ଓଡିଶାର ୨୩ ଜିଲ୍ଲାରୁ ନୂଆ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୪୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୨୮୦ରେ ପହଞ୍ଚିଛି।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…