Latest Odisha News

BREAKING NEWS

ପାକିସ୍ତାନ କହିଲା କୃଷକ ଆନ୍ଦୋଳନରୁ ଧ୍ୟାନ ହଟାଇବାକୁ ସର୍ଜିକାଲ ଷ୍ଟ୍ରାଇକ କରିପାରେ ଭାରତ, ସେନାକୁ କଲା ଆଲର୍ଟ

ନୂଆଦିଲ୍ଲୀ: ପାକିସ୍ତାନକୁ ସର୍ଜିକାଲ୍ ଷ୍ଟ୍ରାଇକ ଭୟ । ପୁଣି ଥରେ ଭାରତ ସର୍ଜିକାଲ ଷ୍ଟ୍ରାଇକ୍ କରିପାରେ । ଏନେଇ ନିଜ ଦେଶର ସେନାକୁ ସଜାଗ ରହିବାକୁ କହିଛି । ଏନେଇ ପାକିସ୍ତାନ ମିଡିଆରେ ଖବର ପ୍ରକାଶ ପାଇଛି । ପାକିସ୍ତାନର ଅଗ୍ରଣୀ ଖବରକାଗଜ 'ଏକ୍ସପ୍ରେସ ଟ୍ରିବ୍ୟୁନ' କହିଛି ଯେ ଦିଲ୍ଲୀରେ…

ଇସ୍ରୋ ଦ୍ବାରା ବିକଶିତ ସ୍ବଦେଶୀ ‘ଜିପିଏସ୍‌’କୁ ଆଇଏମ୍‌ଓର ସ୍ବୀକୃତି

ନୂଆଦିଲ୍ଲୀ: ସ୍ବଦେଶୀ ‘ଜିପିଏସ୍‌’କୁ ‘ଇଣ୍ଟର‌ନ୍ୟାସନାଲ୍‌ ମେରିଟାଇମ୍ ଅର୍ଗାନାଇଜେସନ୍‌’ (ଆଇଏମ୍‌ଓ) ପକ୍ଷରୁ ସ୍ବୀକୃତି ପ୍ରଦାନ କରାଯାଇଥିବା ନେଇ ମଙ୍ଗଳବାର ଦିନ ସୂଚନା ‌ଦେଇଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)। ‘ଆଇଏମ୍ଓ’ର (ଏମଏସସି-୧୦୨) ମେରିଟାଇମ୍‌ ସେଫ୍ଟି…

ନୟାଗଡ଼ରେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ପରୀ ପରିବାରକୁ ଭେଟିବା କାର୍ଯ୍ୟକ୍ରମ

ନୟାଗଡ଼: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଆଜି ନୟାଗଡ଼ରେ ପହଞ୍ଚିଛନ୍ତି । ଜିଲ୍ଲା ବିଜେପି କାର୍ୟ୍ୟାଳୟରେ ପହଞ୍ଚିବା ପରେ ତାଙ୍କପ ସ୍ବାଗତ କରାଯାଇଥିଲା । ପୁରନ୍ଦେଶ୍ବରୀ ଯଦୁପୁର ଯାଇ ପରୀର ପରିବାରକୁ ଭେଟିବେ । ତାଙ୍କ ସହ…

୨୪ ଘଣ୍ଟାର‌େ ଦେଶରୁ ୩୧ ହଜାରରୁ ଅଧିକ କର‌ୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ଟ୍ରେଣ୍ଡ ଖସୁଥିବା ବେଳେ ଦୈନିକ ଆକ୍ରାନ୍ତ ମଧ୍ୟ କମ୍ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୩୧ ହଜାର ୫୨୨ ନୂଆ ଆକ୍ରାନ୍ତ ଟଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୭ ଲକ୍ଷ ୬୭ ହଜାର ୩୭୨କୁ ବୃଦ୍ଧି ପାଇଛି ।…

ଲଜ୍ଜା ! ମହିଳାଙ୍କ ସହ ଗଣଦୁଷ୍କର୍ମ କଲେ ୧୭ ଜଣ ମଦୁଆ

ରାଞ୍ଚି: ଝାଡ଼ଖଣ୍ଡରେ ଲଜ୍ଜା । ୫ଟି ପିଲାର ମାଆ ହୋଇଥିବା ଜଣେ ମହିଳାଙ୍କ ସହ ଗଣଦୁଷ୍କର୍ମ କରିଛନ୍ତି ୧୭ ଜଣ ମଦୁଆ । ଏଭଳି ନିନ୍ଦନୀୟ ଘଟଣା ଘଟିଛି ଡୁମକା ଜିଲ୍ଲାର ମୁଫାସିଲ ପୁଲିସ ଥାନା ଅଞ୍ଚଳର ଏକ ଗାଁରେ । ଅଭିଯୋଗ ପରେ ପୋଲିସ ତନାଘନା ତଦନ୍ତ ଆରମ୍ଭ କରିଛି । ଗତ ମଙ୍ଗଳବାର ରାତି ୮ଟା…

ମିଳିଲା କ୍ୟାବିନେଟ ମଞ୍ଜୁରୀ; ବଳାତ୍କାର ପାଇଁ ଏହି ରାଜ୍ୟରେ ମିଳିବ ଫାଶୀ ଦଣ୍ଡ

ମୁମ୍ବାଇ: ସମାଜରେ ମହିଳାଙ୍କ ପ୍ରତି ବଢୁଥିବା ଯୌନ ନିର୍ଯାତନାକୁ ଦୃଷ୍ଟିରେ ରଖି କଡା ପଦକ୍ଷେପ ନେଉଛନ୍ତି ମହାରାଷ୍ଟ୍ର ସରକାର। ମହାରାଷ୍ଟ୍ର (ମହାରାଷ୍ଟ୍ର) ସରକାର ଏଭଳି ଆଇନ ପ୍ରଣୟନ କରିବାକୁ ଯାଉଛନ୍ତି ଯେଉଁଥିରେ ବଳାତ୍କାର ପାଇଁ ମୃତ୍ୟୁଦଣ୍ଡର ବ୍ୟବସ୍ଥା ହେବ। ଏହି ବିଲ୍ କୁ…

ଆଜି ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆଜି ନୂତନ ସଂସଦ ଭବନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସାଢ଼େ ୧୨ଟା ବେଳେ ଭୂମି ପୂଜନ ରହିଛି । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ପ୍ରାୟ ଦୁଇ ଶହ ଅତିଥି । ବିଭିନ୍ନ ରାଜନୈତିକ ଦଳର ନେତା, କେନ୍ଦ୍ର ମନ୍ତ୍ରୀ ଏବଂ ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଯୋଗ ଦେବେ…

ମାର୍ଗଶୀର ଗୁରୁବାର ମାଣବସା ଓଷା

(ମାଣବସାକୁ କୁମାର ଭୀମସେନଙ୍କ ସ୍ବତନ୍ତ୍ର ଉପସ୍ଥାପନା) ମାଣବସା ଓଷା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର…

କର‌ୋନା ଟିକା ନ‌େଲ‌େ ପ୍ରଥମ ଓଡିଆ

ଲଣ୍ଡନ: ପ୍ରଥମ ଓଡିଆ ଭାବ‌େ କର‌ୋନା ଟିକା ‌ନ‌େଇଛନ୍ତି ବ୍ରିଟ‌େନରେ ସ୍ବାସ୍ଥ୍ୟର୍କମୀ ଭାବ‌େ କାର୍ଯ୍ୟରତ ଡ. ଶୈଳେଶ ମିଶ୍ର। ସୂଚନା ଅନୁଯାୟୀ ଗତ ମଙ୍ଗଳ ବାର ଠାରୁ ବ୍ରିଟ‌େନର‌େ ଫାଇଜର ଟିକାକରଣ ଆରମ୍ଭ ହ‌ୋଇଥିବା ବ‌େଳେ ଡ. ଶୈଳେଶ ମିଶ୍ରଙ୍କୁ ଏହି ଟିକା ଦିିଆଯାଇଛି। ଏନେଇ…

ସ୍ଥାନୀୟ ବାସିନ୍ଦାଙ୍କ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ୍ ଦ୍ୱାରା ପ୍ରୋତ୍ସାହିତ…

ଯୋଡ଼ା: ସ୍ଥାନୀୟ ପ୍ରତିଭାର ବିକାଶ ପାଇଁ ଓଡ଼ିଶାର କେନ୍ଦୁଝର ଜିଲ୍ଲାରେ ୨୦୧୮ ମସିହାରୁ ୬ଟି ଗୋଷ୍ଠୀ ଶିକ୍ଷା ଗବେଷଣା କେନ୍ଦ୍ର ସ୍ଥାପନ କରାଯାଇଛି । କେନ୍ଦୁଝର ଜିଲ୍ଲାରେ ଅବସ୍ଥିତ ଗ୍ରାମର ଯୁବକ ଯୁବତୀମାନଙ୍କୁ କମ୍ପ୍ୟୁଟରର ବ୍ୟବହାର, ଇଣ୍ଟରନେଟ୍ ଓ ଅନ୍ୟ ଇ-ସଂସାଧନ ଉପରେ ମୌଳିକ ଜ୍ଞାନ…