ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପୀ
ଭୁବନେଶ୍ୱର: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପୀ । ଭୁବନେଶ୍ୱରର ସମ୍ ହସ୍ପିଟାଲ, କିମ୍ସ ଓ କଟକର ଅଶ୍ୱିନୀ ହସ୍ପିଟାଲରେ ଶୁଭାରମ୍ଭ ହେବ । ପ୍ଲାଜମା ଥେରାପୀର ନୋଡାଲ ସେଣ୍ଟର ଭାବରେ କାମ କରିବ କଟକ ବଡ଼ ମେଡିକାଲ ।
ଅପରାହଣ ୫ଟା ୧୫ ମିନିଟରେ…