ଫରିଦାବାଦରେ ପୋଲିସ ପଂହଚିବା ପୂର୍ବରୁ ଖସିଗଲା ବିକାଶ ଦୁବେ
ଫରିଦାବାଦ: ମୋଷ୍ଟ ୱାନଟେଡ ଅପରାଧୀ ବିକାଶ ଦୁବେ ଅଳ୍ପକେ ପୋଲିସ ହାତରୁ ଖସିଯାଇଛି । ରିପୋର୍ଟ ମୁତାବକ ଫରିଦାବାଦ ସେକ୍ଟର-୮୭ରେ ବିକାଶ ଜଣେ ସମ୍ପର୍କୀୟଙ୍କ ଘରେ ଲୁଚି ରହିଥିଲା । ସେଠାରୁ ନିକଟରେ ଥିବା ଏକ ହୋଟେଲରେ ରହୁଥିଲା । ହୋଟେଲରେ ପୋଲିସ ଖବରପାଇ ଆସିଲାବେଳକୁ ବିକାଶ ସେଠାରୁ ଖସି…