Latest Odisha News

BREAKING NEWS

ନୀରବ ମୋଦିଙ୍କର ୩୨୯.୬୬ କୋଟି ଟଙ୍କାର ସମ୍ପତ୍ତି ଜବତ

ନୂଆଦିଲ୍ଲୀ: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଆର୍ଥିକ ଅପରାଧ ନିୟମ ଅନୁଯାୟୀ ନୀରବ ମୋଦିଙ୍କର ୩୨୯.୬୬ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି ଇଡି । ପୂର୍ବରୁ ମାର୍ଚ୍ଚ, ୨୦୨୦ରେ ନୀରବ ମୋଦିର ସମ୍ପତ୍ତି…

ଆରଟିଓ-୧ ର ଆଉ ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀର ଆରଟିଓ ୧ର ଆଉ ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ । ଗତକାଲି ଏହି ଅଫିସର ଚାରି ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଅଫିସକୁ ସିଲ୍ କରାଯାଇଥିଲା । ଏଠାରେ କାମ କରୁଥିବା ଏଠାରେ କାମ କରୁଥିବା ଅନ୍ୟ ୧୩ ଜଣ କର୍ମଚାରୀଙ୍କୁ ହୋମ କ୍ୱାରେଣ୍ଟାଇନରେ…

କାଲିଠୁ ଗଂଜାମର କୌଣସି ଷ୍ଟେସନରେ ଟ୍ରେନ ରହିବ ନାହିଁ

ଭୁବନେଶ୍ୱର : ଗଂଜାମରେ କୋଭିଡ୧୯ ପରିସ୍ଥିତି ଦିନକୁ ଦିନ ଜଟିଳ ହବୋରେ ଲାଗିଛି । ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଇଷ୍ଟକୋଷ୍ଟ ରେଳବାଇକୁ ଆସନ୍ତାକାଲିଠାରୁ ଗଂଜାମର କୌଣସି ଷ୍ଟେସନରେ ଟ୍ରେନ ନ ଅଟକାଇବାକୁ ଅନୁରୋଧ କରିଛନ୍ତି । ଏଥି ସହ ବାଲୁଗାଁ ଷ୍ଟେସନରେ ମଧ୍ୟ ଟ୍ରେନ ଅଟକିବ ନାହିଁ ।…

୩ ଦିନ ପାଇଁ ପାରଳାଖେମୁଣ୍ଡି ସଟଡାଉନ୍

ଗଜପତି: ରାଜ୍ୟରେ ହୁ ହୁ ବଢ଼ୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଆଗାମୀ ୩ ଦିନ ପାଇଁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରକୁ ସଟଡାଉନ୍ କରାଯାଇଛି । ଜିଲ୍ଲାପାଳ ଅନୁପମ୍‌ ଶାହା ଏପରି ପଦକ୍ଷେପ ନେଇଛନ୍ତି। ଆସନ୍ତା ଶୁକ୍ର, ଶନି ଓ ରବିବାର ସଟ୍‌ଡାଉନ୍‌ ସମୟରେ ସମସ୍ତ ଜରୁରୀକାଳିନ…

ଗରିବ ଓ ଦିନ ମଜୁରିଆଙ୍କୁ ଘର ଯୋଗାଇବେ ସରକାର

ନୂଆଦିଲ୍ଲୀ: ସହରରେ ରହୁଥିବା ଗରିବ ଓ ପ୍ରବସୀଙ୍କ ପାଇଁ ମୋଦୀ ସରକାର ବଡ ଘୋଷଣା କରିଛନ୍ତି । ସୁଲଭ ମୂଲ୍ୟରେ ସହରରେ ରହୁଥିବା ଗରିବ ଦିନ ମଜୁରିଆ ଓ ପ୍ରବାସୀଙ୍କ ପାଇଁ ସରକାର ଘର ଯୋଗାଇ ଦେବେ । ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ୍‌ ଓ…

ଭାଙ୍ଗିଲା ରେକର୍ଡ, ଏକାଥରକେ ସୁସ୍ଥ ହେଲେ ୩୦୩ ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଂଟାରେ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛି । ଗୋଟିଏ ଦିନରେ ୩୦୩ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ କରୋନା ଆକ୍ରାନ୍ତରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୭୦୦୬ରେ ପହଂଚିଛି । 9 from Nabarangpur 7…

ସରକାରୀ ଗୋତି ଶ୍ରମିକ: ଠିକା ଚାକିରିଆ

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… କେଇ ମାସ ତଳେ ମୋର ଜଣେ ସହକର୍ମୀଙ୍କ ବାହାଘର ପ୍ରସ୍ତାବଟେ ଆସିଲା । ମତେ ସାଙ୍ଗରେ ଝିଅ ଦେଖିବାକୁ ଯିବାକୁ ପଡ଼ିଲା । ମୁଁ ମୋ ଜୀବନରେ ଝିଅ ଦେଖିବାକୁ ଥରେ ଯାଇଛି ଆଉ ତା’ପରେ ଯିବିନି ବୋଲି ନିଷ୍ପତ୍ତି ନେଇଛି । ନିଜ…

କାଠଯୋଡି ନଦୀକୁ ଡେଇଁଲେ ମା’-ଝିଅ, ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: କଟକ-ଭୁବନେଶ୍ୱର ତ୍ରିଶୁଳିଆ ବ୍ରିଜରୁ କାଠଯୋଡି ନଦୀକୁ ମା’-ଝିଅ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ସେତୁ ଉପରେ ସ୍କୁଟି ରଖି କିଛି ସମୟ କଥା ହେବା ପରେ ମା’-ଝିଅ ଏଭଳି ପଦକ୍ଷପ ନେଇଥିଲେ । ସ୍ଥାନୀୟ ପୁଲିସ ସହ ୧୦-୧୨ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳ‌ରେ ପହଞ୍ଚି…

ଆଉ ୩ ମାସ ଯାଏଁ ମିଳିବ ମାଗଣା ଗ୍ୟାସ୍ ଓ ରାସନ

ନୂଆଦିଲ୍ଲୀ: କରୋନା ଯୋଗୁ ଦେଶରେ ଆର୍ଥିକ ମାନ୍ଦାବସ୍ଥା ଦେଖା ଦେଇଛି। ତେବେ ଏହି ମହାମାରୀରେ ଅଧିକ ପ୍ରଭାବିତ ହୋଇଛନ୍ତି ଗରିବ ଓ ଦିନ ମଜୁରିଆ। ତେଣୁ ଏହାକୁ ଆଖି ଆଗରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ହୋଇଥିବା କ୍ୟାବିନେଟ୍‌ ଓ ସିସିଇଏ ବୈଠକରେ କିଛି…

ଡ୍ୟୁଟିରେ ଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଛୁରୀ ଭୁସି ହତ୍ୟା

ନିଆଳି: ଡ୍ୟୁଟିରେ ଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଛୁରୀ ଭୁସି ହତ୍ୟା କଲା ସ୍ୱାମୀ । ଏଭଳି ଅଭିଯୋଗ ଆସିଛି ନିଆଳିରୁ । ସମ୍ପୃକ୍ତ ନର୍ସ ଜଣକ ଜଣେ ଗର୍ଭବତୀ ମହିଳାଙ୍କୁ ଟିକା ଦେଉଥିବା ବେଳେ ନର୍ସଙ୍କ ସ୍ୱାମୀ ତାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ସମ୍ପୃକ୍ତ ନର୍ସ ଜଣକ ଆଜି କଟକ ସଦର…