କରୋନା ଯୋଦ୍ଧାଙ୍କ ସମେତ ସୁନ୍ଦରଗଡରେ ୮୩ ନୂଆ କରୋନା ପଜିଟିଭ
ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୮୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।
ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨ଟି…