Latest Odisha News

BREAKING NEWS

କୋଭିଡ ହସ୍ପିଟାଲରୁ ୨ କରୋନା ରୋଗୀ ଫେରାର

ବ୍ରହ୍ମପୁର: କୋଭିଡ ହସ୍ପିଟାଲରୁ ଛୁ ମାରିଲେ ଦୁଇ କରୋନା ରୋଗୀ । ବ୍ରହ୍ମପୁର ସହର ଉପକଣ୍ଠ ଶୀତଳାପଲ୍ଲୀ ଟାଟା କୋଭିଡ ହସ୍ପିଟାଲରୁ ୨ କରୋନା ରେଗାୀ ଫେରାର ହୋଇଯାଇଛନ୍ତି । ଏନେଇ ଗୋପାଳପୁର ଥାନାରେ ଏକ ମାମଲା ରୁଜୁ ହୋଇଛି । ଗତ ୩ ତାରିଖରେ ବ୍ରହ୍ମପୁର ନୂଆ ବସ୍‌ଷ୍ଟାଣ୍ଡ ନିକଟରୁ ଏ ଦୁଇ…

ଡାକ୍ତରଙ୍କୁ ମିଳିବ ଭୋଜନ ଭତ୍ତା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଜଟିଳ ହେଉଛି କରୋନା ସ୍ଥିତି । ଏଭଳି ପରିସ୍ଥିତିରେ ଡାକ୍ତରଙ୍କ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକ । ଏଥିପାଇଁ କୋଭିଡ କେୟାର ସେଂଟରରେ କାର୍ଯ୍ୟରତ ଡାକ୍ତରଙ୍କୁ ଭୋଜନ ଭତ୍ତା ମିଳିବ । ପାରାମେଡ଼ିକାଲ କର୍ମଚାରୀଙ୍କୁ ବି ଦୈନିକ ୨୪୦ଟଙ୍କାର ଭତ୍ତା ମିଳିବ ।…

ଚଳିତବର୍ଷ ରଥଯାତ୍ରାର ସଂକେତ ଓ ସାଇକେଲ୍

ବିଶ୍ଵ ବର୍ତ୍ତମାନ ଏକ ଘଡିସନ୍ଧି ମୁହୂର୍ତ୍ତରେ ଗତି କରୁଛି l ସମଗ୍ର ମାନବ ସମାଜ ବର୍ତ୍ତମାନ ବିଭିନ୍ନ ମାଧ୍ୟମ ଖୋଜୁଛି କରୋନା ଭୂତାଣୁ ଠାରୁ ନିଜକୁ, ନିଜ ପରିବାରକୁ, ଗାଁକୁ, ସହରକୁ ଏବଂ ଦେଶକୁ ବଞ୍ଚେଇବା ପାଇଁ l ଆଉ ଏହି ଭୂତାଣୁରୁ ଯଦି କେହି ଅଧିକ କ୍ଷତି ହୋଇଛନ୍ତି, ତେବେ ସେ ହଉଚି…

ସତରେ ଥିଲେ କର୍ମବୀର- ଗୌରୀ ଶଙ୍କର

(ଗୌରୀ ଶଙ୍କର ରାୟଙ୍କ ଜନ୍ମଦିନ ଅବସରରେ) ଓଡ଼ିଆ ସାମ୍ବାଦିକତାର ଜନକ ଭାବେ କର୍ମବୀର ଗୌରୀ ଶଙ୍କର ରାୟ ପରିଚିତ । ସେ ଥିଲେ ଓଡ଼ିଶାର ପ୍ରଥବ ଖବରକାଗଜ- ଉତ୍କଳ ଦୀପିକାର ପ୍ରତିଷ୍ଠାତା ସମ୍ପାଦକ । ଓଡ଼ିଆର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା, ଭାଷାଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱାଧୀନତା…

ପାକିସ୍ତାନରେ ୪୦୮ ହିନ୍ଦୁ ମନ୍ଦିର ଉପରେ ଏବେ ବି କବଜା

ଇସଲାମାବାଦ: ବିଶ୍ୱ ଦରବାର ଅପମାନିତ ହେବା ପରେ ପାକିସ୍ତାନ ନିଜ ଚରିତ୍ରକୁ ଭଲ ଭାବେ ଉପସ୍ଥାପନ କରିବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେ ମଧ୍ୟ ବିଫଳ ହୋଇଛି । ପାକିସ୍ତାନ ରାଜଧାନୀ ଇସଲାମବାଦରେ ହିନ୍ଦୁଙ୍କ ଏକ କୃଷ୍ଣ ମନ୍ଦିର ନିର୍ମାଣ ନେଇ ରାଜନୀତି ଜୋର ଧରିଥିଲା । ତେବେ ଇସଲାମର…

ଆସନ୍ତୁ ଜାଣିବା ପଦ୍ମନାଭସ୍ୱାମୀ ମନ୍ଦିରର ୭ମ ଦୁଆର ରହସ୍ୟ ସମ୍ପର୍କରେ

ତ୍ରିଭେନ୍ଦ୍ରମ: କେରଳର ପଦ୍ମନାଭସ୍ୱାମୀ ମନ୍ଦିରକୁ ନେଇ ଚାଲିଥିବା ପ୍ରଶାସନ ଓ ପ୍ରବନ୍ଧନ ମଧ୍ୟରେ ବିବାଦ ଇତି ମଧ୍ୟରେ ସମାଧାନ ହୋଇଯାଇଛି । ମାନ୍ୟବର ସୁପ୍ରିମକୋର୍ଟ ତ୍ରାବଣକୋର ପୂର୍ବତନ ରାଜ ପରିବାରକୁ ଏହି ଦାୟିତ୍ୱ ପ୍ରଦାନ କରିଛନ୍ତି । ପଦ୍ମନାଭସ୍ୱାମୀ ମନ୍ଦିରକୁ ଦେଶର ସବୁଠାରୁ ଧନୀ…

ଦିଲ୍ଲୀ ହିଂସା : ତାହିର ହୁସେନକୁ ଝଟକା, ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ହିଂସା ଓ ଆଇବି ଅଫିସର ଅଙ୍କିତ ଶର୍ମା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତାହିର ହୁସେନଙ୍କୁ ସୋମବାର ଶକ୍ତ ଧକ୍କା ଲାଗିଛି । କାଡକାକୁଡୁମା କୋର୍ଟ ଆମ ଆଦମୀ ପାର୍ଟିର ଏହି ନିଲମ୍ବିତ ପାର୍ଷଦଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ହିଂସାରେ ଗଭୀର ଷଡଯନ୍ତ୍ର ରହିଥିବା…

କୋଭିଡ-୧୯: ଓଡ଼ିଶାରେ ୯ ହଜାର ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ୯୨୫୫ ଜଣ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ୫୦୫ ଜଣଙ୍କ ମଧ୍ୟରୁ ୨୪୮ ଜଣ ଗଞ୍ଜାମରୁ,…

ଶ୍ରୀଜଗନ୍ନାଥ ଚେତନା …

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଶ୍ରୀଜଗନ୍ନାଥ ଏକ ଚେତନାର, ଚିନ୍ତାସାଗର, ସଂସ୍କୃତିର ସଂକେତ । ବିଶ୍ୱପ୍ରେମ, ଶାନ୍ତି, ସାମ୍ୟ, ମୁକ୍ତି ଓ ଅନନ୍ତ ବ୍ୟାପ୍ତିର ପ୍ରତୀକ । ସେ ଜଗତର ନାଥ ଅର୍ଥାତ୍, ଅସୀମ…

ଆଫଗାନିସ୍ତାନରେ ତାଲିବାନ ଆକ୍ରମଣ: ୪୦ରୁ ଊର୍ଦ୍ଧ୍ୱ ଆହତ

କାବୁଲ: ଆଫଗାନିସ୍ତାନରେ ଏକ କାରରେ ଆତ୍ମଘାତୀ ବିସ୍ଫୋରଣ ଯୋଗୁ ୪୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି । ଏହି ଆକ୍ରମଣ ତାଲିବାନ ପକ୍ଷରୁ କରାଯାଇଥିବା ଅଲଜଜୀରା ପକ୍ଷରୁ କୁହାଯାଇଛି । ତେବେ ଏଥିନେଇ ବିଧିବଦ୍ଧ ଭାବେ କୌଣସି ଘୋଷଣା ଆଫଗାନ ସରକାରଙ୍କ ପକ୍ଷରୁ କରାଯାଇ ନାହିଁ । ଉତ୍ତର…