୩୦ ତଳକୁ ଖସିଲା ରାଜଧାନୀରେ ପଜିଟିଭ ସଂଖ୍ୟା
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୧୨ ଓ ସ୍ଥାନୀୟ ଅଂଚଳରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି କରୋନା ସଂକ୍ରମଣରୁ ୪୫ ଜଣ ସୁସ୍ଥ…