ବୃକ୍ଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିଛବି; ଯୁବ ଚିତ୍ରକରଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର: ଶିମିଳିପାଳ ଜାତୀୟ ଉଦ୍ୟାନର ଏକ ବୃକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିଛବି ଆଙ୍କି ପ୍ରଶଂସା ସାଉଁଟିଛନ୍ତି ମୟୂରଭଞ୍ଜ ଜିଲ୍ଲାର ଯୁବ ଚିତ୍ରକର ସମରେନ୍ଦ୍ର ବେହେରା।
ଏଭଳି ଅଭିନବ ଉପାୟରେ ବେଆଇନ ଗଛକଟା ସମସ୍ୟା ଉପରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବା ତଥା…