Latest Odisha News

BREAKING NEWS

ବାଇକ୍-ପିକଅପ୍ ଭ୍ୟାନ ମୁହାଁମୁହିଁ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

ଭଦ୍ରକ: ବାଇକ ଓ ପିକଅପ ଭ୍ୟାନ ମଧ୍ୟରେ ମୁଁହାମୁହିଁ ଧକ୍କା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ରାନ୍ଦିଆ ଓଭରବ୍ରିଜ ନିକଟରେ ଏହି…

ଏକାମ୍ର କ୍ଷେତ୍ର ଯୋଜନାର ସମୀକ୍ଷା କଲେ 5T ସଚିବ ଭି. କେ. ପାଣ୍ଡିଆନ୍

ଭୁବନେଶ୍ୱର: କେତେ ଆଗେଇଛି ଏକାମ୍ର କ୍ଷେତ୍ର ଯୋଜନାର କାମ ? ସୌନ୍ଦର୍ଯ୍ୟକରଣ କେତେ ହୋଇଛି ? ଗ୍ରାଉଣ୍ଡରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ୍ । ସକାଳୁ ସକାଳୁ ସେ ଏକାମ୍ର କ୍ଷେତ୍ରରେ ପହଞ୍ଚିଥିଲେ । ଉନ୍ନୟନମୂଳ ଓ ବିକାଶ କାମର ଅନୁଧ୍ୟାନ କରିଥିଲେ । ତାଙ୍କ…

ପରଲୋକରେ ତ୍ରାହି ଅଚ୍ୟୁତ ଆଶ୍ରମ ପ୍ରତିଷ୍ଠାତା ସୁର ବାବା

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ଝିଇଁଣ୍ଟି ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ସୁର ବାବାଙ୍କ ପରଲୋକ ହୋଇଛି । ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଯୋଗୁଁ କିଛି ଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ସେ ଚିକିତ୍ସିତ ହେଉଥିଲେ…

ଭାରତରେ ‘କୋଭିସିଲଡ୍’ ଟିକାର ଜରୁରିକାଳୀନ ବ୍ୟବହାର ଅନୁମତି ମାଗିଲା ସେରମ୍ ଇନଷ୍ଟିଚ୍ୟୁଟ

ନୂଆଦିଲ୍ଲୀ: ଫାଇଜର ପରେ ସେରମ୍ ଇନଷ୍ଟିଚ୍ୟୁଟ୍ । ଭାରତରେ କୋଭିସିଲ୍ଡ ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଛି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ । ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ସହ ମିଶି କୋଭିସିଲ୍ଡ ଟିକା ବିକଶିତ କରୁଛି ସେରମ୍ । ଜରୁରୀ ବ୍ୟବହାର କରିବାକୁ କମ୍ପାନୀ ଡ୍ରଗ୍ସ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  ତା ୭-୧୨-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ତା ୭ ରିଖ ସୋମବାର ବିଛା ୨୨ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି ମଘା ନକ୍ଷତ୍ର ସିଂହ ଚନ୍ଦ୍ର  ଘାତ ବାର-: ମିଥୁନ ରାଶିର    ଘାତ ଚନ୍ଦ୍ର-: କର୍କଟ ଓ ମକର ରାଶି ପୁରୁଷଙ୍କର…

AK Vs AK: ଅନିଲ କପୁର ଓ ଅନୁରାଗ କଶ୍ୟପଙ୍କ ମଧ୍ୟରେ ଟ୍ବିଟର ୱାର !

ମୁମ୍ବାଇ: ଅଭିନେତା ଅନିଲ କପୁର ଓ ଫିଲ୍ମ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ମଧ୍ୟରେ ଆରମ୍ଭ ହୋଇଛି ଟ୍ବିଟର ୱାର । ପ୍ରଥମେ ସାମ୍ନାକୁ ଆସିଥିବା ମଜାଳିଆ ଟ୍ବିଟ୍ ଧୀରେ ଧୀରେ ସବୁ ସୀମା ପାର କରିଛି । ବ୍ୟକ୍ତିଗତ କଥାକୁ ନେଇ ଦୁହେଁ ଦୁଇ ଜଣଙ୍କୁ ଟାର୍ଗେଟ୍ କରୁଛନ୍ତି । ଦିଲ୍ଲୀ କ୍ରାଇମ୍…

ଏହି ସମୟରେ ଗଡୁଛି ରାଉରକେଲା-ଭୁବନେଶ୍ବର ଏକ୍ସପ୍ରେସ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ବର: ଭୁବନେଶ୍ବର-ରାଉରକେଲା-ଭୁବନେଶ୍ବର ଏକ୍ସପ୍ରେସ ସ୍ବତନ୍ତ୍ର ଟ୍ରେନ ଭୁବନେଶ୍ବର ଠାରୁ ଦିନ ୨ଟା ୧୦ମି. ପରିବର୍ତେ ଦିନ ୦୧ଟା ୪୦ମି. ରେ ଛାଡୁଛି। ଏହି ପରିବର୍ତ୍ତନ ଡିସେମ୍ବର ୫ ତାରିଖଠାରୁ ଏବଂ ରାଉରକେଲା ରେ ରାତ୍ରି ୯ଟାରେ ପହଞ୍ଚୁଛି। ସେହିପରି ରାଉରକେଲାରୁ ସକାଳ…

[ଭିଡିଓ] କ୍ଲାସରୁମ୍‌ରେ କଲେ ବାଲ୍ୟବିବାହ, ଘର ଲୋକେ କଲେ ବିଦା

ଭୁବନେଶ୍ୱର: ଶୁକ୍ରବାର ଏକ ଭିଡିଓ ସୋସିଆଲ୍ ମିଡିଆରେ ଖୁବ ଭାଇରାଲ୍ ହୋଇଥିଲା । ଭିଡିଓରେ ଏକ କଲେଜ କ୍ଲାସରୁମ୍‌ରେ ଜଣେ ପୁଅ ଓ ଝିଅ ମଙ୍ଗଳସୁତ୍ର ପିନ୍ଧାଇ ବିବାହ କରିବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ତେବେ ଭିଡିଓଟି କେଉଁ ଅଚଂଳର ଓ ଏହା କେବେ ସୁଟ୍ ହୋଇଥିଲା ? ଏହି ପ୍ରଶ୍ନର ଉତ୍ତର…

ଓଡ଼ିଶାରୁ ସୁସ୍ଥ ହେଲେ ୫୭୦ କରୋନା ରୋଗୀ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୭୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…

ବିବାହ ପରେ ଆଦିତ୍ୟ କିଣିଲେ ସ୍ବପ୍ନର ଘର

ମୁମ୍ବାଇ: ନିକଟରେ ବିବାହ କରିଛନ୍ତି ସିଙ୍ଗର ତଥା ହୋଷ୍ଟ ଆଦିତ୍ୟ ନାରାୟଣ । ବିବାହ ପରେ ସେ ତାଙ୍କ ସ୍ବପ୍ନ ପୂରଣ କରିବାରେ ଲାଗିପଡ଼ିଛନ୍ତି । ଶ୍ବେତାଙ୍କୁ ବିବାହ କରିବା ପରେ ଆଦିତ୍ୟ ନିଜ ସ୍ବପ୍ନର ଘର କିଣିଛନ୍ତି । ୫ଟି ବେଡରୁମ୍ ଥିବା ଏହି ଆଲିଶାନ୍ ଫ୍ଲାଟକୁ ଆଦିତ୍ୟ କିଛି ଦିନ ମଧ୍ୟରେ…