ଭାରତ ବନ୍ଦ ଲାଗି ଘୁଞ୍ଚିଲା ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ତାରିଖ
ଭୁବନେଶ୍ୱର: 'ଭାରତ ବନ୍ଦ' ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା (ଓପିଏସସି) ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି।
ସୂଚନା ଅନୁଯାୟୀ ଚାଷୀ ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେଉଥିବା ବେଳେ ଆସନ୍ତା କାଲି ଭାରତ ବନ୍ଦ ଡାକରା ଦିଆଯାଇଛି।
ଏହାକୁ ଦୃଷ୍ଟିରେ ରଖି ୮…