେ ଏହା ଏବେ ଭାଇରାଲ ହୋଇଛି । ଅକ୍ଷୟ କୁମାରଙ୍କ ହାଉସଫୁଲ-୪ର ଲୋକପ୍ରିୟ…

ଆସିଲା ସୁଶାନ୍ତଙ୍କ ଶେଷ ଫିଲ୍ମ ‘ଦିଲ ବେଚାରା’ର ଆଉ ଏକ ରୋମାଂଟିକ ଗୀତ, ଦେଖନ୍ତୁ ଭିଡିଓ

ମୁମ୍ବାଇ: ରିଲିଜ ହୋଇଛି ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଫିଲ୍ମ ‘ଦିଲ୍ ବେଚାରା’ର ଆଉ ଏକ ରୋମାଂଟିକ ଗୀତ । ଏହି ଗୀତରେ ସୁଶାନ୍ତ ଓ ସଂଜନା ସଂଘିଙ୍କ ଲଭ୍ କେମେଷ୍ଟ୍ରି ଦେଖିବାକୁ ମିଳିଛି । ଏହି ଗୀତକୁ ମୋହିତ ଚୌହାନ ଏବଂ ଶ୍ରେୟା ଘୋଷାଲ ଗାଇଛନ୍ତି । ଗୀତକୁ କମ୍ପୋଜ କରିଛନ୍ତି…

ଭାରତ ପରେ ପାକିସ୍ତାନରେ ବି ବ୍ୟାନ ହୋଇପାରେ ଟିକଟକ୍‌

ଲାହୋର : ପାକିସ୍ତାନରେ ବ୍ୟାନ ହୋଇପାରେ ଟିକ୍‌ଟକ୍ । ଲାହୋର ହାଇକୋର୍ଟରେ ମୋବାଇଲ ଆପରୁ ଏହାକୁ ହଟାଇବା ପାଇଁ ଆବେଦନ ହୋଇଛି । ଜଣେ ସାଧାରଣ ନାଗରିକ କରିଥିବା ଏହି ଆବେଦନର ଶୁଣାଣି କେବେ ହେବ ସେ ନେଇ ତାରିଖ ଧାର୍ଯ୍ୟ ହୋଇନାହିଁ । ଟିକଟକ୍ ଯୋଗୁଁ ପାକିସ୍ତାନରେ ପ୍ରାୟ ୧୦ ଜଣଙ୍କର ମୃତ୍ୟ…

ଲାଞ୍ଚ ନେଇ ଧରା ପଡିଲେ ଜେଇ

ନୂଆପଡା: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନୂଆପଡା ସଦର ୱେସକୋର କନିଷ୍ଠ ଯନ୍ତ୍ରୀ ରାଜକିଶୋର ସାହୁ । ଉଠା ଜଳସେଚନ ପଏଣ୍ଟକୁ ନୂତନ ବିଦ୍ୟୁତ ସଂଯୋଗ ଦେବା ପାଇଁ ସେ ଜଣେ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ…

ବୋତଲରେ ପେଟ୍ରୋଲ ନ ଦେବାରୁ ଟାଙ୍କି ଅଫିସରେ ବିଷାକ୍ତ ସାପ ଛାଡିଲା ଯୁବକ

ମୁମ୍ବାଇ: ମହାରାଷ୍ଟ୍ରରେ ଏକ କ୍ରୋଧୀତ ଯୁବକର ଉନ୍ମକ୍ତ କାଣ୍ଡ ଏବେ ସୋସିଆଲ ସାଇଟରେ ଭାଇରାଲ ହୋଇଛି । ରିପୋର୍ଟ ମୁତାବକ ଜଣେ ଯୁବକ ପେଟ୍ରୋଲ ପମ୍ପରେ ପଂହଚି ଏହାକୁ ବୋତଲରେ ଦେବାକୁ କହିଥିଲା । ଏହା ନିୟମକୁ ଉଲ୍ଲଂଘନ କରୁଥିବାରୁ କର୍ମଚାରୀଜଣକ ଏହାକୁ ଦେବା ପାଇଁ ମନା କରିଥିଲେ । ଯୁବକ ଜଣକ…

ପ୍ଲାଜମା ଦାନ କରନ୍ତୁ ଗୁରୁତର ରୋଗୀଙ୍କ ଜୀବନ ବଞ୍ଚାନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଓଡିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି । ରାଜ୍ୟରେ ପ୍ରଥମ ଥର ପାଇଁ ପ୍ଲାଜମା ଥେରାପି ପ୍ରକ୍ରିୟା ଆରମ୍ଭ ହେଲା । କରୋନା ମୁକାବିଲା ପାଇଁ ପ୍ଲାଜମା ଥେରାପି ପ୍ରକ୍ରିୟା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସସିବିରେ ପ୍ରାଥମିକ ପର୍ଯ୍ୟାୟରେ ଆରମ୍ଭ ହେଲା ଏହି…

କଂଗ୍ରେସ କରୁଛି କଣ?

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ସତରେ କଂଗ୍ରେସ କରୁଛି କଣ? ଏ ପ୍ରଶ୍ନ ଏବେ ବାରବାର ସାମ୍ନାକୁ ଆସଛି, ତାହା ପୁଣି ଜୋରଦାର ଢଙ୍ଗରେ । ମଧ୍ୟ ପ୍ରଦେଶ ଓ ରାଜସ୍ଥାନ ଘଟଣା ପରେ ଏହାର ପ୍ରାସଙ୍ଗିକତା ଆହୁରି ବଢି ଯାଇଛି । ଯେଉଁ ଢଙ୍ଗରେ ଜାତୀୟସ୍ତରରେ…

ସୁଶାନ୍ତ ସିଂ ରାଜପୁତ କେସ୍‌: ସିବିଆଇ ତଦନ୍ତ ପାଇଁ ଚିଠି ପଠାଇଲେ ଅମିତ ଶାହା

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାର ଏକ ମାସ ବିତିଛି । ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା ପଛରେ କେଉଁ ମାନେ ରହିଛନ୍ତି ସେଥିନେଇ ସାରା ଦେଶରେ ଆଲୋଚନା ଜୋର ଧରିଛି । ପୂର୍ବତନ ଏମିପି ପପୁ ଯାଦବ ମାମଲାର ସିବିଆଇ ତଦନ୍ତ ପାଇଁ ଦାବି କରିବା ସହ…

କୋଭିଡ ପରିଚାଳନାରେ ଗଣମାଧ୍ୟମର ଭୂମିକା ନେଇ ୱେବିନାର: ସକାରାତ୍ମକ ଖବର ପ୍ରସାରଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ “କୋଭିଡ-୧୯ ପରିଚାଳନାରେ ଗଣମାଧ୍ୟମ”ର ଭୂମିକାକୁ ନେଇ ଏକ ୱେବିନାର ଅନୁଷ୍ଠିତ ହୋଇଯାଇଛି । ପିଆଇବିର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଶୈଳେଶ କୁମାର ମାଲବ୍ୟ ଏଥିରେ…

ପାଣିପାଗ ବିଭାଗର ସତର୍କ ସୂଚନା: ଏହି ୯ ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୯ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କେନ୍ଦ୍ରାପଡା, ଜଗତସିଂହପୁର,…