ଖୁବଶୀଘ୍ର ଆରମ୍ଭ ହେବ ହରିଦାସପୁର-ପାରାଦୀପ ରେଳ ଲାଇନ ନିର୍ମାଣ
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ଜୀବନରେଖା କୁହାଯାଉଥିବା ଏହାର ପ୍ରଥମ ରେଳ ଲାଇନ ତଥା ବହୁ ପ୍ରତିକ୍ଷିତ ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପ ଆସନ୍ତା ୧୦ରୁ ୧୫ ଦିନ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି। ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏହି ସୂଚନା…