Latest Odisha News

BREAKING NEWS

ଖୁସି ଖବର: ଚଳିତ ମାସରୁ ଉପଲବ୍ଧ ହେବ କରୋନା ଔଷଧ

ନୂଆଦିଲ୍ଲୀ: ଚଳିତ ମାସରୁ ଭାରତରେ ଉପଲବ୍ଧ ହେବ କରୋନା ଔଷଧ । ଏନେଇ ଔଷଧ ତିଆରି କମ୍ପାନି ମାଇଲନ୍ ଏନ୍‌ଭି ଘୋଷଣା କରିଛି । କରୋନା ରୋଗୀଙ୍କୁ ସୁସ୍ଥ କରିବା ପାଇଁ ମାଇଲନ୍ ଏନ୍‌ଭି ରେମଡେସିବିରର ଏକ ଜେନେରିକ୍ ସଂସ୍କରଣ ବଜାରକୁ ଛାଡ଼ିବ । ଏ ନେଇ କମ୍ପାନି ପକ୍ଷରୁ ଘୋଷଣା କରାଯାଇଛି ।…

ରିଲାଏନ୍ସ ଫାଉଣ୍ଡେସନର ବହୁସ୍ତରୀୟ ଅଡିଓ କନ୍‌ଫରେନ୍ସ ଜରିଆରେ ଲାଭାନ୍ୱିତ ହେଲେ ମୟୂରଭଂଜର ଚାଷୀ ପ୍ରହଲ୍ଲାଦ ମହନ୍ତ

ଭୁବନେଶ୍ୱର : ମୟୂରଭଞ୍ଜ ରରୁଆଁ ବ୍ଲକ୍ କଲଣ୍ଡା ଗାଁର ପରିବା ଚାଷୀ ପ୍ରହଲ୍ଲାଦ ମହନ୍ତ । ପ୍ରତିବର୍ଷ ସେ ଜମିରେ କଲରା, ଟମାଟୋ, ବାଇଗଣ ଆଦି ଚାଷ କରିଥାନ୍ତି । ଚଳିିତ ବର୍ଷ ବି ଏସବୁ ଚାଷ କରିଥିଲେ । ଫଳ ବି ଭଲ ଆସିଥିଲା । ତେଣୁ ଆଶା ଥିଲା ଏଗୁଡିକୁ ବଜାରରେ ବିକ୍ରି କରି ଭଲ ଦି ପଇସା…

ପୁରୀ ସ୍ବର୍ଗଦ୍ବାର ଠାରେ ବିଷ୍ଣୁ ଦାସଙ୍କ ଶେଷକୃତ୍ୟ ସଂପନ୍ନ

ପୁରୀ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୂର୍ବତନ ମନ୍ତ୍ରୀ ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସଙ୍କର ପୁରୀ ସ୍ବର୍ଗଦ୍ବାର ଠାରେ ଶେଷକୃତ୍ୟ ସଂପନ୍ନ ହୋଇଛି । ପ୍ରାପ୍ତ ସୂଚନାନୁଯାୟୀ ତାଙ୍କ ପୁତ୍ର ବିଜୟ ଶଙ୍କର ଦାସ ମୁଖାଗ୍ନି ଦେଇଥିଲେ । ଏହି ଅବସରରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ…

ମେସି କ୍ୟାରିୟରର ଶେଷ ପର୍ଯ୍ୟନ୍ତ ବାର୍ସିଲୋନା ପକ୍ଷରୁ ଖେଳିବେ

ବାର୍ସିଲୋନା:ଆର୍ଜେଂଟିନାର ମହାନ ଖେଳାଳି ଲିଓନେଲ ମେସି ବାର୍ସିଲୋନା ଛାଡିବା ଖବର ଗୁଜବ ବୋଲି କ୍ଲବ ସଭାପତି ଯୋଶେଫ ମାରିଆ ବାର୍ତେମିଓ କହିଛନ୍ତି । କ୍ୟାରିୟରର ଶେଷ ପର୍ଯ୍ୟନ୍ତ ମେସି ବାର୍ସିଲୋନା ପକ୍ଷରୁ ଖେଳିବେ ବୋଲି ସେ ସ୍ପଷ୍ଟ କରିଛନ୍ତି । ରବିବାର ଲା ଲିଗ ଏକ ମୁକାବିଲାରେ…

ଖୁବ୍‌ଶୀଘ୍ର କଟକ-ଭୁବନେଶ୍ୱର ମଧ୍ୟରେ ହେବ ଲେନ୍ ଡ୍ରାଇଭିଂ ବ୍ୟବସ୍ଥା

ଭବନେଶ୍ୱର: ଖୁବ୍‌ଶୀଘ୍ର କଟକ-ଭୁବନେଶ୍ୱର ମଧ୍ୟରେ ହେବ ଲେନ୍ ଡ୍ରାଇଭିଂ ବ୍ୟବସ୍ଥା । ଏନ୍‌ଏଚ୍‌-୧୬ର ଉଭୟ ପଟେ ତିନୋଟି ଲେଖାଏଁ ଲେନ୍ ଅଛି । ତେଣୁ ଲେନ୍ ଡ୍ରାଇଭିଂ ବ୍ୟବସ୍ଥା କରାଯିବା ଉଚିତ । ଏହାଦ୍ୱାରା ଯାତ୍ରାର ସମୟ କମିବ, ଗାଡିର ଗତି ବଢ଼ିବ ଏବଂ ଦୁର୍ଘଟଣା କମିବ ବୋଲି ଡିସିପି ସାଗରିକା…

୩୦% କମିଲା ସିବିଏସ୍‌ଇ ସିଲାବସ୍

ନୂଆଦିଲ୍ଲୀ: କମିଲା ସିବିଏସ୍‌ଇ ସିଲାବସ୍ । ସିବିଏସ୍‌ଇ ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପାଠ୍ୟକ୍ରମ ହ୍ରାସ କରାଯାଇଛି । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୩୦ ପ୍ରତିଶତ ପାଠ୍ୟକ୍ରମ କମାଇ ଦିଆଯିବ । ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । କରୋନା…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୭-୭-୨୦୨୦ ମଙ୍ଗଳବାର ଆଜି ଦିନର ମହତ୍ତ୍ୱ  ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୭ ରିଖ ମଙ୍ଗଳବାର ମିଥୁନ୨୩ ଦିନ ଶ୍ରାବଣ ମାସ କୃଷ୍ଣ ପକ୍ଷ ଦ୍ବିତୀୟା ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର-: ମକର ରାଶିର ଘାତ ଚନ୍ଦ୍ର-: ସିଂହ ରାଶି ପୁରୁଷଙ୍କର ଆଜି: ବୋଇତି…

‘ଆଇଟିଇଆର’ର ପୂର୍ବତନ ଛାତ୍ରଙ୍କ ଦ୍ୱାରା ସେବା ପ୍ରଦାନକାରୀ ଷ୍ଟାର୍ଟଅପ୍ ଆରମ୍ଭ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର କେତେକ ପୂର୍ବତନ ଛାତ୍ର ଗ୍ରାହକମାନଙ୍କ ବିଭିନ୍ନ ଆବଶ୍ୟକତାକୁ ପୂରଣ କରିବା ପାଇଁ ଏକ ଷ୍ଟାର୍ଟଅପ୍ ଆରମ୍ଭ କରିଛନ୍ତି । ହୋମ୍…

୧୦ ଲକ୍ଷ ବିଦେଶୀ ଛାତ୍ରଛାତ୍ରୀଙ୍କୁ ସ୍ୱଦେଶ ବାହୁଡିବା ପାଇଁ କହିଲେ ଟ୍ରମ୍ପ ସରକାର

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଲକ୍ଷ ବିଦେଶୀ ଛାତ୍ରଛାତ୍ରୀଙ୍କୁ ଆମେରିକା ଛାଡିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କରୋନା ଭାଇରସ ସଂକ୍ରମଣକୁ ନେଇ ଆମେରିକା ଏହି ପଦକ୍ଷେପ ଗ୍ରହଣ କରିଛି । ଏବେ ଅନ ଲାଇନରେ ପାଠ ପଢ଼ାଯାଉଥିବାରୁ ଏଠାରେ ନ ରହି ନିଜ ନିଜ ଘରକୁ…

ଅତ୍ୟାବଶ୍ୟକ ସାମଗ୍ରୀ ଲିଷ୍ଟରୁ ହଟିଲା ଫେସ୍ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜର

ନୂଆଦିଲ୍ଲୀ: ଅତ୍ୟାବଶ୍ୟକ ସାମଗ୍ରୀ ଲିଷ୍ଟରୁ ବାଦ୍ ପଡିଲା ଫେସ୍ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜର । ଦେଶରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବା ଦେଖି ଫେସ ମାସ୍କ ଏବଂ ସାନିଟାଇଜରର ଗୁରୁତ୍ୱକୁ ବିଚାରକୁ ନେଇ ଭାରତ ସରକାର ମାର୍ଚ୍ଚ ମାସରେ ଏହି ଦୁଇଟି ଜିନିଷକୁ ଏସେନସିଆଲ୍ କମୋଡିଟିସ୍ ଆକ୍ଟରେ…