Latest Odisha News

BREAKING NEWS

୮ ବର୍ଷର କୁକୁର ହେଲା ୫ ମିଲିୟନ୍ ଡଲାର୍‌ର ଉତ୍ତରାଧିକାରୀ

ନୂଆଦିଲ୍ଲୀ: ଗୋଟିଏ ୮ ବର୍ଷର କୁକୁର ତା ମାଲିକଙ୍କ ମୃତ୍ୟୁ ପରେ ୫ ମିଲିୟନ୍ ଡଲାର୍‌ର ଉତ୍ତରାଧିକାରୀ ହେବା ପରେ ଏହି ଘଟଣା ଏବେ ଇଣ୍ଟରନେଟରେ ଭାଇରାଲ ହୋଇଛି। ସୂଚନା ଅନୁଯାୟୀ ଏହି ଟଙ୍କା ଏକ ଟ୍ରଷ୍ଟକୁ ହସ୍ତାନ୍ତର କରାଯିବ, ଯାହା ଦ୍ବାରା ଏହି ଅର୍ଥରାଶି କୁକୁରଟିର ଯତ୍ନ ନେବାରେ…

ଖୁବ୍ ଶୀଘ୍ର ଦ୍ୱିତୀୟ ବିବାହ କରିବେ ଦିୟା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଦିୟା ମିର୍ଜା ଖୁବ୍ ଶୀଘ୍ର ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି । ରିପୋର୍ଟ ମୁତାବକ ଦିୟା ମିର୍ଜା ଓ ବ୍ୟବସାୟୀ ବୈଭବ ରେଖୀଙ୍କ ବିବାହ ଫେବୃୟାରୀ ୧୫ରେ ଆୟୋଜିତ ହେବ । ଏଥିରେ ବହୁତ କମ୍ ଲୋକ ଯୋଗ ଦେବେ । ତେବେ ଏ ନେଇ ବିଧିବଦ୍ଧ ଭାବେ ଉଭୟଙ୍କ ପକ୍ଷରୁ କୌଣସି…

ରେଡିଓ ଏକ ଚମତ୍କାର ମାଧ୍ୟମ ଯାହା ସାମାଜିକ ସଂଯୋଗକୁ ଗଭୀର କରେ: ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ଆଜି ବିଶ୍ୱ ରେଡିଓ ଦିବସ। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ରେଡିଓକୁ ଏକ ଚମତ୍କାର ମାଧ୍ୟମ ବୋଲି ବର୍ଣ୍ଣନା କରିଛନ୍ତି ଯାହା ସାମାଜିକ ସଂଯୋଗକୁ ଗଭୀର କରିଥାଏ। ସେ ଟୁଇଟ୍ କରି କହିଛନ୍ତି ଯେ ତାଙ୍କର ବ୍ୟକ୍ତିତ୍ୱ…

କଙ୍ଗନାଙ୍କ ଶୁଟିଂ ସେଟରେ କଂଗ୍ରେସ କର୍ମୀଙ୍କ ଉତ୍ପାତ

ବୈତୁଲ: ମଧ୍ୟପ୍ରଦେଶ ବୈତୁଲ ଜିଲ୍ଲାରେ କଙ୍ଗନା ରାନାୱତଙ୍କ ଧାକଡ ଫିଲ୍ମ ଶୁଟିଂ ଅବସରରେ କଂଗ୍ରେସ କର୍ମୀମାନେ ବାଧା ସୃଷ୍ଟି କରିବା ପାଇଁ ଉଦ୍ୟମ କରିଥିଲେ । ପୋଲିସ କଡା ପଦକ୍ଷେପ ଗ୍ରହଣ କରିବା ଫଳରେ ସ୍ଥିତି ନିୟନ୍ତ୍ରଣକୁ ଆସିଥିଲା । ଜିଲା ମହିଳା କଂଗ୍ରେସ ଅଧ୍ୟକ୍ଷ ସୀମା ଅତୁଲକରଙ୍କ…

ଦେଶରେ କରୋନାରୁ ସୁସ୍ଥ ହେଲେଣି ୧କୋଟି ୬ଲକ୍ଷ ଆକ୍ରାନ୍ତ, ଲକ୍ଷେ ୪୦ ହଜାର ତଳେ ଆକ୍ଟିଭ୍ କେସ

ନୂଆଦିଲ୍ଲୀ: ଦେଶରେ ଖସୁଚି କରୋନା ଆକ୍ଟିଭ୍ କେସ୍ । ସୁସ୍ଥହାର ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୨ହଜାର ୧୪୩ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୧ହଜାର ୩୯୫ ସଂକ୍ରମିତ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୮ଲକ୍ଷ ୯୨ହଜାର ୭୪୬କୁ ବୃଦ୍ଧି…

(ଅନୁପମା) ସିରିଏଲ୍‌ ଆକ୍ଟର ପାରସ୍ କଲନାୱାତଙ୍କୁ କରୋନା

ନୂଆଦିଲ୍ଲୀ: ଷ୍ଟାରପ୍ଲସ୍‌ରେ ପ୍ରସାରିତ ହେଉଥିବା ଲୋକପ୍ରିୟ ଶୋ 'ଅନୁପମା'ରେ ଅଭିନୟ କରୁଥିବା ଅଭିନେତା ପାରସ୍ କଲନାୱାଟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଶୋ’ର ନିର୍ମାତା ରାଜନ ଶାହି ଏକ ସରକାରୀ ବିବୃତ୍ତିରେ ଏହାକୁ ନେଇ ସ୍ପଷ୍ଟୀକରଣ ହେଇଛନ୍ତି। ଏହାସହିତ ସେ କହିଛନ୍ତି ଯେ ପାରସ…

ଆଜି ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ ଶ୍ରୀବିଗ୍ରହ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମ ବେଶ । ମସ୍ତକଠାରୁ ପାଦ ଯାଏ ପଦ୍ମ ଫୁଲରେ ବିଭୂଷିତ ହେବେ ଶ୍ରୀଜିଉ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଆଜି ରାତିରେ ବଡସିଂହାର ନୀତିରେ ମହାପ୍ରଭୁ ପଦ୍ମବେଶରେ ସଜିତ ହେବେ । ଆସନ୍ତାକାଲି ଅବକାଶ ନୀତି ପର୍ଯ୍ୟନ୍ତ ରତ୍ନସିଂହାସନରେ…

କୁଲଗାମ ବିଜେପି କର୍ମୀଙ୍କ ହତ୍ୟା ସନ୍ଦେହରେ ଲଶ୍କର ଆତଙ୍କବାଦୀ ଜହୁର ଅହମ୍ମଦ ଗିରଫ

ଜାମ୍ମୁ କାଶ୍ମୀର: ଗତ ବର୍ଷ କୁଲଗାମ ଜିଲ୍ଲାର ଭେସୁ ଅଞ୍ଚଳରେ ତିନି ଜଣ ବିଜେପି କର୍ମୀଙ୍କ ହତ୍ୟା ପଛରେ ଥିବା ସନ୍ଦେହ କରାଯାଉଥିବା ଲଶ୍କର-ଏ-ତୋଇବା ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ଜହୁର ଅହମ୍ମଦଙ୍କୁ ଜମ୍ମୁ କଶ୍ମୀରର ସାମ୍ବା ଜିଲ୍ଲାରୁ ଗିରଫ କରାଯାଇଥିଲା। ପୋଲିସ ସନ୍ଦେହ…

ଶ୍ରୀମନ୍ଦିର ଭିତର ବେଢ଼ାର ଫଟୋ ପୁଣି ସୋସିଆଲ୍‌ ମିଡିଆରେ ଭାଇରାଲ୍

ପୁରୀ: ପୁଣି ଥରେ ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । ଇନ୍‌ଷ୍ଟାଗ୍ରାମ୍‌ରେ ଇଣ୍ଡିଆନ୍‌ ଟେମ୍ପୁଲସ ୟୁଜର ଆଇଡିରେ ଶ୍ରୀମନ୍ଦିର ଭିତର ଫଟୋ ଛଡ଼ାଯାଇଛି । ଦକ୍ଷିଣ ଦ୍ୱାର ଗୁମୁଟ ନିକଟ ସମ୍ପାତ୍ତି ମନ୍ଦିର ଆଗରେ ଉଠାଯାଇଛି ଏହି ଫଟୋ । ଗତ ଦୁଇ ତାରିଖରେ ଏହି ଫଟୋ…

ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ଟସ୍ ଜିତି ବ୍ୟାଟିଂ କରୁଛି ଟିମ୍ ଇଣ୍ଡିଆ, ଦଳରେ ତିନିଟି ପରିବର୍ତ୍ତନ

ଚେନ୍ନାଇ: ଭାରତ-ଇଂଲଣ୍ଡ ମଧ୍ୟରେ ଚେନ୍ନାଇରେ ଆଜି ଖେଳାଯାଉଛି ଦ୍ୱିତୀୟ ଟେଷ୍ଟ । ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି କ୍ୟାପଟେନ୍ ବିରାଟ କୋହଲି । ଖାତା ଖୋଲିଆ ପୂର୍ବରୁ ପାଭିଲନ୍ ଫେରିଛନ୍ତି ଓପନର ଶୁଭମନ୍ ଗିଲ୍ । ତାଙ୍କ ଆଉଟ୍ କରି ଇଂଲଣ୍ଡକୁ ପ୍ରଥମ ସଫଳତା ଦେଇଛନ୍ତି ଓଲି…