Latest Odisha News

BREAKING NEWS

ଚଳିତ ବର୍ଷ ହେବନି ବିଶ୍ବପ୍ରସିଦ୍ଧ ଧନୁ ଯାତ୍ରା

ବରଗଡ: ଚଳିତ ବର୍ଷ ବିଶ୍ବପ୍ରସିଦ୍ଧ ଧନୁ ଯାତ୍ରା ଆୟୋଜିତ ହେବ ନାହିଁ। କୋଭିଡ୧୯ ମହାମାରୀକୁ ଦୃଷ୍ଟିରେ ରଖି ବରଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସୂଚନା ଅନୁଯାୟୀ ରାଜ୍ୟ ତଥା ବାହାରେ ହଜାର ହଜାର ଲୋକଙ୍କୁ ଆକର୍ଷିତ କରୁଥିବା ଏହି ଯାତ୍ରା ଆସନ୍ତା ଡିସେମ୍ବର ୩୧ରୁ…

ଟିଆରପି ସ୍କାମ୍: ରିପବ୍ଲିକ୍ ମିଡିଆ ନେଟୱାର୍କର ସିଇଓ ଗିରଫ

ମୁମ୍ବାଇ: ଟିଆରପି ସ୍କାମ୍ ମାମଲାରେ ରିପବ୍ଲିକ୍ ମିଡିଆ ନେଟୱାର୍କର ସିଇଓ ବିକାଶ ଖାନଚାନ୍ଦାନୀଙ୍କୁ ରବିବାର ଦିନ ମୁମ୍ବାଇ ପୋଲିସ ଗିରଫ କରିଛି। ସୂଚନା ଅନୁଯାୟୀ ଏହି ମିଡିଆ ନେଟୱର୍କ ବିରୋଧରେ ଟିଆରପି ସ୍କାମ ମାମଲା ରୁଜୁ ହେବା ପରେ ଅନେକ ପୋଲିସ ରାଡାରକୁ ଆସୁଥିବା ନଜରକୁ ଆସୁଛି।…

ଓଡ଼ିଶାରୁ ନୂଆ ୩୯୩ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ…

ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ୩୯୩ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ କରାଯାଇଛି। ଯାହା ଫଳରେ ମୋଟ୍ ସଂଖ୍ୟା ରବିବାର ଦିନ ୩ ଲକ୍ଷ ୨୩ ହଜାର ୭୫୭ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, କ୍ବାରେଣ୍ଟାଇନରୁ ୨୨୮ ଓ ୧୬୫ଟି ଲୋକାଲ୍ କେସ୍ ଚିହ୍ନଟ ହୋଇଛି।…

ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଆଗରେ ଅଭିଭାବକଙ୍କ ଧାରଣା: ଘରୋଇ ସ୍କୁଲ ଫି ବିବାଦରେ ହସ୍ତକ୍ଷେପ ଦାବି

ଭୁବନେଶ୍ୱର: ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଭୁବନେଶ୍ୱର ସ୍ଥିତ ବାସଭବନ ଆଗରେ ଅଭିଭାବକଙ୍କ ଧାରଣା । ଘରୋଇ ସ୍କୁଲରେ ନିଜ ପିଲାଙ୍କୁ ପାଠ ପଢ଼ାଉଥିବା ଅଭିଭାବକମାନେ ଏହି ଧାରଣା ଦେଇଛନ୍ତି । ଘଣ୍ଟ ହୁଳାହୁଳି ପକାଇ ଗଙ୍ଗୋତ୍ରୀନଗର ସ୍ଥିତ ବାସଭବନ ଘେରିଲେ । ସେମାନେ ଅଭିଯୋଗ କରିଛନ୍ତି,…

ସଂସଦ ଆକ୍ରମଣ ଘଟଣାକୁ ୧୯ ବର୍ଷ, ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ସଂସଦ ଉପରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଆଜି ୧୯ ବର୍ଷ ପୁରିଛି । ୨୦୦୧ ମସିହା ଆଜିର ଦିନରେ ଗଣତନ୍ତ୍ର ମନ୍ଦିର ଉପରେ ହୋଇଥିଲା ହମଲା । ଲସ୍କର-ଏ-ତୋଇବା ଓ ଜୈସ-ଏ-ମହମ୍ମଦ ସଂଗଠନର ୫ ଆତ୍ମଘାତୀ ଆତଙ୍କବାଦୀ ସଂସଦ ଭବନରେ ପ୍ରବେଶ କରିଥିଲେ । ସେତେବେଳେ ଲୋକସଭା ଅଧିବେଶନ…

ବାଇକକୁ ଧକ୍କା ଦେଲା ଡମ୍ପର, ଦୁଇ ଜଣଙ୍କର ମୃତ୍ୟୁ

ବାଲେଶ୍ୱର: ବାଇକକୁ ଧକ୍କା ଦେଲା ଡମ୍ପର । ଦୁର୍ଘଟଣାରେ ଜଣେ ନାବାଳକ ସମେତ ୨ଜଣଙ୍କର ମୃତ୍ୟୁ ହୋଇଛି । ବାଲେଶ୍ୱର ଜିଲ୍ଲା ଦେଇ ଯାଇଥିବା ରାଜ୍ୟ ରାଜପଥ-୫୭ର ସାତଶୁଳିଆ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଘଟଣା ପରେ ସ୍ଥାନୀୟ ଲୋକ ରାସ୍ତା ଅବରୋଧ କରିଛନ୍ତି । ଦୁର୍ଘଟଣା ଘଟାଇଥିବା…

ଦେଶରେ ୨୪ ଘଣ୍ଟାରେ ୧୦ଲକ୍ଷ କୋଭିଡ୍ ଟେଷ୍ଟ, ୩୦ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୦ଲକ୍ଷ କୋଭିଡ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୩୦ହଜାର ୨୫୪ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ୦.୮% ଅଧିକ ସଂକ୍ରମିତ ହୋଇଛନ୍ତି । ମୋଟ୍ ସଂକ୍ରମିତଙ୍କ…

ଚିତୋରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୭ ମୃତ, ଅନେକ ଆହତ

ଚିତୋରଗଡ଼: ରାଜସ୍ଥାନର ଚିତୋରଗଡ଼ରେ ଶନିବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନା ମୁତାବକ,ଚିତୋରଗଡ଼ ଜିଲ୍ଲାର ନିକୁମ୍ଭ ଥାନା ଅଞ୍ଚଳରେ ଏକ ଟ୍ରଲର ଏବଂ କ୍ରୃଜର ଗାଡ଼ି…

ଘର ଉପରେ ମାଡିଗଲା ଟ୍ରକ, ପରିବାରର ୩ ଜଣ ଗୁରୁତର

କେନ୍ଦୁଝର: ରାତିରେ ଭାରସାମ୍ୟ ହରାଇ ଘର ଭିତରେ ମାଡ଼ି ଗଲା ଟ୍ରକ । ଘର କାନ୍ଥ ଭୁଶୁଡ଼ି ତିନି ଜଣ ଆହତ ହୋଇଛନ୍ତି । କେନ୍ଦୁଝର ଟାଉନ ଥାନା ଷଠିଘର ସାହିରେ ଏହି ଘଟଣା ଘଟିଛି । ଗତକାଲି ରାତିରେ ଗୋଟିଏ ମହୁଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ରାସ୍ତାକଡ଼ରେ ଥିବା ଘର ଉପରେ ମାଡ଼ି…

କାଳିଆପାଣି ଖଣି ଅଞ୍ଚଳରେ ଖଣି ପରିବହନକୁ ନେଇ ଦେଖାଦେଇଛି ବିବାଦ; ଆନ୍ଦୋଳନକୁ ଓହ୍ଲାଇଛନ୍ତି ଟ୍ରକ ମାଲିକ ସଂଘ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା କାଳିଆପାଣି ଖଣି ଅଞ୍ଚଳରେ ଖଣି ପରିବହନକୁ ନେଇ ଦେଖାଦେଇଛି ବିବାଦ। ଖଣି ପରିବହନ କ୍ଷେତ୍ରରେ ଗାଡିମାଲିକଙ୍କ ପ୍ରତି ପାତରଅନ୍ତର ନୀତି ଅବଲମ୍ବନ କରାଯାଉଥିବା ଅଭିଯୋଗ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଯାଜପୁର ରୋଡ ଏବଂ ଚଣ୍ଡିଖୋଲ ଟ୍ରକ ମାଲିକ ସଂଘ । ଏହା…