ସର୍ବଭାରତୀୟ ସ୍ତରରେ ସର୍ବାଧିକ; ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେବେ କିସ୍ର ୨୧୦୦ ଛାତ୍ରଛାତ୍ରୀ…
ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏଥର କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନସେସ (କିସ୍)ରୁ ରେକର୍ଡ଼ ସଂଖ୍ୟକ ୨୧୦୦ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବେ। କୌଣସି ଏକ ବିଦ୍ୟାଳୟରୁ…