Latest Odisha News

BREAKING NEWS

ବିଶ୍ୱ ଜନସଂଖ୍ୟା ଦିବସ: ଜାଣନ୍ତୁ କ’ଣ ରହିଛି ଏହାର ଲକ୍ଷ୍ୟ

ଭୁବନେଶ୍ୱର: ଜାତିସଂଘର ଅନୁମୋଦନ କ୍ରମେ ପ୍ରତିବର୍ଷ ଜୁଲାଇ ୧୧ ତାରିଖରେ ‘ବିଶ୍ୱ ଜନସଂଖ୍ୟା ଦିବସ’ ପାଳିତ ହୋଇଥାଏ । ଏହା ପ୍ରଥମେ ୧୯୮୯ ମସିହାରୁ ଆରମ୍ଭ ହୋଇଥିଲା। ସଂଯୁକ୍ତ ରାଷ୍ଟ୍ର ବିକାଶ କାର୍ଯ୍ୟକ୍ରମର ସାଧାରଣ ସଭା ବଢୁଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଏହି ଦିବସ ପାଳନ କରିବାକୁ…

ଦାବି ମୁତାବକ ଜଳ ମଳିବା ଜରୁରୀ: ଜଳ ସମ୍ପଦ ମନ୍ତ୍ରୀ

ଭୁବନେଶ୍ୱର: ମହାନଦୀ ଛତିଶଗଡରୁ ବାହାରିଛି ସତ ହେଲେ ଏହାର ଅଧିକାଂଶ ଭାଗ ଓଡିଶାରେ ପ୍ରବାହିତ ହେଉଛି । ତେଣୁ ନ୍ୟାର୍ଯ୍ୟ ଦାବି ମୁତାବକ ଓଡିଶାକୁ ମହାନଦୀ ପାଣି ମଳିବା ଆବଶ୍ୟକ ବୋଲି କହିଛନ୍ତି ଜଳ ସଂପଦ ମନ୍ତ୍ରୀ ରଘୁନନ୍ଦନ ଦାସ । ମୌସୁମୀ ସମୟରେ ପାଣି ପାଇଁ କୌଣସି ଅସୁବିଧା ହେଉନାହିଁ,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୧ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୫ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

କୋଭିଡ ରୋଗୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ନୀଳଗିରି ଏବଂ ସାଲେପୁର ବିଧାୟକଙ୍କ ସହ ଶନିବାର ଦିନ ଟେଲିଫୋନ୍ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି । ଏଥିସହିତ ସେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ…

ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାବାସୀଙ୍କୁ ମନା

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାବାସୀଙ୍କୁ ପ୍ରବେଶ ମନା । ଜିଲ୍ଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦେଖି ଏଭଳି କଟକଣା ଜାରି କରିଚନ୍ତି ମାଲକାନଗିରି ଜିଲ୍ଲା ପ୍ରଶାସନ । ଗଂଜାମ, କଟକ, ଭଦ୍ରକ, ଖୋର୍ଧା, ଯାଜପୁର, ନୟାଗଡ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦ୍ରାପଡା,…

ଭୁବନେଶ୍ୱରରେ ସେରୋଲଜିକାଲ ସର୍ଭେ ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଉଗ୍ର ହେଉଛି କରୋନା ସ୍ଥିତି । ପ୍ରତିଦନ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ତେବେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଭୁବନେଶ୍ୱରରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ବିଏମସି…

ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ; ଭୁବନେଶ୍ୱରରେ ପୁଣି ୩୮ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୧୨ଟି ସ୍ଥାନୀୟ ମାମଲା ରହିଛି।…

ସୁନ୍ଦରଗଡରେ ସୁପର ସ୍ପ୍ରେଡର; ୩୯ ବ୍ୟକ୍ତିଙ୍କୁ କଲେ ସଂକ୍ରମିତ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୪୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ତନ୍ମଧ୍ୟରୁ ଜଣେ ସୁପର ସ୍ପ୍ରେଡର ୩୯ ଜଣ ବ୍ୟକ୍ତିଙ୍କୁ ସଂକ୍ରମତି କରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ…

କ୍ବାରେନଣ୍ଟାଇନ କେନ୍ଦ୍ରରୁ ପ୍ରବାସୀ ଫେରାର

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ମଣିନାଥପୁରର ଏକ ପ୍ରାଥମିକ ବିଦ୍ୟାଳୟର ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମସି)ରୁ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ପ୍ରବାସୀ ଓଡିଆ ଫେରାର ହୋଇଯାଇଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ପୋଲିସ ଖୋଜିବାରେ ଲାଗିଛି। ପୋଲିସର…

ଯାଜପୁର ଓ ଗଞ୍ଜାମବାସୀଙ୍କୁ ଅନୁଗୁଳ ମନା

ଅନୁଗୁଳ: ଗଞ୍ଜାମ ଓ ଯାଜପୁର ଫେରନ୍ତାଙ୍କୁ ଅନୁଗୁଳ ଜିଲ୍ଲା ଆସିବା ଉପରେ ରୋକ ଲଗାଇଲେ ସ୍ଥାନୀୟ ଜିଲ୍ଲାପାଳ। ଏହି ଦୁଇ ଜିଲ୍ଲାରୁ ଆସୁଥିବା ଲୋକ ଅନୁଗୁଳରେ ପ୍ରବେଶ କରିପାରିବେ ନାହିଁ ବୋଲି ଜିଲ୍ଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି। ସେ ଏକ ନିର୍ଦେଶନାମା ଜାରି କରିବା ସହ ଅତି ଜରୁରୀ…