Latest Odisha News

BREAKING NEWS

ବ୍ରହ୍ମପୁରରୁ ୬ କେଜି ସୁନା ଓ ୨୩୫କିଲୋ ରୁପା ଅଳଙ୍କାର ଜବତ

ବ୍ରହ୍ମପୁର: କାର ଭିତରୁ ୬କିଲୋ ସୁନା ଅଳଙ୍କାର ଓ ୨୩୫ କେଜିରୁ ଅଧିକ ରୁପା ଅଳଙ୍କାର ଜବତ। ତାମିଲନାଡୁରୁ ବ୍ରହ୍ମପୁର ଆସିବା ବେଳେ ଧରିଲା ଗୋସାଣୀ ନୂଆଗାଁ ଥାନା ପୋଲିସ। କାର ଯାଞ୍ଚ ବେଳେ ପ୍ୟାକେଟ ପ୍ୟାକେଟ ସୁନା ଓ ରୁପା ଅଳଙ୍କାର ମିଳିଛି। ଏହି ଘଟଣାରେ ପୋଲିସ ୩ଜଣଙ୍କୁ ଅଟକ ରଖି…

ଋଷର ମସ୍କୋରେ ଆରମ୍ଭ ହେଲା ଟୀକାକରଣ, ଖୋଲିଲା ୭୦ ଭ୍ୟାକସିନ୍ ସେଣ୍ଟର

ମସ୍କୋ: ଋଷର ରାଜଧାନୀ ମସ୍କୋରେ ଆଜିଠାରୁ ଆରମ୍ଭ ହୋଇଛି କୋଭିଡ୍-୧୯ ଟୀକାକରଣ । ଯେଉଁମାନଙ୍କୁ ସଂକ୍ରମିତ ହେବାର ଅଧିକ ଆଶଙ୍କା ରହିଛି, ସେହିମାନଙ୍କୁ ଏହି ଟିକା ଦିଆଯାଉଛି । ଋଷ ନିଜର ସ୍ପୁଟନିକ୍-ଭି ଟିକା ଦେଉଛି । ହଜାର ହଜାର ଲୋକ ଟୀକାକରଣ ପାଇଁ ପଞ୍ଜିକରଣ କରିଛନ୍ତି । ସ୍ପୁଟନିକ୍-ଭି…

କଣ୍ଢେଇକୁ ବିବାହ କଲେ ବିଶ୍ୱ ବିଖ୍ୟାତ ବଡିବିଲ୍ଡର୍

ଭୁବନେଶ୍ୱର: ଆମ ନଜରକୁ ଏମିତି କିଛି ଖବର ଆସେ ଯାହାକୁ ଦେଖି, ଶୁଣି ଓ ପଢି ବିଶ୍ୱାସ କରିବା ଆମ ପକ୍ଷରେ କଷ୍ଟକର ହୋଇପଡେ । ଏହି ଧାରାରେ ସୋସିଆଲ୍ ମିଡିଆରେ ଏକ ଖବର ସାରା ବିଶ୍ୱର ଲୋକଙ୍କୁ ଚକିତ କରିଛି । ଝିଅ ପୁଅକୁ ଓ କେବେକେବେ ପୁଅପୁଅ ଓ ଝିଅଝିଅକୁ ବିବାହ କରିବା ଘଟଣା ଏବେ ସାଧାରଣ…

କାଲି ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଟି-୨୦: ସିରିଜ୍ ବିଜୟ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ସିଡନୀ: ଆସନ୍ତାକାଲି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ଦ୍ବିତୀୟ ଟି-୨୦ । ସିଡନୀରେ ମ୍ୟାଚ୍ ଅନୁଷ୍ଠିତ ହେବ । ସିଡନୀର ଏହି ଗ୍ରାଉଣ୍ଡରେ ଦୁଇଟି ଦିନିକିଆ ଖେଳିଥିଲା ଭାରତ । ଏହି ଦୁଇ ମ୍ୟାଚରେ ଅଷ୍ଟ୍ରେଲିଆ ବିଶାଳ ସ୍କୋର କରିଥିଲା । ଫଳରେ ଭାରତ ପରାସ୍ତ ହୋଇଥିଲା । ପୁଣି ଥରେ ଏହି…

ଓଡ଼ିଶାରୁ ସୁସ୍ଥ ହେଲେ ୬୦୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି। ତେବେ ୬୦୫ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍…

ଓଡିଶାରେ ଅକ୍ଷୟ ଶକ୍ତିକୁ ପ୍ରୋତ୍ସାହିତ ନିମନ୍ତେ ଓସିଏଫ୍ ଏବଂ ଅଟଳ ଇନକ୍ୟୁବେସନ ସେଣ୍ଟର ନାଳନ୍ଦା ମଧ୍ୟରେ ଏମ୍‌ଓୟୁ…

ଭୁବନେଶ୍ୱର: ଓଡିଶାରେ ଅକ୍ଷୟ ଶକ୍ତିକୁ ପ୍ରୋତ୍ସାହିତ କରିବା ନିମନ୍ତେ ଏବଂ ଏହି କ୍ଷେତ୍ରରେ ଉଦ୍ୟୋଗିତା ପରିସର ପ୍ରସାର କରିବା ସହିତ ଯୁବ ଉଦ୍ୟୋଗୀମାନଙ୍କୁ ଏକ ନୂତନ ଦିଗ ପ୍ରଦାନ କରିବା ପାଇଁ ଓଡିଶା କର୍ପୋରେଟ୍ ଫାଉଣ୍ଡେସନ୍ ଏବଂ ଅଟଳ ଇନକ୍ୟୁବେସନ ସେଣ୍ଟର ନାଳନ୍ଦା ମଧ୍ୟରେ ଆଜି ଏକ…

ବର୍ଗର୍ ଖାଇବା ପାଇଁ ଖର୍ଚ୍ଚ କଲେ ୨ ଲକ୍ଷ ଟଙ୍କା

ଭୁବନେଶ୍ୱର: ଋଷିଆର ଜଣେ ବ୍ୟକ୍ତି ପ୍ରମାଣିତ କରିଛନ୍ତି ଯେ, ହାତରେ ଅପର୍ଯ୍ୟାପ୍ତ ଟଙ୍କା ଥିଲେ କିଛି ବି କରାଯାଇପାରେ । ତେବେ ସେହି ବ୍ୟକ୍ତି ଜଣଙ୍କ କଥା ଶୁଣିଲେ ଆପଣଙ୍କର ବି ହୋସ୍ ଉଡିଯିବ । କେବଳ ବର୍ଗର୍ ଖାଇବା ପାଇଁ ଜଣେ ବ୍ୟକ୍ତି ୨ ଲକ୍ଷ ଭଳି ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରିଛନ୍ତି…

କରୋନା ଟୀକାକରଣ ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ବର: ଟୀକାକରଣ ବ୍ୟବସ୍ଥା ସହଜ କରିବାକୁ ରାଜ୍ୟ ସରକାର ଗଠନ କଲେ କମିଟି । ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ କମିଟି ଗଠନ କରାଯାଇଛି ।୨୧ ଜଣିଆ ରାଜ୍ୟସ୍ତରୀୟ କମିଟିର ଅଧ୍ୟକ୍ଷ ରହିବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ । ଏଥିରେ ସଦସ୍ୟ ସଚିବ ଭାବେ କାମ କରିବେ ରାଜ୍ୟ ଟୀକାକରଣ…

ଗପ: ଅନ୍ଧାରର ଲୁହ

ଦୀପିକା ଦାଶ ହଠାତ ରାତ୍ରିଅଧରେ ନିଜ ଘରର ଡ୍ରଇଂରୁମରୁ କୋଳାହଳ ଭାସି ଆସୁଥିବାର ଶୁଣି ଜଷ୍ଟିସ ଚୌଧୁରୀଙ୍କ ନିଦ ଭାଙ୍ଗିଗଲା । ଆଖିକୁ ମନ୍ଥି ମନ୍ଥି ସିଏ ଡ୍ର' ରେ ଥିବା ଚଷମାଟିକୁ ପିନ୍ଧି, ଖଟ ତଳେ ଥିବା ସ୍ଲିପରକୁ ଗୋଡ଼ରେ ଗଳାଇ ସେ ବାହାରିଗଲେ ଡ୍ରଇଂ ରୁମ ଆଡ଼କୁ । ତାଙ୍କୁ ଯିବା…

ବାହାରିପାରିଲାନି ନିଷ୍କର୍ସ: ସମୟ ମାଗିଲେ ସରକାର, ୯ରେ ପୁଣି କୃଷକଙ୍କ ସହ ଆଲୋଚନା

ନୂଆଦିଲ୍ଲୀ: ସରକାର ଓ କୃଷକଙ୍କ ମଧ୍ୟରେ ହୋଇଥିବା ପଞ୍ଚମ ପର୍ଯ୍ୟାୟ ବୈଠକରୁ ବି ବାହାରିପାରିଲାନି ନିଷ୍କର୍ସ । ଆଜିର ବୈଠକରେ ପୁଣି ସମୟ ମାଗିଲେ ସରକାର । ଆସନ୍ତା ୯ ତାରିଖ ସକାଳ ୧୧ଟାରେ ପୁଣି ସରକାର ଓ କୃଷକଙ୍କ ମଧ୍ୟରେ ଆଲୋଚନା ହେବ । ବୈଠକ ପରେ କୃଷକ ନେତାଙ୍କ ପକ୍ଷରୁ କୁହାଯାଇଛି ଯେ,…